ଆମ ଜିଲା ଖବର

ମାଟ୍ରିକ ପରୀକ୍ଷାରେ ୫୦%ରୁ କମ୍‌ ସଫଳତା

ଅନୁଗୋଳ ଅଫିସ, ୧୧।୬ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ୨୦୧୯ରେ ଅନୁଷ୍ଠିତ ମାଟ୍ରିକ ପରୀକ୍ଷାରେ ୫୦ ପ୍ରତିଶତରୁ କମ୍‌ ସଫଳତା ପାଇଥିବା ବିଦ୍ୟାଳୟଗୁଡିକୁ ସ୍କୁଲ ଓ ଗଣଶିକ୍ଷା…

7 years ago

ଭାପୁରରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଲାଗଠନ ହେଲା ୩ ସମନ୍ବୟ କମିଟି

ଭାପୁର/ଖଣ୍ଡପଡା,୧୧ା୬(ଡି.ଏନ.ଏ./ସ୍ବ.ପ୍ର.)- ଭାପୁର ବ୍ଲକ ସଦର ମହକୁମାରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଛି। ରବିବାର ଏହି ମର୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଯୁକ୍ତ…

7 years ago

ନାଳ ସେତୁର ସୁରକ୍ଷା ୱାଲ ଧସୁଛି

ଦଶପଲ୍ଲା,୧୧ା୬ (ଡି.ଏନ.ଏ.)- ଦଶପଲ୍ଲା ବ୍ଲକ ଅନ୍ତର୍ଗତ ପଙ୍କୁଆ-କଳସାଖମଣ ରାସ୍ତାର ନୂଆଗାଁସ୍ଥିତ ଠୁକେଇ ନାଳ ସେତୁର ୱିଙ୍ଗ୍‌ ବା ସୁରକ୍ଷା ଓ୍ବାଲ ଧସିବାରେ ଲାଗିଛି। ପ୍ରତିବର୍ଷ ବର୍ଷାରେ ଓ୍ବାଲ…

7 years ago

କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି ଦଳ…

7 years ago

ଆବାସ ଯୋଜନାରୁ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଭଙ୍ଗା, ନୁଆଁଣିଆ ଚାଳଘରେ କଟୁଛି ଜୀବନ

ରଣପୁର,୧୧।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଅଞ୍ଚଳରେ ଆବାସ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନି। ଭଙ୍ଗା ଦଦରା ନୁଅଁାଣିଆ ଚାଳ ଘରେ ରହୁଥିବା ପରିବାର ଘରଖଣ୍ଡେ ପାଇବାରୁ…

7 years ago

ପୁରୁଣା ହସ୍ତଶିଳ୍ପ ଉଜ୍ଜୀବିତ ପାଇଁ ଗୁରୁତ୍ୱନିଖିଳ ଉକତ୍ଳ କଂସାରି ସମାଜର ୪୭ ତମ ଅଧିବେଶନ ଉଦ୍‌ଯାପିତ

ଖଣ୍ଡପଡା,୧୧।୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ କଲ୍ୟାଣ ମଣ୍ଡପଠାରେ ଗତ ଶନିବାରଠାରୁ ଆରମ୍ଭ ହୋଇଥିବା ନିଖିଳ ଉକତ୍ଳ କଂସାରି ସମାଜ କେନ୍ଦ୍ରାଞ୍ଚଳ ଶାଖାର ୪୭ ତମ ବାର୍ଷିକ ଅଧିବେଶନ…

7 years ago

ଜିଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ କୃଷ୍ଣପ୍ରସାଦ ଗସ୍ତ

କୃଷ୍ଣପ୍ରସାଦ,୧୧ା୬(ଡି.ଏନ୍‌.ଏ.)-ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକକୁ ସୋମବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ନୃସିଂହ ଚରଣ ସ୍ବାଇଁ ଗସ୍ତ କରିଛନ୍ତି ା କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି, ସହକାରୀ…

7 years ago

ଆଗକୁ ବର୍ଷା, ବଢିଲା ଜଳନିଷ୍କାସନ ଚିନ୍ତା : ହଳଦୀପାଣି ନଦୀପଥ ମୁକ୍ତ କରିବାକୁ ଦାବି

ବାଲିକୁଦା,୧୧ା୬(ସ୍ବ. ପ୍ର): ପାରାଦୀପ ସଂଲଗ୍ନ ୭ ପଞ୍ଚାୟତର ୨୯ ରାଜସ୍ବ ଗ୍ରାମର ବର୍ଷାଦିନିଆ ଦୁଃଖ ହେଲା ହଳଦୀପାଣି ନଦୀ। ଭୁତମୁଣ୍ଡାଇ ପଞ୍ଚାୟତଠାରୁ ବିଶ୍ୱାଳି,କୋଠି, ବଗଦିଆ, ନୂଆଗଡ଼, ପାରାଦୀପ…

7 years ago

ତହସିଲ କାର୍ଯ୍ୟାଳୟରେ ନାହିଁ ପିଇବା ପାଣି

ନାଉଗଁ।,୧୧ା୬(ସ୍ବ.ପ୍ର.): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସବୁ ସ୍ଥାନରେ ପାନୀୟଜଳ ବ୍ୟବସ୍ଥା କରିବାକୁ ସରକାର ଗୁରୁତ୍ୱ ଦେଉଥିବା କହୁଛନ୍ତି। ମାତ୍ର ଖୋଦ୍‌ ସରକାରୀ କାର୍ଯ୍ୟାଳୟରେ ଏହି ସୁବିଧା…

7 years ago

ଅତିଷ୍ଠ କରୁଛି କଂସାରି ଶାଳ ଶବ୍ଦ

ବ୍ରହ୍ମପୁର ଅଫିସ୍‌,୧୧ା୬-ପୁରୁଣା ବ୍ରହ୍ମପୁର ତଥା କୁଠାରୀ ମନ୍ଦିର ସାହିରେ ଥିବା କଂସାରି ଶାଳଗୁଡ଼ିକୁ ନେଇ ଏବେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏନେଇ ବହୁ ଅଞ୍ଚଳବାସୀ…

7 years ago