ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ ପ୍ରକଳ୍ପ…
ଅନୁଗୋଳ ଅଫିସ, ୫।୧୧ ଦୃଷ୍ଟିହୀନ ହେଲେ ବି ସେମାନେ ସଂସାର କରିଛନ୍ତି। ଅନୁଗୋଳର କେଦାରଗୌରୀ ଧନ୍ଦାମୂଳକ ତାଲିମ କେନ୍ଦ୍ରରେ କାମ କରି ଯେନେତେନେ ପେଟ ପୂରାଉଛନ୍ତି। ହେଲେ…
ରାଇସୁଆଁ ,୫।୧୧(ଡି.ଏନ.ଏ.)- ଖଣି ଖାଦାନ ଯୋଗୁ କେନ୍ଦୁଝର ଜିଲା ସଦର ଏବଂ ବାଂଶପାଳ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ପ୍ରଭାବିତ ଲୋକଙ୍କୁ ଉପଯୁକ୍ତ ସହାୟତା କି ଚିକିତ୍ସା…
ରାଇସୁଆଁ, ୫।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ବନ ବିଭାଗର ଚିନ୍ତା ବଢାଇଛି। ହାତୀପଲ ଧାନ ଓ ଅନ୍ୟ ଫସଲ ଖାଇବାକୁ ରାତିରେ…
କେନ୍ଦୁଝର ୫।୧୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ୭୨ ଫୁଟ ଉଚ୍ଚତା ବିଶିଷ୍ଟ କାଠ ତିଆରି ‘ନନ୍ଦିଘୋଷ’ ବିଶ୍ୱର ସର୍ବୋଚ୍ଚ ରଥର ମାନ୍ୟତା ଲାଭ…
ଜଳେଶ୍ୱର, ୫।୧୧(ରବି ନାରାୟଣ ପାତ୍ର)-ଆର୍ଥିକ ଅନଗ୍ରସର ଲୋକଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା…
କୁଆମରା,୫ା୧୧(ଡି.ଏନ୍.ଏ.)- ନୀଳଗିରି ରେଞ୍ଜ ଅଧୀନ କୁଲଡିହା ଜଙ୍ଗଲରୁ ୬ ଦିନ ହେଲା ଦନ୍ତା ସମେତ ମୋଟ ସାତଟି ହାତୀ ବାଟବଣା ହୋଇ କୁଆମରା ଫରେଷ୍ଟ ଅଞ୍ଚଳରେ ପଶି…
କୁଆମରା,୫ା୧୧(ଡି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ ଦିନ…
ରେମୁଣା, ୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣାସ୍ଥିତ କ୍ଷୀରଚୋରା ସଂଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ରବିବାର ସନ୍ଧ୍ୟାରେ ରେମୁଣା ମନ୍ଦିର ଛକ ନିକଟରେ ଅନୁଷ୍ଠିତ ହୋଇଛି ା କେନ୍ଦ୍ରମନ୍ତ୍ରୀ…
ଭଞ୍ଜନଗର/ଜଗନ୍ନାଥପ୍ରାଦ,୪।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଅଞ୍ଚଳରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ତେନ୍ତୁଳିଆ ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍କୁ ବିଭିନ୍ନ ସମୟରେ ଚରିବାକୁ ଯାଉଥିବା ଛେଳିଙ୍କ…