ଆମ ଜିଲା ଖବର

କଳାହାଣ୍ଡି ଏମ୍‌ପିଙ୍କ କୋକସରା ବ୍ଲକ ଗସ୍ତ

କୋକସରା,୧୯।୮(ଡି.ଏନ.ଏ.): କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ସୋମବାର କଳାହାଣ୍ଡି ଜିଲା କୋକସରା ବ୍ଲକ ଗସ୍ତ କରିଛନ୍ତି। ସେ ବ୍ଲକ୍‌ର ଲଡ଼ୁଗାଁ ମାମୋଦେବୀ ଧର୍ମଶାଳାଠାରେ ଏକ କାର୍ଯ୍ୟକ୍ରମରେ…

7 years ago

୨ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

କାମାକ୍ଷାନଗର,୧୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ମାଣ୍ଡୁକୁରାଠାରେ ସୋମବାର ଅପରାହ୍ନରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩…

7 years ago

୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାଲିଆପାଳ/ବସ୍ତା,୧୯।୮(ସ୍ବ.ପ୍ର.)-ଶିଶୁକନ୍ୟାମାନଙ୍କ ପ୍ରତି ଅସଦାଚରଣ, ବଳାତ୍କାର ରୋକିବା ଲାଗି କଠୋର ଦଣ୍ଡ ପ୍ରଣୟନ କରାଯାଇଛି। ଏସବୁ ସତ୍ତ୍ୱେ ସେମାନଙ୍କ ପ୍ରତି ଅତ୍ୟାଚାର କମିବାର ନଁା ନେଉନି। ଏଭଳି ଏକ…

7 years ago

ଉପେନ୍ଦ୍ରନାଥ କଲେଜରେ ଗଣ୍ଡଗୋଳ, ୬ ଛାତ୍ର ଗୁରୁତର ୨ ଅଣଛାତ୍ର ଅଟକ

ସୋର, ୧୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଉପେନ୍ଦ୍ରନାଥ କଲେଜ କ୍ୟାମ୍ପସ ବାହାରେ ଦୁଇ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳକୁ କେନ୍ଦ୍ର କରି କ୍ୟାମ୍ପସ ମଧ୍ୟରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ…

7 years ago

ଘାଟିରୁ ଖସିଲା ବସ୍‌: ୩୦ରୁ ଊର୍ଦ୍ଧ ଆହତ

କୋଟଗଡ,୧୯ ।୮(ଡି.ଏନ.ଏ)- କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ଓରା ନିକଟ ଡାଡୁମାହା ଘାଟିରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ଭାରସାମ୍ୟ ହରାଇ ୩୦ଫୁଟ ତଳକୁ…

7 years ago

ଟ୍ରେନ୍‌ରେ କଟି ବୃଦ୍ଧଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୧୯।୮ (ଡି.ଏନ.ଏ.)- ଭଦ୍ରକ ଜିଲା ମଞ୍ଜୁରିରୋଡ ରେଳ ଷ୍ଟେଶନ ନିକଟରେ ସୋମବାର ଟ୍ରେନ୍‌ରେ କଟି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସ୍ଥାନୀୟ ସାନଶାସନ…

7 years ago

ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦାବି: କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ଜୟପୁର,୧୯।୮(ନି.ପ୍ର.): କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଅଶାନ୍ତି ଦେଖାଦେଇଛି। ବିଶ୍ୱବିଦ୍ୟାଳୟରେ ସଂସ୍କୃତ ଏବଂ ମ୍ୟାନେଜମେଣ୍ଟ ବିଭଗ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଶ୍ରେଣୀ ଗୃହରେ…

7 years ago

ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଜୟପୁର,୧୯।୮(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁର ଉପଖଣ୍ଡର ୬ଟି ବ୍ଲକ ଏବଂ ଗୋଟିଏ ପୌରାଞ୍ଚଳରେ କାର୍ଯ୍ୟରତ ୫୪ ଅସ୍ଥାୟୀ ବିଏସ୍‌ଏନ୍‌ଏଲ୍‌ କର୍ମଚାରୀ ସୋମବାର କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ନିଜର…

7 years ago

କୋରାପୁଟ ଡିଏଫଓଙ୍କ କାର୍ଯ୍ୟାଳୟ ଘେରାଉ

ଜୟପୁର,୧୯।୮(ଡି.ଏନ୍‌.ଏ): କୋରାପୁଟ ଜିଲା ଡିଏଫଓଙ୍କ କାର୍ଯ୍ୟାଳୟ ସୋମବାର କେନ୍ଦୁପତ୍ର ଅସ୍ଥାୟୀ କର୍ମଚାରୀ ସଂଘ ପକ୍ଷରୁ ଘେରାଉ କରାଯାଇଛି। ସୁପରଭାଇଜର, ଚେକର ଓ ଚପରାସିଙ୍କୁ ବାର୍ଷିକ ନିର୍ଦ୍ଧାରିତ ଦିନ…

7 years ago

ସନ୍ଦେହ ହେଲା କାଳ: ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର

ମାଧପୁର, ୧୯।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଞ୍ଚାୟତ ଗଦାଧରପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଦେହ କାରଣରୁ ନିଜ ସ୍ତ୍ରୀଙ୍କୁ…

7 years ago