ଆମ ଜିଲା ଖବର

ମହିଳାଙ୍କଠାରୁ ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୭।୧୦: ରାୟଗଡ଼ା ବ୍ୟାଙ୍କ କଲୋନୀର ୩ୟ ଲାଇନରେ ଗୁରୁବାର ଜି. ମାଙ୍ଗେୟାମା ନାମକ ଜଣେ ମହିଳା ବଜାରରୁ କ୍ଷୀର ନେଇ ଆସୁଥିବା ସମୟରେ ପଛପଟୁ ୨…

7 years ago

ବିଜେପୁର ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ, ମନମୋହିଲା ଚିୟର୍‌ ଗାର୍ଲଙ୍କ ନୃତ୍ୟ

ବିଜେପୁର,୧୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଉପ ନିର୍ବାଚନ ପ୍ରଚାରର ଶେଷ ସ୍ପର୍ଶ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଲାଉମୁଣ୍ଡା ଷ୍ଟାଡିୟମରେ ଓହ୍ଲାଇ…

7 years ago

ଅଧ୍ୟାପକ ପଦବୀ ପୂରଣ ଦାବିରେ ଧାରଣା : ପ୍ରତିଶ୍ରୁତି ପରେ ଓହରିଲେ ଛାତ୍ରୀଛାତ୍ର

କୋରୁକୋଣ୍ଡା,୧୭।୧୦: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଗୁରୁବାର ଧାରଣାରେ ବସିଥିଲେ। କଲେଜରେ ଅଧ୍ୟାପକ ପଦବୀ ଖାଲି ପଡ଼ିଥିବା ହେତୁ ପାଠପଢ଼ାରେ ବାଧା…

7 years ago

ଖେଳୁଥିବା ବେଳେ ଗଛଡ଼ାଳ ଛିଡ଼ି ପଡ଼ିଲା: ଦ୍ୱିତୀୟ ଶ୍ରେଣୀ ଛାତ୍ର ମୃତ; ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଘଟଣ ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବ ଗଛର ଶୁଖିଲା…

7 years ago

ମଦ୍ୟପାନ କରି ଗାଡ଼ି ଚଳାଇ ୩ କୋର୍ଟ ଚାଲାଣ

ରାୟଗଡ଼ା ଅଫିସ,୧୭।୧୦: ରାୟଗଡ଼ାର ଏମ୍‌ଆଇ ଡିଭିଜନ କାର୍ଯ୍ୟାଳୟ ନିକଟରେ ଟ୍ରାଫିକ ପୋଲିସ ଇନ୍ସପେକ୍ଟର ଇନ୍‌ଚାର୍ଜ ପି.ରାବଣାଙ୍କ ନେତୃତ୍ୱରେ ବୁଧବାର ରାତିରେ ଏକ ପୋଲିସ ଟିମ୍‌ ଯାଞ୍ଚ କରୁଥିଲା।…

7 years ago

ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ ଆକ୍ରମଣ…

7 years ago

ଦେବଗଡ଼ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ

ଦେବଗଡ଼, ୧୭।୧୦(ଡି.ଏନ୍‌.ଏ.): ସହର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଯାହାକୁ ନେଇ…

7 years ago

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଚିନିକଳ କର୍ମଚାରୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ ଅଫିସ/ବିଜେପୁର, ୧୭ା୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ଶୋ’ରେ ବିଜେପୁର ଅଞ୍ଚଳରେ ଦଳୀୟ ପ୍ରାର୍ଥିନୀ ରୀତା…

7 years ago

ନର୍ସଙ୍କ ଅସାବଧାନତା: ଇଞ୍ଜେକ୍‌ସନ ଦେବା ବେଳେ ଶିଶୁ ପିଚାରେ ରହିଗଲା ଛୁଞ୍ଚି, ମାସେ ଯନ୍ତ୍ରଣା ପରେ ବାହାରିଲା

ମାଧପୁର, ୧୭ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ମାଧପୁରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କମ୍ପଲା ପଞ୍ଚାୟତ ମହନଖୋଳି ଗ୍ରାମର ସୀତାକାନ୍ତ ପଣ୍ଡାଙ୍କ ୪…

7 years ago

ସେକ୍ସ ର଼୍ୟାକେଟ୍‌ ଠାବ : ଦୁଇ ଯୁବକଙ୍କ ସହ ଜଣେ ଯୁବତୀ ଅଟକ

ବାସୁଦେବପୁର,୧୭।୧୦: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବେତଡ଼ା ବଜାରରେ ଗଜଲକ୍ଷ୍ମୀ ପୂଜା ଅବସରରେ ଭିଡ଼ ଲାଗିଥିବାବେଳେ ଭଡ଼ା ଘରୁ ପୋଲିସ ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ପୋଲିସ…

7 years ago