ଲୋଇସିଂହା, ୮।୬(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍ ଅଧୀନ ଅଗଲାପାଲି ଗଁାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନୂତନ ପଢ଼ାକୁଠି ତିଆରିରେ ବଡ଼ଭାରି ହେରଫେର…
ଲାଠୋର, ୮ା୬ (ଡି.ଏନ.ଏ): ସରକାର ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ସାମିଲ କରି ୪ ଡିସିମିଲ ଘରଡିହ ଯୁଗେଇ ଦେଉଛନ୍। ହେଲେ ବିଭାଗୀୟ ଅଧ୍କାରୀମାନକର ଖାମଖିଆଲି ମନଭାବ ଲାଗି…
ଫୁଲବାଣୀ ଅଫିସ, ଫିରିଙ୍ଗିଆ,୮ା୬- ଫିରିଙ୍ଗିଆରେ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ବାଇକ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପଦିଙ୍ଗିଆ ପଞ୍ଚାୟତର ପ୍ରସନ୍ନ କହଁର। ବନ୍ଧଗଡ…
ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ…
ସିମୁଳିଆ, ୭।୬(ଡି.ଏନ.ଏ.)-ବିଭିନ୍ନ ବୀମାଧାରୀ କମ୍ପାନୀ ନାନା ପ୍ରକାର ପ୍ରଲୋଭନ ଦେଖାଇ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥାନ୍ତି। ଉପଭୋକ୍ତାମାନଙ୍କୁ ଟଙ୍କା ଫେରସ୍ତର ସମୟ ଆସିଲେ ନାନା ପ୍ରକାର ନୀତିନିୟମ ଦେଖାଇ…
ସଜନାଗଡ଼, ୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର କୁଲଡ଼ିହା ଅଭୟାରଣ୍ୟରେ ଗତ ୫ତାରିଖରେ ଏକ ଦନ୍ତାହାତୀର ମୃତଦେହ ମିଳିଥିଲା। ହାତୀର ମୃତ୍ୟୁକୁ ନେଇ ବନବିଭାଗ କୌଣସି ଟେର୍ ନ…
ଜୟପୁର,୭ା୬(ନି.ପ୍ର.): ଆତ୍ମହତ୍ୟା, ଗଣ ବଳାତ୍କାର ଓ ହତ୍ୟା, ମାନସିକ ନିର୍ଯାତନା ଘଟଣାରେ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସିପିଆଇ। ଏହି ଦାବିରେ…
ପଟ୍ଟାଙ୍ଗି,୭ା୬(ଡି.ଏନ୍.ଏ.): ପଟ୍ଟାଙ୍ଗି ଥାନା ରାଲେଗଡ଼ା ପଞ୍ଚାୟତ ତେଲରାଇ ଛକ ନିକଟରେ ଶୁକ୍ରବାର ଏକ ବସ୍ ଓଲଟିପଡ଼ିଛି। ଏଥିରେ କଣ୍ଟକ୍ଟରଙ୍କ ସମେତ ୪ ଜଣ ଆହତ ହୋଇଥିବା ବେଳେ ଅନ୍ୟ…
ଖପ୍ରାଖୋଲ, ୭ା୬ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ପ୍ୟାକ୍ସରେ ଚଳିତ ରବିଋତୁରେ ଧାନ କିଣିବାକୁ କମ୍ ଟାର୍ଗେଟ ଥିବା ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।…
ବ୍ରହ୍ମପୁର ଅଫିସ,୭।୬- ପୋଲସରା ତହସିଲ ପାଣ୍ଡିରିପଡ଼ା ଗ୍ରାମପଞ୍ଚାୟତସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଆଦିବାସୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବା ଲାଗି କିଛି ଟଙ୍କା…