ପୁରୁଷୋତ୍ତମପୁର,୧୦।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ୨୧ ଜଣ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟମିତ ଶିକ୍ଷକ ଭାବରେ ମାନ୍ୟତା ମିଳିଛି। ଏହି ନିୟମିତ…
ଆନନ୍ଦପୁର,୧୦। ୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀ ଭଣ୍ଡାରିଡିହା ଏବଂ ଶାମୁକାନେଣ୍ଡି ପଞ୍ଚାୟତରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଏବଂ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଘସିପୁରା…
ଆନନ୍ଦପୁର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ଥିବା…
ସୋହେଲା,୧୦।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲାଠାରେ ରାବଣ ପୋଡ଼ି ସମୟରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ସଂପୃକ୍ତ ପୋଲିସ ଜଣେ ନାବାଳକଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି…
ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ନୂଆବର୍ଷ ଅର୍ଥାତ୍ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରଟକୁ ବିମାନ ଉଡ଼ିବ। ସପ୍ତାହକୁ ୩ଦିନ ଏୟାର ଇଣ୍ଡିଆ ବିମାନ ଚାଲିବ। ଏ ନେଇ ଗୁରୁବାର ଭୁବନେଶ୍ୱର…
ବରଗଡ଼ ଅଫିସ, ୧୦।୧୦- ବରଗଡ଼-ବଲାଙ୍ଗୀର ରାସ୍ତାରେ ବୁଧବାର ବିଳମ୍ବିତ ରାତିରେ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଣ୍ଟାବାଞ୍ଜିର…
ରାୟଗଡ଼ା ଅଫିସ,୧୦।୧୦ : ରାୟଗଡ଼ା ସହରର କପିଳାସ ରୋଡ୍ର ଷ୍ଟାଇଲ ବଜାର ନିକଟରେ କିଛିଦିନ ହେବ ବେଆଇନ ଭାବେ ସରକାରୀ ଜାଗାରେ ପ୍ରାୟ ୮୦ ଲକ୍ଷ ବ୍ୟୟରେ…
କେନ୍ଦୁଝର/ପାଟଣା,୧୦/୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଉଥିବା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ଗୁରୁବାର ଅପରାହ୍ନରେ କେନ୍ଦୁଝର ଆରକ୍ଷୀ ଅଧିକ୍ଷକ(ଏସ୍ପି)…
ଆରଡ଼ି,୧୦।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ବାଇପାସ୍ ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ସାଇକେଲ ଚାଳକକୁ ରକ୍ଷା କରିବାକୁ ଯାଇ ଏକ ଟାଟା ମ୍ୟାଜିକ୍ ଗଛରେ ପିଟି ହେବାରୁ ଏଥିରେ…
ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଜଣଙ୍କ…