ଆମ ଜିଲା ଖବର

ଅଭିରାମ ପରମହଂସ ଉଚ୍ଚ ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପରିବେଷଣରେ ଅନିୟମିତତା: ନିର୍ଦ୍ଧାରିତ ସମୟ ପୂର୍ବରୁ ବିଦ୍ୟାଳୟରେ ଝୁଲୁଛି ତାଲା

ରସୁଲପୁର,୨୦।୮(ଡିଏନଏ)- ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଦାମୋଦରପୁର ଗ୍ରାମସ୍ଥିତ ଅଭିରାମ ପରମହଂସ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପରିବେଷଣରେ ଅନିୟମିତତା ହୋଇଥିବା ଅଭିଯୋଗ ହେଉଛି। ଶନିବାର ଏହି ବିଦ୍ୟାଳୟର…

7 years ago

ଧର୍ମଶାଳା ବ୍ଲକରେ ଆର୍ଥିକ କେଳେଙ୍କାରୀ: କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଦେଣନେଣ ଉପରେ ଆପତ୍ତି

ଯାଜପୁର ଅଫିସ,୨୦।୮- ଯାଜପୁର ଜିଲାର ସର୍ବାଧିକ ସରକାରୀ ରାଜସ୍ବ ଆଦାୟ ହେଉଥିବା ଧର୍ମଶାଳା ପଞ୍ଚାୟତ ସମିତି (ବ୍ଲକ)ରେ ବ୍ୟାପକ ଦୁର୍ନୀତିର ଗନ୍ଧ ବାରି ହୋଇଛି। ଏହି ବ୍ଲକରେ…

7 years ago

ଜାରକାରେ ସେକ୍ସ ରାକେଟ ଠାବ: ରାଣୀ ମହୁମାଛି ସହ ୬ କୋର୍ଟଚାଲାଣ,ଜଣେ ଯୁବତୀ ଉଦ୍ଧାର

ଧର୍ମଶାଳା,୨୦।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧୀନ ଜାରକା ଜଗନ୍ନାଥ ବିହାର ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ପୋଲିସ ରବିବାର ରାତିରେ ଠାବ କରିଛି। ଏହି ଘଟଣାରେ…

7 years ago

ବୈତରଣୀରେ ପ୍ରଥମ ବନ୍ୟାଜଲ ପ୍ରବେଶ

କୋରେଇ,୨୦ା୮(ସ୍ବ.ପ୍ର.)- ବୈତରଣୀ ନଦୀରେ ବନ୍ୟାଜଳ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଲିମିଟର ଥିବା ବେଳେ ଖବର ଲେଖା ହେବା ବେଳକୁ ବନ୍ୟାଜଳ ୧୭.୭୮ମିଟରେ ପ୍ରବାହିତ…

7 years ago

ବ୍ୟାସନଗର ପୌରାଞ୍ଚଳରେ ପ୍ରଥମ ଜନଶୁଣାଣି

ଯାଜପୁର ରୋଡ,୨୦୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ସଭା ଗୃହରେ ସୋମବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମିନାଙ୍କ ମିଳିତ…

7 years ago

ପାରିପାର୍ଶ୍ୱିକ ଉନ୍ନୟନରେ ଫେଲ୍‌ ମାରିଛି ଫେରୋକ୍ରୋମ କାରଖାନା: ୨୩ରେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା

ଡୁବୁରୀ,୨୦ା୮(ଡି.ଏନ୍‌.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ ବିତି…

7 years ago

ଜନ ଶୁଣାଣିରେ ଉଠିଲା ଆବାସ ଦୁର୍ନୀତି ଅଭିଯୋଗ: ବିଡିଓଙ୍କ ସହ ଗ୍ରାମବାସୀ ମୁହାଁମୁହିଁ

ଜଗତ୍‌ସିଂହପୁର ଅଫିସ,୨୦ା୮: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ଏଥିରେ ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ…

7 years ago

ସଂସାର ଉଜାଡ଼ିଲା ସ୍ବାମୀ:ମେଡିକାଲ ଯିବା ପୂର୍ବରୁ ସ୍ତ୍ରୀଙ୍କୁ ହତ୍ୟା

ରାସୋଳ,୨୦ା୮(ଡି.ଏନ.ଏ.)କିଡ୍‌ନୀ ରୋଗରେ ପୀଡ଼ିତ ସ୍ବାମୀଙ୍କୁ ବଞ୍ଚାଇବାକୁ ଟଙ୍କା ଯୋଗାଡ଼ କରୁଥିବା ସ୍ତ୍ରୀକୁ ହାଣି ହତ୍ୟା କରିଛି ସ୍ବାମୀ। ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ସୋମବାର ଘଟିଛି…

7 years ago

ଦନ୍ତା ଉପଦ୍ରବ ନେଇ ଡିହଡୋଳ ରେଞ୍ଜରେ ଆତଙ୍କ:ଯୁବକଙ୍କୁ ଘୋଷାଡ଼ି ଦଳିଦେଲା

ପରଜଙ୍ଗ,୨୦।୮(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ େଅଧୀନ ଡମୋଳ ଶନି ମନ୍ଦିର ନିକଟରେ ସୋମବାର ଏକ ଦନ୍ତା ହାତୀ ଆକ୍ରମଣରେ ଡମୋଳ ଗ୍ରାମର ଶାନ୍ତନୁ…

7 years ago

ଅନୁଗୋଳରେ ସେକ୍ସ ର଼୍ୟାକେଟ୍‌ ଠାବ, ୫ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ ୨୦।୮ ଅନୁଗୋଳ ଥାନା ଷ୍ଟେଶନ ରୋଡରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲିଥିବା ବେଳେ ରବିବାର ରାତିରେ ଅନୁଗୋଳ ପୋଲିସ ଚଢ଼ାଉ କରି…

7 years ago