ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳର ଶିଶୁ ପ୍ରତିଭା ମୁକ୍ତିକାନ୍ତ ଦାଶଙ୍କୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୧୯ରେ ସମ୍ମାନିତ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ…
ଖଣ୍ଡପଡା/ଭାପୁର,୨୧।୮(ସ୍ବ.ପ୍ର/ଡି.ଏନ.ଏ.)-ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବସନ୍ତପୁର ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ…
ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍ସୁଗାର କାରବାରର ସେଫ୍ଜୋନ୍। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି ଧଳା…
ଖଣ୍ଡପଡ଼ା,୨୧।୮(ସ୍ବ.ପ୍ର)-ଶିକ୍ଷାବିଭାଗ କର୍ତ୍ତୃପକ୍ଷଙ୍କ ଉଦାସୀନତାର ସୁଯୋଗ ନେଇ ଖଣ୍ଡପଡା ବ୍ଲକର ବିଭିନ୍ନ ପଞ୍ଚାୟତରେ ଏନ୍ଓସି(ନୋ ଅବଜେକ୍ସନ ସାର୍ଟିଫିକେଟ)ନ ଥାଇ ୧୩ ଘରୋଇ ବିଦ୍ୟାଳୟ ଚାଲିଥିବା ପ୍ରଶାସନ ସୂତ୍ରରୁ ଜଣାପଡିଛି…
ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେରୁଆଁପାଳ-ତର୍କାବେଡା ଗ୍ରାମ ରାସ୍ତା ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଅଞ୍ଚଳବାସୀ ଗମନାଗମନରେ ନାହିଁ ନ ଥିବା ସମସ୍ୟା…
ଢେଙ୍କାନାଳ ଅଫିସ, ୨୧।୮-ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ସମ୍ପର୍କରେ ଅଧିକ ଗବେଷଣା କରିବାକୁ ଢେଙ୍କାନାଳରେ ପହଞ୍ଚତ୍ଛନ୍ତି ଯୁକ୍ତରାଷ୍ଟ୍ର ଆମେରିକା ରୋଚେଷ୍ଟର ବିଶ୍ୱବିଦ୍ୟାଳୟର ୫ଜଣ ଛାତ୍ରୀ। ସମ୍ପୃକ୍ତା ବିଦେଶୀ ଛାତ୍ରୀମାନେ ମଙ୍ଗଳବାର…
ତାଳଚେର, ୨୧ା୮(ନି.ପ୍ର.)-ତାଳଚେର ବ୍ଲକ ଗୁରୁଜାଙ୍ଗୁଲି ପଞ୍ଚାୟତ ଚାଇଁପାଳ ବାଳିକା ଉଚ୍ଚବିଦ୍ୟାଳୟ ନିକଟରେ ନିର୍ମାଣ କରାଯାଇଥିବା ପାନୀୟଜଳ ପ୍ରକଳ୍ପ ଓଭରହେଡ ଟାଙ୍କି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି।…
ଛେଣ୍ଡିପଦା,୨୧।୮(ଡି.ଏନ.ଏ.)-ଛେଣ୍ଡିପଦା ବ୍ଲକ ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟଠାରେ ମଙ୍ଗଳବାର ରାଜ ସଂସ୍କାର କମିଟି ତୁକୁଡା ଓ ଆମ ପରିବାର ଚକ୍ର ଅନୁଗୋଳର ମିଳିତ ଆନୁକୂଲ୍ୟରେ ମହାତ୍ମା ଗାନ୍ଧୀଙ୍କ…
ଟାଙ୍ଗୀ(ଖୋର୍ଦ୍ଧା),୨୧।୮(ଡି.ଏନ.ଏ.)-ଭୁବନେଶ୍ୱର, ବାଲୁଗାଁ, ଆସିକା ଓ ବ୍ରହ୍ମପୁର ଅଭିମୁଖେ ବସ୍ଗୁଡ଼ିକ ବେଆଇନ ଭାବେ ଯାତାୟାତ କରୁଥିବା ବାରମ୍ବାର ଅଭିଯୋଗ ହେଉଛି। ତେଣୁ ମଙ୍ଗଳବାର ପରିବହନ ବିଭାଗ ତରଫରୁ ଯାଞ୍ଚ…
ଫିରିଙ୍ଗିଆ, ୨୧ା୮- ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି କି ପ୍ରାଥମିକ ଶିକ୍ଷାରୁ କେହି ବଞ୍ଚିତ ହେବେ ନାହିଁ। କିନ୍ତୁ ଭିତ୍ତିଭୂମିକୁ ଅଣଦେଖା କରାଯାଉଛି। ପିଲାମାନେ ପଢ଼ିବାକୁ ଇଚ୍ଛା…