ଆମ ଜିଲା ଖବର

ଦୁର୍ଘଟଣାରେ ଶ୍ରମିକଙ୍କ ମୃତ୍ୟୁ: ଗୋଆ କାର୍ବନ କମ୍ପାନୀ ଆଗରେ ଉତ୍ତେଜନା

ପାରାଦୀପ,୫ା୬(ସ୍ବ.ପ୍ର.): ୪ ଦିନ ତଳେ ହୋଇଥିବା ଦୁର୍ଘଟଣାରେ ଗୁରୁତର ଆହତ ଜଣେ ଶ୍ରମିକଙ୍କ ମଙ୍ଗଳବାର ମୃତ୍ୟୁ ଘଟିବାକୁ ନେଇ ପାରାଦୀପସ୍ଥିତ ଗୋଆ କାର୍ବନ କମ୍ପାନୀ ଆଗରେ ଉତ୍ତେଜନା…

7 years ago

ବାଲି ଗାଡ଼ି ଜବତ କଲେ ତହସିଲଦାର

ପାରାଦୀପ,୫ା୬(ସ୍ବ.ପ୍ର.): ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାର ମଧ୍ୟବର୍ତ୍ତୀ ସୀମା ଭୁତମୁଣ୍ଡାଇ ନିକଟସ୍ଥ ମହାନଦୀରୁ କିଛିଦିନ ହେଲା ବିପୁଳ ପରିମାଣର ବାଲି ଉତ୍ତୋଳନ ଚାଲିଥିଲା। ଦୁଇ ଜିଲାର ସୀମା…

7 years ago

ବିଦ୍ୟାଳୟ ହେଲା ଅତିଥି ଭବନ: ବ୍ୟବସ୍ଥାରେ ପରିବର୍ତ୍ତନର ପ୍ରଭାବ

ପାରାଦୀପ,୫ା୬(ସ୍ବ.ପ୍ର.): ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରସାର ସାଙ୍ଗକୁ ଘରୋଇକରଣ ପ୍ରଭାବରେ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ପରିଲକ୍ଷିତ ହେଉଛି। ଏହାର ପ୍ରତିଫଳନ ଅନେକ କ୍ଷେତ୍ରରେ ଦେଖିବାକୁ ମିଳୁଛି।…

7 years ago

କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ନାମରେ ଜମି ପଞ୍ଜୀକରଣ ପ୍ରକ୍ରିୟା ଶେଷ:ସ୍କୁଲ ଖୋଲିବା ନେଇ ପଥ ପରିସ୍କାର

ଗୁଣପୁର,୫।୬(ଡି.ଏନ୍‌.ଏ.)-ବହୁ ଘାତ ପ୍ରତିଘାତ ମଧ୍ୟରେ ମଙ୍ଗଳବାର କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ନାମରେ ଜମି ପଞ୍ଜୀକରଣ ପ୍ରକ୍ରିୟା ଶେଷ ହୋଇଛି ା ଗୁଣପୁର ତହସିଲ ଅଫିସ ନିକଟରେ ଥିବା…

7 years ago

ରଥଯାତ୍‌ରା ଉଧେ ସଜବାଜ ବଇଠକ୍‌

ବିନିକା,୫ା୬(ଡି.ଏନ୍‌.ଏ): ଫିବଛର ଲେଖେଁ ଚଲତି ବଛର ବି ବିନିକା ଏନ୍‌ଏସି ଅଂଚଲରେ ଆଏବାର ଜୁଲାଇ ୪ ତାରିଖ ଗୁରୁବାର ରଥଯାତ୍‌ରା ପାଲନ ହେବା। ଇଥର ପରଭୁ ଜଗନ୍ନାଥ,…

7 years ago

ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର:ଏକ୍ସ-ରେ ମେଶିନ୍‌ ଅଚଲ, ରୁଗୀ ବାରଦୁଆର

ଡୁଙ୍ଗୁରିପାଲି, ୫ା୬(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗଲା ୨ ମାସ ହେଲା ଏକ୍ସ-ରେ ମେଶିନ ଅଚଲ ହେଇ ପଡ଼ିରହିଛେ। ଇଥିରଲାଗି ଥାନୀୟ ରୁଗୀ…

7 years ago

ଭତା, ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌:ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ କିର୍ତ୍ତନ

ଲାଠୋର,୫।୬(ଡି.ଏନ.ଏ.): ସରକାର ଗରିବ ଦୁଖି, ଅସାହା ବୁଢ଼ାବୁଢ଼ି, ଭିନ୍ନକ୍ଷମ, ବିଧବାମାନକୁ ଚାଉଲ, ଭତା, ଆବାସ ଯୋଜନାରେ ଘର ଆଦି ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ…

7 years ago

ଉତ୍ତାପ କମାଇବାକୁ କାର୍ଯ୍ୟକାରୀ ହେବ ପାଇଲଟ୍‌ ପ୍ରକଳ୍ପ: କୁମୁଡ଼ା ପାହାଡ ଉନ୍ନତି ଲାଗି ଖର୍ଚ୍ଚ ହେବ ୪.୭୪ କୋଟି

ବଲାଙ୍ଗୀର ଅଫିସ,୫।୬- ଉତ୍ତପ୍ତ ଅଞ୍ଚଳ ଭାବେ ପରିଚିତ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଏବଂ ଆଖପାଖ ଅଞ୍ଚଳରେ ତାପମାତ୍ର ବୃଦ୍ଧି ରୋକିବା ଦିଗରେ ବନ ବିଭାଗ ପକ୍ଷରୁ ଏକ…

7 years ago

କିଶୋରନଗର ଅଞ୍ଚଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି ଦାବି

ବଇଣ୍ଡା,୫।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପୋଲିସ ରାତି ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରୁ ନ ଥିବାରୁ ଅପରାଧ…

7 years ago

ହିନ୍ଦୋଳ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ: ସରକାରୀ ଅନୁଦାନ ସମୁଦ୍ରକୁ ଶଙ୍ଖେ

ହିନ୍ଦୋଳ, ୫।୬(ଡି.ଏନ.ଏ.) - ହିନ୍ଦୋଳର ଐତିହାସିକ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଖର୍ଚ୍ଚ ତୁଳନାରେ…

7 years ago