ଆମ ଜିଲା ଖବର

କୁଳପତିଙ୍କ ପ୍ରତିଶ୍ରୁତି ପରେ ଛାତ୍ରଙ୍କ ଅନଶନ ପ୍ରତ୍ୟାହୃତ

ବାରିପଦା ଅଫିସ,୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆମରଣ ଅନଶନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଦୀପ କୁମାର ଚାନ୍ଦଙ୍କ…

7 years ago

ବୁଲ୍‌ବୁଲ୍‌ ପ୍ରଭାବ: ପାଣିରେ ବୁଡିଲା ଧାନଗଛ

ବାହାନଗା, ୯ା୧୧(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ଝିପିଝିପି ବର୍ଷା ଦିନତମାମ ଲାଗିରହିଛି। ପବନ ବହିବାରୁ ଧାନଗଛର ଥୋଡ ସବୁ ପାଣିରେ…

7 years ago

ଡିଜିଟାଲ ଶ୍ରେଣୀଗୃହ ଓ ବିଜ୍ଞାନଗାର ଉଦ୍‌ଘାଟିତ

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ଜିଲା ନୂଆଗାଁ ବ୍ଳକ ଜନଶକ୍ତି ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ହୋଇଥିବା ବିଜ୍ଞାନାଗାର ଓ ଡିଜିଟାଲ ଶ୍ରେଣୀଗୃହକୁ…

7 years ago

ଡକାୟତି ଅଭିଯୋଗରେ ୪ ଗିରଫ

ଦଶପଲ୍ଲା,୮।୧୧(ଡି.ଏନ.ଏ.): ଦଶପଲ୍ଲା ସହ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରୁ ଡକାୟତି ଅଭିଯୋଗରେ ସମ୍ପୃକ୍ତ ଥିବା ୩ଜଣ ଏବଂ ଚୋରି ସାମଗ୍ରୀ ରଖିବା ଅଭିଯୋଗରେ ଜଣେ ଏପରି ମୋଟ…

7 years ago

ବିଭିନ୍ନ ଦ୍ରବ୍ୟର ନକଲି କାରବାର

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ ପୁରୁଣା…

7 years ago

୯୭ ଖଣିରେ ୧୪୪ ଧାରା ଜାରି କଲା ପ୍ରଶାସନ

ଖଇରା, ୯।୧୧(ଡି.ଏନ.ଏ.)-ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲର ନାଲି ଆଖି ପରେ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶରୀଶୁଆ ପାହାଡରେ ଶୁକ୍ରବାର ପ୍ରଶାସନ ପକ୍ଷରୁ ୯୭ଟି ଖଣି ବ୍ୟବହାର…

7 years ago

୧୧ ତାରିଖରୁ ପ୍ରଦାନ କରାଯିବ ଜେଇ ଟିକା

ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ କରାଯିବ।…

7 years ago

ରାଇବଣିଆରେ ହାତୀ ଉପଦ୍ରବ, ଭାଙ୍ଗିଲେ ବହୁ ଘର

ବାଲେଶ୍ୱର ଅଫିସ, ୯।୧୧-ଜଳେଶ୍ୱର ବ୍ଲକ ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ପ୍ରବେଶ କରି ବହୁ ଧନଜୀବନ ନଷ୍ଟ ହୋଇଛି। ସ୍ଥାନୀୟ ବାସିନ୍ଦା ଏକପ୍ରକାର ଭୟ ଓ…

7 years ago

ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ ଓ…

7 years ago

ଭୀତି ବଢାଉଛି ଅଶାନ୍ତ ସମୁଦ୍ର

ଭୋଗରାଇ/ବାଲେଶ୍ୱର ଅଫିସ, ୯।୧୧(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ବୁଲବୁଲ’ ଆଗକୁ ଆଗକୁ ଯେତିକି ଅଗ୍ରସର ହେଉଛି ସେତିକି ସମୁଦ୍ର ଉତ୍ତାଳ ହୋଇଉଠୁଛି। ଶୁକ୍ରବାର ସନ୍ଧ୍ୟାରୁ ପବନର ବେଗ ବଢିବା…

7 years ago