ଛେଣ୍ଡିପଦା,୧୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କାଠପାଳଠାରେ ଭାଲୁ ଆକ୍ରମଣରେ ରବିବାର ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ କାଠପାଳ ଗ୍ରାମର ବାସୁଦେବ ବିଶ୍ୱାଳଙ୍କ ସ୍ତ୍ରୀ…
ବଲାଙ୍ଗୀର ଅଫିସ,୧୮।୮: ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବଲାଙ୍ଗୀର ସହର ରାଜେନ୍ଦ୍ରପଡ଼ା ରାସ୍ତା ମରାମତି ଦାବିରେ ଗ୍ରାମବାସୀ ରବିବାର ୨୬ ନଂ.ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଲୋକେ ଟାୟାର…
କଟକ ସଦର,୧୮।୮: କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗ୍ରାମର ୨ ଭଉଣୀଙ୍କ ରବିବାର ଶୁକପାଇକା ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ…
ପୁରୀ ଅଫିସ,୧୮।୮: ମେଘନାଦ ପାଚେରି ଚତୁଃପାର୍ଶ୍ୱକୁ ମୁକ୍ତ ରଖିବା ଲାଗି ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା ଆସନ୍ତା ୧୯…
ଖୋର୍ଦ୍ଧା ଅଫିସ,୧୮।୮: ବନ୍ୟାଜଳ ହ୍ରାସ ପାଉଥିବାରୁ ପରିସ୍ଥିତିରେ ସୁଧାର ଆସୁଛି। ତେବେ ଓରବରସିଂ ପଞ୍ଚାୟତର ହିରିମୂଳ ଗାଁ ବିଚ୍ଛିନ୍ନ ହୋଇରହିଛି। ଗାଁ ଦାଣ୍ଡରେ ଦେଢ ଫୁଟ ପାଣି…
ପୁରୀ ଅଫିସ, ୧୮।୮: ପ୍ରାକୃତିକ ଦୁର୍ବିପାକ ଉପକୂଳବର୍ତ୍ତୀ ପୁରୀ ଜିଲାର ପିଛା ଛାଡୁନି। ପ୍ରାୟ ପ୍ରତିବର୍ଷ ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବା ଜିଲାବାସୀ ଚଳିତବର୍ଷ…
ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ…
ରଣପୁର,୧୮।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ଗୋଡିକିଲୋ ଗ୍ରାମରେ ଶନିବାର ପୋଖରୀରେ ବୁଡି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଦିବାକର…
ଜୟପୁର, ୧୮।୮(ଡି.ଏନ.ଏ ): କୋରାପୁଟ ଜିଲା ଜୟପୁର ବ୍ଲକ ଏକମ୍ବା ପଞ୍ଚାୟତ ଅଧୀନ ଚିକିମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ଭାତରୁ ଶନିବାର ଏକ ଝିଟିପିଟି ବାହାରିଛି…
ଖଣ୍ଡପଡା,୧୮।୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ବିଭିନ୍ନ ସମୟରେ ସ୍ଥାନୀୟ ଅଞ୍ଚଳର କେତେକ ଅଣଛାତ୍ର ପ୍ରବେଶ କରି ନାନା ବିଶୃଙ୍ଖଳା ସୃଷ୍ଟି କରିଥାନ୍ତି । ଫଳରେ ମହାବିଦ୍ୟାଳୟର ଶୈକ୍ଷିକ…