ପୁରୀ ଅଫିସ,୨୨ା୮: ଲଗାତର ତୃତୀୟ ଦିନରେ ପହଞ୍ଚତ୍ଛି ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା। ବୁଧବାର ମଧ୍ୟ ଦିନତମାମ୍ ପ୍ରଶାସନ ପକ୍ଷରୁ ଅନେକ ନିର୍ମାଣ ଭଙ୍ଗାଯାଇଛି। ଏଥିସହ…
ଦାରିଙ୍ଗବାଡ଼ି,୨୨।୮(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସାରିଙ୍ଗିଇର୍ପି ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଡମ୍ପରକୁ ବାଇକ ପଛପଟୁ ଧକ୍କାଦେବାରୁ ବାଇକ…
କାଲିମେଳା,୨୨।୮(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ବୁଧବାର ରାତିଠାରୁ ବର୍ଷା ଲାଗିରହିଛି। ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟାଜଳ…
ବାଲେଶ୍ୱର ଅଫିସ,୨୨।୮: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ପରଖି ଗ୍ରାମ ମୁଖ୍ୟ ରାସ୍ତାକୁ ଗୁରୁବାର ପୂର୍ବାହ୍ନରେ ଗ୍ରାମବାସୀ ଅବରୋଧ କରିଛନ୍ତି। ସୂଚନା ଯେ, ଗତ ୧୯ ତାରିଖ…
ଢେଙ୍କିକୋଟ/କୋଳିମାଟି/କେନ୍ଦୁଝର,୨୨।୮(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବାଲିଯୋଡି ଗ୍ରାମ ନିକଟ ୨୦ନଂ ଜାତୀୟ ରାଜପଥରେ ବୁଧବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ଦୁଇଟି…
ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର…
କୋକସରା,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଶିକ୍ଷା ବିଭାଗ ଅଧୀନ ଆମପାଣି କ୍ଳଷ୍ଟରର ବଣପାହାଡ଼ ଘେରା ଦୁର୍ଗମ ବରାଡ଼ଙ୍ଗା ପଞ୍ଚାୟତ ଝୁଲେନବର ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ ବହୁଳ…
ଖଡିଆଳ,୨୨।୮(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ବୁଧବାର ଛାତ୍ର ଅଶାନ୍ତି ଦେଖାଦେଇଥିଲା । କଲେଜର ବିଭିନ୍ନ ସମସ୍ୟାକୁ ନେଇ ଛାତ୍ରୀଛାତ୍ରମାନେ ଶ୍ରେଣୀ ବର୍ଜନ କରିବା…