ଆମ ଜିଲା ଖବର

ଲୋପ୍‌ ପାଉଛେ ଯଁତାର ବେଭାର:ଦିହିପା ସମସିଆରେ ଛଁଦି ହେଉଛନ୍‌ ମହିଲା

ଲାଠୋର, ୧୨ା୬ (ଡି.ଏନ୍‌.ଏ): ଆଜିର ମୁନୁଷ ନିଜକେ ଆଧୁନିକତା ଭିତରେ ହଜେଇ ଦେଇଛେ। ଯୁଗର ସଂଗେ ତାଲ ଦେଇ ଆଗ୍‌କେ ବଢ଼ୁଛେ। ନିଜର ସୁଖ୍‌ ସୁବିଧାର ଲାଗି…

7 years ago

୧୪ରୁ ଖୋଲିବ ମାଛଧରା ବନ୍ଦର, ସଜେଇ ହେଲେଣି ମତ୍ସ୍ୟଜୀବୀ

ପାରାଦୀପ,୧୨ା୬(ସ୍ବ.ପ୍ର.): ରାଜ୍ୟ ତଥା ଦେଶର ଅର୍ଥନୀତିକୁ ସୁଦୃଢ କରୁଥିବା ପାରାଦୀପର ଅନ୍ୟତମ ବୃହତ ମତ୍ସ୍ୟଶିଳ୍ପ ଦୀର୍ଘ ୨ ମାସ ଧରି ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ଚଳଚଞ୍ଚଳ…

7 years ago

ସ୍ଥାଣୁ ପାଲଟିଲାଣି ଜିଲା ଅବକାରୀ ବିଭାଗ : ୧୧ ପଦବୀ ଖାଲି, ଅନିଶ୍ଚିତତାରେ ଅବକାରୀ ଥାନା

ଜଗତ୍‌ସିଂହପୁର ଅଫିସ,୧୨ା୬: ଜଗତ୍‌ସିଂହପୁର ଜିଲା ଅବକାରୀ ବିଭାଗ ଏକ ପ୍ରକାର ସୁପ୍ତ ଅବସ୍ଥାରେ ରହିଛି। ଅନୁମୋଦିତ ୪୧ ପଦବୀରୁ ୧୧ଟି ଖାଲିପଡିଛି। ସେହିପରି ଜିଲାରେ ହେବାକୁ ଥିବା…

7 years ago

ଟ୍ୟାଙ୍କର ପାଣିକୁ ନେଇ ତାଳଚେରବାସୀଙ୍କ ପ୍ରଶ୍ନ: ତଥ୍ୟରେ ବଳକା, ତଥାପି ସଙ୍କଟ କେମିତି

ତାଳଚେର, ୧୨ା୬- ୨୦୧୧ ଜନଗଣନା ଅନୁଯାୟୀ ତାଳଚେର ସହରର ଲୋକସଂଖ୍ୟା ୪୦ ହଜାର ୮୪୧। ବର୍ତ୍ତମାନର ସ୍ଥିତି ଓ ବାହାର ଲୋକଙ୍କୁ ହିସାବକୁ ନେଲେ ଏହା ପ୍ରାୟ…

7 years ago

ପତ୍ର ହଲିଲେ ବିଜୁଳି ଛୁ

ଅନୁଗୋଳ ଅଫିସ, ୧୨।୬- ତତଲା କଡେଇରେ ପରିଣତ ହୋଇଥିବା ଅନୁଗୋଳ ଜିଲାରେ ଘୋର ବିଦ୍ୟୁତ୍‌ ବିଭ୍ରାଟ ଜନଜୀବନକୁ କଲବଲ କରୁଛି। ସହରରେ ଦିନକୁ ୧୦ରୁ ଊର୍ଦ୍ଧ୍ୱ ଥର…

7 years ago

ପାଚେରି ଭୁଶୁଡ଼ି ୪ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଉଚ୍ଛେଦ ହେବ ବିପଦସଙ୍କୁଳ ଘର

ଢେଙ୍କାନାଳ ଅଫିସ, ୧୨ା୬- ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ ପାଚେରି ଭୁଶୁଡ଼ି ୪ଜଣ ବ୍ୟବସାୟୀଙ୍କ ମୃତ୍ୟୁ ଘଟିବା ପରେ ତତ୍ପର ହୋଇଉଠିଛି ଢେଙ୍କାନାଳ…

7 years ago

ଡମ୍ପିଂୟାର୍ଡ଼ ପ୍ରକଳ୍ପ ବୁଲିଲେ ଜିଲାପାଳ

ଅନୁଗୋଳ ଅଫିସ, ୧୨।୬- ଅନୁଗୋଳ ସହରର ପ୍ରସ୍ତାବିତ ଡମ୍ପିଂୟାର୍ଡ଼ ସ୍ଥାନ କୁଶାସିଂହାକୁ ମଙ୍ଗଳବାର ଜିଲାପାଳ ମନୋଜ କୁମାର ମହାନ୍ତି ପରିଦର୍ଶନ କରିଛନ୍ତି। ଡମ୍ପିଂୟାର୍ଡ଼ ନିର୍ମାଣରେ କେଉଁଠି ସମସ୍ୟା…

7 years ago

ଜେଇଙ୍କୁ ଦୁର୍ବ୍ୟବହାର ମାମଲା: ବିଧାୟକଙ୍କ ଗିରଫ ଦାବି

ଢେଙ୍କାନାଳ ଅଫିସ, ୧୨।୬- କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଦୁର୍ବ୍ୟବହାର ଏବଂ ସର୍ବସମ୍ମୁଖରେ ବସ୍‌ଉଠ କରାଇବା ଘଟଣାକୁ ଦୃଢ଼…

7 years ago

ଜନବସତି ନିକଟରେ ଗ୍ୟାସ ପାଇପ ଲାଇନ୍‌କୁ ବିରୋଧ: କାମ ବନ୍ଦ କଲେ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୧୨।୬-କାମାକ୍ଷାନଗର ଉପଖଣ୍ଡ ତୁମୁସିଙ୍ଗା ଥାନା ଖୁଣ୍ଟିବାଟି ଗ୍ରାମ ଦେଇ ଗେଲ୍‌ ଇଣ୍ଡିଆ କମ୍ପାନୀ ପକ୍ଷରୁ ଗ୍ୟାସ୍‌ ଲାଇନ ବିଛାଇବା ପାଇଁ ନିର୍ମାଣାଧୀନ କମ୍ପ୍ରେସର ଗୃହକୁ…

7 years ago

ବ୍ୟାଙ୍କ ତଳେ ମଦଦୋକାନ

କାମାକ୍ଷାନଗର, ୧୨।୬(ଡି.ଏନ୍‌.ଏ.)-କୋଠା ଉପରେ ବ୍ୟାଙ୍କ। ଆଉ ଏହାର ଠିକ୍‌ ତଳେ ଖୋଲିଛି ସରକାରୀ ବିଦେଶୀ ମଦ ଦୋକାନ। ମଦ ପିଇ ମାତାଲ ହୋଇ ଗଡୁଛନ୍ତି ମଦ୍ୟପ। ଅଶ୍ଳୀଳ…

7 years ago