ଆମ ଜିଲା ଖବର

ଘର ବାରିରୁ ୧୮ଟି ନାଗ ସାପ ଉଦ୍ଧାର

ପାପଡ଼ାହାଣ୍ଡି,୧୩।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାର ଶୈଳବାଳା ପଟ୍ଟନାୟକଙ୍କ ବାରିରୁ ବୁଧବାର ସନ୍ଧ୍ୟାରେ ମା’ ସହ ୧୮ଟି ନାଗ ସାପ ଉଦ୍ଧାର କରାଯାଇଛି। ଘର…

7 years ago

ବହୁଚର୍ଚ୍ଚିତ ଗମ୍ଭାରୀ-ବେଲପଡ଼ା ରାସ୍ତା: ଆରମ୍ଭ ହେଲା ବିଭାଗୀୟ ତଦନ୍ତ

ଖପ୍ରାଖୋଲ, ୧୩।୬(ଡି.ଏନ,ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବେଲପଡା-ଗମ୍ଭାରୀ ରାସ୍ତା ନିର୍ମାଣର ମାନ ନିର୍ଦ୍ଧାରଣ ପାଇଁ ବୁଧବାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି।…

7 years ago

ସୂଚନା ଫଳକରେ ସୀମିତ ପୁନରୁଦ୍ଧାର

ଡୁଙ୍ଗୁରିପାଲି, ୧୩ା୬(ଡି.ଏନ.ଏ.) - ସୁବର୍ଣ୍ଣପୁର ଜିଲା ଡଙ୍ଗୁରିପାଲି ବ୍ଲକ ସୁନାପାଲି ଗ୍ରାମ ପଞ୍ଚାୟତରସଦର ଗଁାରେ ଥିବା ଯୋଗୀକଟା(ଜଳାଶୟ)ର ପଙ୍କୋଦ୍ଧାର ଓ ଅନ୍ୟାନ୍ୟ କାମ ପାଇଁ ପାଣିକୁ କଟାଯାଇଛି।…

7 years ago

କାମରେ ଆସୁନି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ୧୯ ଲକ୍ଷ ମାଟିରେ ମିଶିଲା

ମନମୁଣ୍ଡା, ୧୩।୬ (ଡି.ଏନ.ଏ.) - ବୌଦ୍ଧ ଜିଲା କଙ୍କାଳି ପାହାଡ ତଥା ସଂରକ୍ଷିତ ଜଙ୍ଗଲ ପାଦଦେଶରେ ଥିବା ରତାଖଣ୍ଡି, କଲରାଝୁଲି, ହାତୀପାଲି ଅଞ୍ଚଳରେ ଜଳସେଚନ ସୁବିଧା ନାହିଁ…

7 years ago

ଗଁ। ରେ ପଶିଲେ ହାତୀପଲ

ରାସୋଳ, ୧୩।୬(ଡି.ଏନ୍‌.ଏ.)- ହିନ୍ଦୋଳ ରେଞ୍ଜ ରାସୋଳ ସେକ୍ସନ ଅଁଳାବେଡ଼ା ଗ୍ରାମର କୁମ୍ଭୀରାଢିପ ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆତଙ୍କ ଦେଖାଦେଇଛି। ହାତୀପଲ ମଦନ ଦେହୁରୀ ଏବଂ…

7 years ago

ଜିଲା ପରିଷଦ ୬ଷ୍ଠ ସାଧାରଣ ବୈଠକ: ବ୍ରାହ୍ମଣୀ କୂଳରେ ଲାଗିବ ୬୫ହଜାର ଚାରା

ଢେଙ୍କାନାଳ ଅଫିସ, ୧୩।୬- ଢେଙ୍କାନାଳ ଜିଲା ପରିଷଦର ୬ଷ୍ଠ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ସଭାନେତ୍ରୀ ମିନତି ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ।…

7 years ago

ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଛେଣ୍ଡିପଦା,୧୩।୬(ଡି.ଏନ.ଏ.)- ଅନୁଗୋଳ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଜରପଡା ଥାନା ତୁବେ ଗ୍ରାମ ନିକଟରେ ବୁଧବାର ଏକ ଟାଟା ମ୍ୟାଜିକ-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ…

7 years ago

ପାନୀୟ ଜଳ ପାଇଁ ରୋଗୀ ହନ୍ତସନ୍ତ : ଥଣ୍ଡା ପ୍ରକଳ୍ପରୁ ବାହାରୁଛି ତତଲା ପାଣି

ଅନୁଗୋଳ ଅଫିସ, ୧୩।୬ - ଅବ୍ୟବସ୍ଥିତ ଚିକିତ୍ସା ନେଇ ଚର୍ଚ୍ଚାରେ ରହିଆସୁଥିବା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ପ୍ରକଳ୍ପ ଓ ସରଞ୍ଜାମର ରକ୍ଷଣାବେକ୍ଷଣ ତଥା ମରାମତିରେ…

7 years ago

ମହୀଧରପୁର ସାପ୍ତାହିକ ହାଟ : ଛାଇ ନାହିଁ କି ନିର୍ମାଣ ହେଉନି ପିଣ୍ଡି

ବଅଁରପାଳ, ୧୩।୬ (ଡି.ଏନ୍‌.ଏ) - ଦୃଷ୍ଟି ଆଢୁଆଳରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ମହୀଧରପୁରର ସାପ୍ତାହିକ ହାଟ। ବର୍ଷକୁ ଲକ୍ଷାଧିକ ଟଙ୍କା ଆୟ ସତ୍ତ୍ୱେ ସୁଧୁରିପାରୁନି ହାଟର…

7 years ago

ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍‌ ଘେରାଉ

ତାଳଚେର, ୧୩ା୬(ନି.ପ୍ର.) - ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ସ୍ଥାନୀୟ…

7 years ago