ଆମ ଜିଲା ଖବର

ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ: ଶ୍ରେଣୀଗୃହରେ ଅଚେତ ହେଲେ ଛାତ୍ରୀ, ଚାଲିଛି ଚିକିତ୍ସା

ବନ୍ତ, ୧୪।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀ କକ୍ଷରେ ବୁଧବାର କେତେକ ଛାତ୍ରୀ ହଠାତ୍‌ ଅଣନିଃଶ୍ୱାସୀ ହୋଇ ଅଚେତ ହୋଇଯାଇଛନ୍ତି।…

7 years ago

ଲଗାଣ ବର୍ଷା: ଧୋଇଗଲା ପୋଲର ଦୁଇ ପାର୍ଶ୍ୱ

କୋଟଗଡ଼, ୧୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ପକାରିଓ ରାଣିପଙ୍ଗା ପଞ୍ଚାୟତରେ ଗ୍ରାମ ଉନ୍ନୟନ ବିଭାଗ ଦ୍ବାରା ନୂତନ ଭାବେ ଏକ ପୋଲ ନିର୍ମାଣ ହୋଇଥିଲା। ଗତ…

7 years ago

ଅଗଷ୍ଟ ୧୫କୁ କଳାଦିବସ ରୂପେ ପାଳିବାକୁ ମାଓବାଦୀ ଲଗାଇଲେ ବ୍ୟାନର

ନବରଙ୍ଗପୁର/ଝରିଗାଁ,୧୪ା୮(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କର୍ଲାପଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟରେ ମାଓବାଦୀ ପକ୍ଷରୁ ଅଗଷ୍ଟ ୧୫କୁ କଳାଦିବସ ରୂପେ ପାଳିବାକୁ କଳା ବ୍ୟାନରରେ…

7 years ago

ମାଟିତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ସ୍ବାମୀ ଗିରଫ

ହାଟଡିହୀ, ୧୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅନ୍ତର୍ଗତ ଅଣା ଗ୍ରାମରେ ପ୍ରଦୀପ ମଲିକଙ୍କ ଘର ବାଡିରୁ କିଛି ଦିନ ତଳେ ଜଣେ ମହିଳାଙ୍କ…

7 years ago

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ସପ୍ତାହେ ହେଲା କାଲିଗାଡ଼ୁ-ସୁଗଡ଼ବାଡ଼ି ମଧ୍ୟରେ ଯାତାୟାତ ବନ୍ଦ, ବିପଦସଙ୍କୁଳ ଭାବେ ନାଳ ପାର ହେଉଛନ୍ତି ଛାତ୍ରୀଛାତ୍ର

ରାଇକିଆ, ୧୪।୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ କାଲିଗାଡୁ-ସୁଗଡବାଡି ରାସ୍ତାରେ ଏକ ସପ୍ତାହ ହେଲା ଯାତାୟାତ ବନ୍ଦ ରହିଛି। ଲଗାଣ ବର୍ଷା ଯୋଗୁଁ କାଲିଗାଡୁ ନାଳରେ ପ୍ରବଳ…

7 years ago

ଲୁଟ୍‌ ଉଦ୍ୟମ ବିଫଳ: ଘର ମାଲିକଙ୍କ କାନ କାଟି ଫେରାର ହେଲେ ଦୁର୍ବୃତ୍ତ

କଣ୍ଟାପଡା,୧୪।୮(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଅଡ଼ଶପୁର ଗ୍ରାମ ବେଢ଼ାସାହିର ଜଣେ ବ୍ୟକ୍ତିଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ୨ ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରି…

7 years ago

ମହିଳାଙ୍କୁ ଅସଦାଚରଣ ମାମଲା: ଜେଲ୍‌ ଗଲେ ପୂର୍ବତନ ସରପଞ୍ଚ

ନିମାପଡ଼ା,୧୪ା୮(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବା ମାମଲାରେ ସୋମବାର ଜଣେ ପୂର୍ବତନ ସରପଞ୍ଚ ଜେଲ ଯାଇଥିବା ଜଣାପଡିଛି। ସେ ହେଲେ ଚାରିଛକ…

7 years ago

ଭିସୁଟ୍‌ ଅଧ୍ୟାପକ ଆନ୍ଦୋଳନର ଅନ୍ତ

ସମ୍ବଲପୁର,୧୪।୮(ବ୍ୟୁରୋ): ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌) ଅଧ୍ୟାପକଙ୍କ ଆନ୍ଦୋଳନର ମଙ୍ଗଳବାର ଅନ୍ତ ଘଟିଛି। କୁଳସଚିବ ମଙ୍ଗଳବାର ଚିଠି ନଂ-୫୪୨, ତା ୧୩।୮।୧୯ ଅନୁଯାୟୀ…

7 years ago

ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି।…

7 years ago

ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ ଲାବଣ୍ୟା

ପୁରୀ ଅଫିସ, ୧୪ା୮: ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ-୨୦୧୯ର ବିଜେତା ଓଡ଼ିଆ ଝିଅ ଲାବଣ୍ୟା ଦାଶ ମଙ୍ଗଳବାର ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଆଶୀର୍ବାଦ ନେଇଛନ୍ତି।…

7 years ago