ଆମ ଜିଲା ଖବର

ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରାକୁ ଅଟକାଇଲା ପ୍ରଶାସନ

ବାରିପଦା ଅଫିସ,୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ୍‌, ଏମଏଡ୍‌ ପାଠ୍ୟକ୍ରମରେ…

7 years ago

ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା:ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳା ଭାଜପାର ବିକ୍ଷୋଭ

ଯାଜପୁର ଟାଉନ,୬-୧୧(ଡି.ଏନ୍‌.ଏ.)- ଭାଜପା ମହିଳା ମୋର୍ଚ୍ଚାର ଯାଜପୁର ଜିଲା ଶାଖା ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ ଅଫିସ ଆଗରେ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ମହିଳା…

7 years ago

ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ମହିଳାଙ୍କୁ ଅସଦାଚରଣ ଘଟଣା: ଏଏସଆଇଙ୍କୁ ଗିରଫ କଲା ପୋଲିସ

କପ୍ତିପଦା,୬ା୧୧(ଡି.ଏନ୍‌.ଏ.)- ଏକ ପୁରୁଣା ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ କପ୍ତିପଦା ଥାନାର ତତ୍‌କାଳୀନ ଏଏସଆଇ ଶୁଭେନ୍ଦୁ ବେହେରାଙ୍କୁ ଗିରଫ…

7 years ago

୧୦ମ ସିକୁ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ସେର୍ଶାକୁ ହରାଇ ସେମିଫାଇନାଲରେ ରାଇଜିଂ ଷ୍ଟୁଡେଣ୍ଟ

ଧର୍ମଶାଳା,୬-୧୧(ଡି.ଏନ୍‌.ଏ.)- ଧର୍ମଶାଳା ମହୋତ୍ସବ ପଡ଼ିଆରେ ମଙ୍ଗଳବାର ସର୍ବଭାରତୀୟ ଦଶମ ବାର୍ଷିକ ସିକୁ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ୍‌ ଉଦ୍‌ଘାଟିତ ହୋଇଯାଇଛି। ସାମାଜିକ କର୍ମୀ ନମ୍ରତା ଚଢା ମୁଖ୍ୟଅତିଥି ଭାବେ…

7 years ago

୨୫ ଗ୍ରାମ୍‌ ବ୍ରାଉନସୁଗାର ଜବତ, ୫ ଗିରଫ

ରେମୁଣା, ୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଶେରଗଡ ଟୋଲଗେଟ୍‌ଠାରେ ପୋଲିସ ଏକ କାର୍‌ ତନଖି କରି ସେଥିରୁ ୨୫ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। କାର୍‌ରେ ଥିବା…

7 years ago

ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ଚିନ୍ତାରେ ଚାଷୀ: ଧାନ ପାଇଁ ପବନ, ପରିବାକୁ ବର୍ଷା ବିପଦ

ଜଗତ୍‌ସିଂହପୁର ଅଫିସ,୬ା୧୧: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। କିନ୍ତୁ ଦୁଃଖର କଥା ହେଲା ପ୍ରାକୃତିକ ବିପର୍ଯ୍ୟୟ ଜିଲାବାସୀଙ୍କ ମେରୁଦଣ୍ଡ ବଙ୍କା କରିସାରିଲାଣି। ଅଧିକାଂଶ…

7 years ago

ପାଣି ପାଇଁ ପ୍ରଶାସନର ଦ୍ୱାରସ୍ଥ: ଦାବି ପୂରଣ ନ ହେଲେ ଆର୍ବଜନା ପକାଇ ଧାରଣା

ବାଲେଶ୍ୱର ଅଫିସ, ୬।୧୧-ବାଲେଶ୍ୱର ସଦର ବ୍ଲକ ବଡ଼ଖୁଆ ଗ୍ରାମରେ ପାନୀୟଜଳ ଦୂଷିତ ହୋଇପଡିଥିବା ନେଇ ଦୀର୍ଘଦିନ ହେଲା ଅଭିଯୋଗ ହୋଇଆସୁଛି। ବିଭାଗୀୟ ଅଧିକାରୀମାନେ ଏ ଦିଗରେ କୌଣସି…

7 years ago

ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରା: ଅଧାବାଟରୁ ଫେରାଇ ନେଲା ପ୍ରଶାସନ

ବାଲେଶ୍ୱର ଅଫିସ, ୬।୧୧-ତ୍ରୁଟିପୂର୍ଣ୍ଣ ଶିକ୍ଷାନୀତି ଯୋଗୁ ବିଏଡ୍‌-ଏମ୍‌ଏଡ୍‌ ଶିକ୍ଷାଲାଭ କରିଥିବା ଛାତ୍ରୀଛାତ୍ର ନିଯୁକ୍ତି ସୁଯୋଗରୁ ବଞ୍ଚିତ ହେଉଛନ୍ତି। ଏପରି କି ସେମାନଙ୍କୁ ଶିକ୍ଷକ ପ୍ରବେଶିକା ପରୀକ୍ଷା ଓଟିଇଟି,…

7 years ago

କଟରା ରଶ୍ମିରଞ୍ଜନ ହତ୍ୟା ମାମଲା: ଆତ୍ମସମର୍ପଣ କଲେ ମାଷ୍ଟରମାଇଣ୍ଡ ମହାଦେବ

ତିର୍ତ୍ତୋଲ,୬ା୧୧(ଡି.ଏନ.ଏ.): ତିର୍ତ୍ତୋଲ ଥାନା ଅଧୀନ କଟରା ପଞ୍ଚାୟତ ଜଜାଙ୍ଗ ଗ୍ରାମର ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ମହାଦେବ କାଣ୍ଡି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ…

7 years ago

ଅର୍ଥ ତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲା: ଅନ୍ୟତମ ଅଭିଯୁକ୍ତ ଗିରଫ

ପାରାଦୀପ,୬ା୧୧(ସ୍ବ.ପ୍ର.): ରାଜ୍ୟର ବହୁଚର୍ଚ୍ଚିତ ଅର୍ଥ ତତ୍ତ୍ୱ(ଏଟି ଗ୍ରୁପ୍‌)ଚିଟ୍‌ଫଣ୍ଡ ଠକେଇର ଅନ୍ୟତମ ଅଭିଯୁକ୍ତ ପବିତ୍ର ଦାସଙ୍କୁ ମଙ୍ଗଳବାର ପାରାଦୀପ ଅଭୟଚାନ୍ଦପୁର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପବିତ୍ରଙ୍କ…

7 years ago