ଆମ ଜିଲା ଖବର

ଅନ୍ତର୍ଦେଶୀୟ ଜଳ ପରିବହନ କର୍ମଚାରୀଙ୍କ ଆନ୍ଦୋଳନ

ଚାନ୍ଦବାଲି,୧୮ା୬(ଡି.ଏନ.ଏ)-ଦୁଇଦଫା ଦାବି ନେଇ ଭଦ୍ରକ ଜିଲା ଚାନ୍ଦବାଲିରେ ଥିବା ଅନ୍ତ ର୍ଦେଶୀୟ ଜଳ ପରିବହନ ସଂସ୍ଥା (ଆଇଡବ୍ଲ୍ୟଟି)ର ୧୨ ଜଣ ଯାନ୍ତ୍ରିକ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି।…

7 years ago

ପାଠ ପଢିବାକୁ ଯାଇ ମନୋରଞ୍ଜନ ପଞ୍ଜାବରେ ନିଖୋଜ, ଆଶା ଆଶଙ୍କାରେ ପରିବାର

ଭଦ୍ରକ ଅଫିସ, ୧୮ା୬- ଭଦ୍ରକ ବ୍ଲକ ଜଗନ୍ନାଥପୁର ଗାଁର ତ୍ରୈଲୋକ୍ୟ ସାହୁଙ୍କ ସାନପୁଅ ମନୋରଞ୍ଜନ ସାହୁ(୨୨) ଉଚ୍ଚଶିକ୍ଷା ଲାଭ କରିବାଲାଗି ଗତବର୍ଷ ପଞ୍ଜାବକୁ ଯାଇ ଭଟିଣ୍ଡା ଠାରେ…

7 years ago

ରଙ୍ଗ ମିସ୍ତ୍ରୀ କାମ କରି ସୁନାଗହଣା ନେଇ ଚମ୍ପଟ, ଯାଜପୁର ରେଳଷ୍ଟେଶନରୁ ଅଭିଯୁକ୍ତ ଗିରଫ

ଢେଙ୍କିକୋଟ, ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ତୋରାଣିପୋଖରୀ ପଞ୍ଚାୟତ ତୋରାଣିପୋଖରୀ ଗ୍ରାମର ପ୍ରଶ୍ନଜିତ୍‌ ମିଶ୍ରଙ୍କ ଘରେ ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିବା ଜଣେ ଯୁବକ…

7 years ago

ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି କଲଚୁରାଲ ଏକାଦେମିର ମିଳିତ ସହଯୋଗରେ ରେମୁଣା ବାମପଦାସ୍ଥିତ ନୋସି ବିଜିନେସ୍‌ ପାର୍କଠାରେ ଆୟୋଜିତ ପଟିଦିଅଁ ଅଙ୍କନ ଉତ୍ସବ ସୋମବାର…

7 years ago

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ କାର୍ଯ୍ୟାଳୟଠାରେ…

7 years ago

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ ଆଖିରେ…

7 years ago

ବାଇକ ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ଥାନା ଜାନିବିଲିଠାରେ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜାନିବିଲି ଗ୍ରାମର ଦେବରାଜ ଗୌଡ଼ (୨୮)।…

7 years ago

ଶରଧାପୁରରେ ଅଗ୍ନିକାଣ୍ଡ, ୧୪ ବଖରା ଜଳିଗଲା

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମ ମଝିସାହିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗି ୮ ପରିବାରର ୧୪ ବଖରା ପୋଡି ପାଉଁଶ ହୋଇଯାଇଛି। କ୍ଷତିଗ୍ରସ୍ତମାନେ…

7 years ago

ମହାକାଳପଡ଼ାରେ କାଳବୈଶାଖୀ: ଜଣେ ମୃତ, ଜଳିଗଲା ୪ ବଖରା

ମହାକାଳପଡ଼ା.୧୮.୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଘଡ଼ଘଡି ଓ ବଜ୍ରପାତ ହୋଇଛି। ଏଥିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି।…

7 years ago

ହେଲ୍‌ମେଟ ଚେକ୍‌ ଆଳରେ ଜୟପୁର ପୋଲିସର ଦବଙ୍ଗଗିରି: ଭିଡିଓ ଭାଇରାଲ

ଜୟପୁର, ୧୮।୬(ନି.ପ୍ର.): କୋରାପୁଟ ଜିଲା ଜୟପୁର ୨୦ ନମ୍ବର ଜାତୀୟ ରାଜପଥ ଟାଉନ ଥାନା ସମ୍ମୁଖରେ ମଙ୍ଗଳବାର ପୋଲିସର ଦବଙ୍ଗଗିରି ଦେଖିବାକୁ ମିଳିଛି। ହେଲ୍‌ମେଟ ଚେକ ଆଳରେ…

7 years ago