ଆମ ଜିଲା ଖବର

ଯୁବଗୋଷ୍ଠୀଙ୍କୁ ପ୍ରୋତ୍ସାହିତ ପାଇଁ ଯୋଜନା ଚାଲିଛି

ନୂଆପଡା ଅଫିସ,୧୦ା୮ ନୂଆପଡା ଏକ ଉପାନ୍ତ ଜିଲା । ଏଠାରେ ଯୁବ ସମାଜ ଦିନକୁ ଦିନ ପଥଭ୍ରଷ୍ଟ ଯେମିତି ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାର ସମୟ…

7 years ago

ଭିତ୍ତିପ୍ରସ୍ତର ସ୍ଥାପନର ୫ମାସ ବିତିଲା : ଏ ଯାଏଁ ଆରମ୍ଭ ହୋଇନି ବିଜ୍ଞାନ କେନ୍ଦ୍ର ନିର୍ମାଣ କାର୍ଯ୍ୟ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ଉମାଦେବୀ ଛକ ନିକଟରେ ଏକ ବିଜ୍ଞାନକେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏ ମଧ୍ୟରେ ଦୀର୍ଘ ୫ମାସ…

7 years ago

ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ: ଯୋଗଦେଲେ ସୁନାବେଡାର ଆଦିବାସୀ

ନୂଆପଡା ଅଫିସ,୧୦ା୮ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ସଭାଗୃହରେ ଜିଲାପାଳ ମଧୁସ୍ମିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଦିବାସୀ ଜନଜାତି ଚକୋଟିଆ ଭୁଞ୍ଜିଆଙ୍କ ଉନ୍ନତି ସକାଶେ ଜୀବନ ସମ୍ପର୍କ…

7 years ago

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ…

7 years ago

ଦାଦନ ଖଟିବାକୁ ଯାଇ ୪ ଯୁବକ ନିର୍ଯାତନାର ଶିକାର

ପାଟଣା,୧୦।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ବଡ଼ବିଲ ପଞ୍ଚାୟତ ଟଭାସରୁଆ ଗ୍ରାମର ୪ଜଣ ଯୁବକ ୩ ଜଣ ଦଲାଲଙ୍କ ଜରଆରେ ଦିଲ୍ଲୀ ଯାଇ ପରେ ରାଜସ୍ଥାନର ଆଇସ୍କ୍ରିମ ଫ୍ୟାକ୍ଟ୍ରିରେ…

7 years ago

ନୋ-ଏଣ୍ଟ୍ରି ଜୋନ୍‌ରେ ଅବାଧ ପ୍ରବେଶ:ଭାରିଯାନକୁ ଅଟକ ରଖିଲେ ଲୋକେ

ବଡବିଲ, ୧୦।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଦେଇ ଭାରିଯାନ ଚଳାଚଳ ଉପରେ ସକାଳ ୬ଟାରୁ ଅପରାହ୍ନ ଗୋଟାଏ ଏବଂ ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ପ୍ରଶାସନ…

7 years ago

ବିଶ୍ୱ ଆଦିବାସୀ ଦିବସ ସମାରୋହ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବ୍ଲକସ୍ତରୀୟ ବିଶ୍ୱ ଆଦିବାସୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ମୁଗଲାଲ ମାଝିଙ୍କ ଦ୍ୱାରା…

7 years ago

ନିଖୋଜ ବ୍ୟକ୍ତିଙ୍କ ଗଳିତ ମୃତଦେହ ୯ଦିନ ପରେ କୂଅରୁ ଉଦ୍ଧାର: ହାତଗୋଡ ବନ୍ଧା ହୋଇଥିବାରୁ ହତ୍ୟା ସନ୍ଦେହ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ଥାନା ଅନ୍ତର୍ଗତ ତେନ୍ତୁଳିଆପଲ୍ଲୀ ଗ୍ରାମରେ ନିଖୋଜ ଥିବା ଜନୈକ ବ୍ୟକ୍ତିଙ୍କ ଗଳିତ ମୃତଦେହ ଦୀର୍ଘ ୯ଦିନ ପରେ ଶୁକ୍ରବାର ପୋଲିସ ହାତଗୋଡ…

7 years ago

ଦାସିଗଁ। ୧୨ ପରିବାର ପଞ୍ଚାୟତରେ ଆଶ୍ରୟ ନେବା ଘଟଣା:ଅନୁଧ୍ୟାନ ପାଇଁ ଘଟଣା ସ୍ଥଳରେ ପହଞ୍ଚତ୍ଲେ ତହସିଲଦାର

ଜୁନାଗଡ/ଦାସିଗଁ। ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ। ୩ ନଂ. ୱାର୍ଡ ଦର୍ଳିପଡାରେ ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନଜ ବ୍ୟବସ୍ଥା ନାହଁି। ଫଳରେ ସାମାନ୍ୟ…

7 years ago

ଏଟିଏମ୍‌ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ

ବାସୁଦେବପୁର, ୧୦।୮ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବେତଡ଼ା ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖା ଏଟିଏମ୍‌ରୁ ହଠାତ୍‌ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ ହେବା…

7 years ago