ଆମ ଜିଲା ଖବର

କୃଷି ବିଭାଗ ଅଗୋଚରରେ କୃଷକ ପଞ୍ଜୀକରଣ: ଫେକ୍‌ ଓ୍ବେବ୍‌ସାଇଟ୍‌ରେ ପଞ୍ଜୀକରଣ କରି ଟଙ୍କା ହଡପ ସନ୍ଦେହ

ସୋରଡା, ୧୩ା୬ (ଡି.ଏନ.ଏ.)- ସୋରଡା ଅଞ୍ଚଳରେ କୃଷକ ପରିଚୟପତ୍ର ପାଇବା ପାଇଁ ମହିଳା ପୁରୁଷ ଚାଷୀମାନଙ୍କ ଭିଡ କୃଷି କାର୍ଯ୍ୟାଳୟରେ ଲାଗିରହିଛି। ରାଜ୍ୟ କୃଷିବିଭାଗ ତରଫରୁ ଆବଶ୍ୟକ…

7 years ago

ମଣ୍ଡିରୁ ଧାନ ଉଠାଇବା ଦାବି: କୁଟ୍ରୁଛକଠାରେ ଚାଷୀଙ୍କ ରାସ୍ତାରୋକୋ

ଭବାନୀପାଟଣା/କଲମପୁର,୧୩।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ କୁଟ୍ରୁ ପ୍ୟାକ୍ସ ମଣ୍ଡିରେ ଅବ୍ୟବସ୍ଥା ଯୋଗୁ ଚାଷୀଙ୍କ ଧାନ ଉଠିପାରୁ ନାହିଁ । ତୁରୁନ୍ତ ମଣ୍ଡିରୁ ଧାନ ଉଠାଇବା ଦାବି…

7 years ago

‘କଳ୍ପନା ଦି ୱାଣ୍ଡର’ ନାଟକ ମଞ୍ଚସ୍ଥ

ଢେଙ୍କାନାଳ ଅଫିସ,୧୩ା୬-ଢେଙ୍କାନାଳ ସହର ଉପକଣ୍ଠସ୍ଥିତ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ସର୍ଭିସ୍‌ ମିଶନ ପରିସରରେ ବୁଧବାର ଅଲଟରନେଟିଭ୍‌ ରିଦମ ଥିଏଟର ପକ୍ଷରୁ ନାଟକ ‘କଳ୍ପନା ଦି ୱାଣ୍ଡର’…

7 years ago

ବାଙ୍ଗାଲୋରରେ ଓଡିଆ ଯୁବକଙ୍କ ମୃତ୍ୟୁ

ରୂପ୍‌ସା, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତ ଅନ୍ତର୍ଗତ ପୋଡାପଡା ଗ୍ରାମର ସୁଦାମ ଚରଣ ସିଂହଙ୍କର ପୁଅ ସତ୍ୟନାରାୟଣ(୨୧)ଙ୍କ ବାଙ୍ଗାଲୋରରେ ମୃତ୍ୟୁ ଘଟିଛି। ଗତ ୯ତାରିଖ…

7 years ago

ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର

ରୂପ୍‌ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା ରୂପ୍‌ସା…

7 years ago

ବଜ୍ରପାତରେ ୬ ମଇଁଷି ମୃତ

ଶଙ୍କରାଖୋଲ,୧୩।୬(ଡି.ଏନ୍‌.ଏ.)-ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ସୁନାପଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସାନନ୍ଦା ପ୍ରଧାନଙ୍କର ୬ଟି ମଇଁଷିଙ୍କ ମୃତ୍ୟୁ…

7 years ago

କୁଆପଥର ବର୍ଷା, ବ୍ୟାପକ କ୍ଷୟକ୍ଷତି

ରାଇକିଆ,୧୩।୬(ଡ଼ି.ଏନ.ଏ)-ରାଇକିଆ ବ୍ଲକର ବିଭିନ୍ନ ଅଞ୍ଚଳରେ ବୁଧବାର ରାତ୍ରରେ ପ୍ରବଳ ବର୍ଷା ସହ କୁଆପଥର ପଡିଥିଲା। ଏଥିରେ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମାଣିକେଶ୍ୱର ପଞ୍ଚାୟତରେ ଅଧିକ…

7 years ago

ବୟାଳିରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ

ଗୋପାଳପୁର,୧୩।୬- ବିଜୁ କନ୍ୟାରନତ୍ ଯୋଜନାରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ଗୁରୁବାର ରଙ୍ଗେଇଲୁଣ୍ଡା ବ୍ଲକ ମନ୍ତ୍ରିଡ଼ି ପଞ୍ଚାୟତ ବୟାଳି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ…

7 years ago

ନିର୍ମାଣ କାର୍ଯ୍ୟରେ ଅନିୟମିତତା : ଜିଲାପାଳଙ୍କଠାରେ ଗ୍ରାମବାସୀ ଫେରାଦ

ବାରିପଦା ଅଫିସ,୧୩ା୬ : ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ବଣକାଟୀ ପଞ୍ଚାୟତ ବରଜିଆଣି ଗ୍ରାମରେ ଏକ କାର୍ଯ୍ୟରେ ଅନିୟମିତା ହୋଇଥିବା ନେଇ ଗୁରୁବାର ଗ୍ରାମବାସୀ ଜିଲାପାଳଙ୍କ…

7 years ago

ଦୋକାନରେ କାମ କରୁଛନ୍ତି ଶିଶୁଶ୍ରମିକ, ପ୍ରଶାସନିକ ଅଧିକାରୀଙ୍କ ଅଣଦେଖା

ଆନନ୍ଦପୁର,୧୩ା୬(ସ୍ବ.ପ୍ର.): ଆନନ୍ଦପୁର ଫକୀରମୋହନ ବଜାରରେ ଜଣେ ଶିଶୁଶ୍ରମିକ ପାଣି ବୋହୁଥିବାର ଦେଖିବାକୁ ମିଳିଛି। ଉକ୍ତ ନାବାଳକ ଜଣକ ନିୟମିତ ଭାବେ ପାଣି ବୋହିବା କାର୍ଯ୍ୟଠାରୁ ଆରମ୍ଭ କରି…

7 years ago