ଯାଜପୁର ଅଫିସ,୭ା୧୦: ଯାଜପୁର ଜିଲାର ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ)ଗୁଡିକ ବିଭିନ୍ନ କ୍ଷେତ୍ରରେ ଅବହେଳିତ ହେଉଛନ୍ତି। ଏମ୍ଏସ୍ଏମ୍ଇ ଉଦ୍ୟୋଗୀଙ୍କୁ ଋଣ ଯୋଗାଇ ଦେବାରେ ଜିଲାର…
ବ୍ରହ୍ମପୁର ଅଫିସ,୭ା୧୦-ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗେଟବଜାର ଚନ୍ଦ୍ରମଣିପେଟା ସାହିର ରବି ବେହେରା (୨୨)। ସରକାରୀ ରେଳପଥ ପୋଲିସ ରବିବାର…
ସିମୁଳିଆ,୬।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ଥାନା ଶ୍ରୀକୋଣା ଅଞ୍ଚଳର ଶ୍ୱଶୁର ଘରୁ ଜ୍ୱାଇଁ ପୂର୍ଣ୍ଣଚନ୍ଦ୍ର ମଳିକଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ରବିବାର ଉଦ୍ଧାର କରିଛି। ସେ ଆତ୍ମହତ୍ୟା…
ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍ସୁଗାର ଜବତ କରି ୨ଜଣ ଯୁବକଙ୍କୁ ଗିରଫ…
ଆସିକା,୬ା୧୦(ଡି.ଏନ୍.ଏ.): ଆସିକା-ବ୍ରହ୍ମପୁର ୫୯ ନମ୍ବର ଜାତୀୟ ରାଜପଥର କରଞ୍ଜେଇ ନିକଟରୁ ପୋଲିସ ଶନିବାର ବିଳମ୍ବିତ ରାତିରେ ବେଆଇନ ଭାବେ ୬୦ଟି ଛେଳି ଚାଲାଣ କରୁଥିବା ଏକ ପିକଅପ…
ବଇଣ୍ଡା,୬ା୧୦(ଡି.ଏନ.ଏ)-କିଶୋରନଗର ବ୍ଲକ ବଇଣ୍ଡା ହାଇସ୍କୁଲ ରୋଡ ଓ ଡେବେରାପାଲି ଗ୍ରାମରେ ଶନିବାରଠାରୁ ଦୁର୍ଗାପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ ଦାଣ୍ଡ ଉତ୍ସବ ମୁଖର ହୋଇପଡ଼ିଛି। ଶୁକ୍ରବାର ଅପରାହ୍ନରେ…
ବଇଣ୍ଡା,୬ା୧୦(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ବ୍ଲକ ଷୋଳପଦା ଡିଗ୍ରୀ କଲେଜରେ ଶୁକ୍ରବାର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷା ପ୍ରତିମା ବାଗଙ୍କ…
ଭଣ୍ଡାରିପୋଖରୀ, ୬।୧୦ (ଡି.ଏନ.ଏ.) - ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ ଖଡ଼ିସିଂହା ଗ୍ରାମର ଚାଷୀ ଉଦ୍ଧବ ଜେନା(୪୨) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି।…
ଆନନ୍ଦପୁର, ୬। ୧୦(ସ୍ବ.ପ୍ର.)- ଆନନ୍ଦପୁର ପୌରପରିଷଦ ପଦ୍ମପୁର ଠାରେ ବଜ୍ରପାତରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ…
ବିିଞ୍ଝାରପୁର,୬ା୧୦(ଡି.ଏନ.ଏ)- ଯାଜପୁର ଜିଲା ବିଞ୍ଝାରପୁର ଥାନା ପଶ୍ଚିମ ବାଛୋଳ ଗ୍ରାମର ରମାକାନ୍ତ ସାହୁ (୪୫)ଙ୍କ ଘରେ ଶନିବାର ସନ୍ଧ୍ୟାରେ ବେଆଇନ ବାଣ ଭିଡ଼ା ଯାଉଥିବାବେଳେ ବିସ୍ଫୋରଣ ଘଟି…