ଆମ ଜିଲା ଖବର

କାର୍ଯ୍ୟକ୍ଷମ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ : ଦୂଷିତ କୂଅ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.): କୁଆଁରିଆ ନଦୀରୁ ବୋରୱେଲ ମାଧ୍ୟମରେ ପଥରଗଣ୍ଡ ଓ ନିକଟସ୍ଥ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ନିମନ୍ତେ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ୧ ବର୍ଷ ହେଲା ସମ୍ପୂର୍ଣ୍ଣ…

7 years ago

ଜାତୀୟ କରାଟେ ପ୍ରତିଯୋଗିତାରେ ମିଳିଛି ସ୍ବର୍ଣ୍ଣ ପଦକ : ପ୍ରତିଭା ବିିକାଶରେ ଅର୍ଥ ସାଜିଛି ବାଧକ

ମହାକାଳପଡ଼ା,୧୨ା୮(ଡି.ଏନ୍‌.ଏ.):  ଅର୍ଥ ଅଭାବରୁ ଜଣେ ପ୍ରତିଭାବାନ ଛାତ୍ରୀ ତଥା ଜାତୀୟସ୍ତରର କରାଟେ ଖେଳାଳି ଉଚ୍ଚ ଶିକ୍ଷା ଲାଭ କରିବାରେ ବାଧକ ସୃଷ୍ଟି ହୋଇଛି। ସେ ହେଲେ କେନ୍ଦ୍ରାପଡ଼ା…

7 years ago

ବିବାହର ୭ ମାସ ନ ପୂରୁଣୁ ନବବିବାହିତାଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା: ସ୍ବାମୀ, ଦିଅର କୋର୍ଟ ଚାଲାଣ, ନ୍ୟାୟ ଅପେକ୍ଷାରେ ମୃତକାଙ୍କ ମା’, ୨ ଭାଇ

ଜୁନାଗଡ,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଚୈଗୁଡା ଗ୍ରାମରେ ଗତ ୬ତାରିଖ ମଙ୍ଗଳବାର ବିବାହର ୭ମାସ ନ ପୂରୁଣୁ ଜଣେ ନବବିବାହିତା ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ…

7 years ago

ଚିଲଗୁଡା ଅଞ୍ଚଳରେ ମଦ, ସଟ୍ଟା କାରବାର ବୃଦ୍ଧି; ନୀରବ ଦ୍ରଷ୍ଟା ସାଜିଛି ସ୍ଥାନୀୟ ଫାଣ୍ଡି ପୋଲିସ

ଜୁନାଗଡ,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଧୀନ ଚିଲଗୁଡା ଅଞ୍ଚଳରେ ମଦ, ସଟ୍ଟା କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ…

7 years ago

ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକ

ନୂଆପଡା ଅଫିସ/ବୋଡେନ,୧୨ା୮: ନୂଆପଡା ଜିଲା ବୋଡେନ ବ୍ଲକ ସଭାଗୃହରେ ବିଡିଓ ପୂର୍ଣ୍ଣ ନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ସ୍ବାଧୀନତା ଦିବସ ପାଳନ ଲାଗି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

7 years ago

ଶିଶୁ ସୁରକ୍ଷା ନେଇ ସଚେତନତା ଶୋଭାଯାତ୍ରା

ମ.ରାମପୁର,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ମ.ରାମପୁର ସ୍ଥିତ ଦୁର୍ଗାମାଧବ ଉଚ୍ଚ ବିଦ୍ୟାପୀଠ ଛାତ୍ରୀଛାତ୍ରଙ୍କୁ ନେଇ ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ ଶିଶୁ ସୁରକ୍ଷା ସଚେତନତା ଶୋଭଯାତ୍ରା ହୋଇଯାଇଛି ।…

7 years ago

ବଢ଼ୁଛି କାଇଁଚ ରାଖୀ ଚାହିଦା

କେନ୍ଦ୍ରାପଡା ଅଫିସ, ୧୨ା୮ :  ଆଉ ମାତ୍ର ୪ ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ରାଖୀ। ଏହାକୁ ଦୃଷ୍ଟିରେ ରଖି ପରିବେଶ…

7 years ago

୩ ଶିଶୁ ଶ୍ରମିକ ଉଦ୍ଧାର

କୋରେଇ,୧୨।୮(ସ୍ବ.ପ୍ର.):  ପରୀ ୩ କାର୍ଯ୍ୟକ୍ରମ ମାଧ୍ୟମରେ କୋରେଇ ପୋଲିସ ରବିବାର ୩ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ଅଧିକାରୀଙ୍କୁ ହସ୍ତାନ୍ତର କରିଛି। କୋରାଇ…

7 years ago

ବିଛାଖଣ୍ଡି ପଥର ଖାଦାନରେ ମାରାଥନ ଚଢାଉ : ୩ କ୍ରଶର ସିଲ୍‌, ୧୯କୁ ନୋଟିସ

ଧର୍ମଶାଳା/ଜେନାପୁର,୧୨।୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ବିଛାଖଣ୍ଡି ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନ ଉପରେ ଧର୍ମଶାଳା ତହସିଲ ପକ୍ଷରୁ ମାରାଥନ ଚଢାଉ କରାଯାଇଛି।…

7 years ago

ହରିପୁର ଆଶ୍ରମରେ ଶ୍ରାବଣୀ ଉତ୍ସବ

ନୂଆପଡା ଅଫିସ,୧୨ା୮ ବିଶ୍ୱର ଆଦ୍ୟ ଜ୍ଞାନର ଉତ୍ସ ଏବଂ ଋଷିଙ୍କ ଦ୍ୱାରା ସାକ୍ଷାତକୃତ ଈଶ୍ୱରୀୟ ବାଣୀ ଚତୁର୍ବେଦ ପ୍ରଚାର, ପ୍ରସାର ଏବଂ ସ୍ବାଧ୍ୟାୟର ଆଲୋଚନା, ପର୍ଯ୍ୟାଲୋଚନା ଉଦ୍ଦେଶ୍ୟରେ…

7 years ago