ଆମ ଜିଲା ଖବର

କରାଟେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ବେଲ୍ଟ ପ୍ରଦାନ

ଟିଟିଲାଗଡ଼, ୨ା୬ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଟିଟିଲାଗଡ କରାଟେ ସଂଘ ପକ୍ଷରୁ ଉତ୍କଲ କରାଟେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବେଲ୍ଟ ଓ ପ୍ରମାଣପତ୍ର ବଣ୍ଟନ କରାଯାଇଛି। ଏ ନେଇ ସ୍କୁଲ…

7 years ago

ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟଣା: ବାଳକଙ୍କ ମୃତ୍ୟୁ, ଗୁରୁତରଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପରିବାର ପକ୍ଷରୁ ଦାବି

ଓଡଗାଁ,୨।୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅନ୍ତର୍ଗତ ହାଡାଝୋଳା ଢିପିସାହିରେ ୨୫ ତାରିଖ ରାତିରେ ଗ୍ୟାସଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ରବିବାର ଅଗ୍ନିକାଣ୍ଡ ଘଟିଥିବା…

7 years ago

ଦାରିଙ୍ଗବାଡ଼ିରେ କାଳବୈଶାଖୀ : ଏକାଧିକ ଲୋକଙ୍କ ଛପର ଉଡ଼ିଲା

ଦାରିଙ୍ଗବାଡ଼ି,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି ା ଫଳରେ ଅଞ୍ଚଳରେ ଏକାଧିକ ଘରର ଛପର ଉଡ଼ିବା…

7 years ago

ବାଲି ଚୋରାଚାଲାଣ : ୭ ଟ୍ରାକ୍ଟର ଜବତ

ବାଲିଗୁଡ଼ା,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ବାଲି ଓ ପଥର ଚୋରାଚାଲାଣ ବୃଦ୍ଧି ପାଉଛି। ଏହାକୁ ରୋକିବା ପାଇଁ…

7 years ago

ପୂର୍ତ୍ତ ବିଭାଗ ଡାକବଙ୍ଗଳା କାନ୍ଥରେ ମାଓପୋଷ୍ଟର : ଜନସାଧାରଣ ଭୟଭୀତ

ବାଲିଗୁଡ଼ା,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ସେମାନଙ୍କ ସ୍ଥିତି ଜାହିର କରି ବାରମ୍ବାର ନାନା ଧମକପୂର୍ଣ୍ଣ ପୋଷ୍ଟର ଲଗାଉଛନ୍ତି। ଫଳରେ ଜନସାଧାରଣ ଭୟଭୀତ ଅବସ୍ଥାରେ…

7 years ago

ବିଧାୟକ ଭାବେ ଶପଥ ନେବାପରେ ପାଟଣାଗଡ଼ ଫେରିଲେ ସରୋଜ ମେହେର: ଭବ୍ୟ ସମ୍ବର୍ଦ୍ଧନା ଜଣାଇଲେ ଅଞ୍ଚଳବାସୀ

ପାଟଣାଗଡ଼୨।୬(ଡି.ଏନ.ଏ.): ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ ସରୋଜ ମେହେରଙ୍କୁ ରବିବାର ପାଟଣାଗଡ଼ ବିଜୁ ଜନତା ଦଳ ତଥା ଜନସାଧାରଣଙ୍କ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

7 years ago

ଛାତ୍ରୀଛାତ୍ରଙ୍କୁ ମାର୍କ କମ୍‌ ମିଳିଥିବା ନେଇ ଅଭିଭାବକ ଫୋରମର ଅଭିଯୋଗ

ବାରିପଦା ଅଫିସ,୨ା୬ : ରାଇରଙ୍ଗପୁର ମହାବିଦ୍ୟାଳୟର ଯୁକ୍ତ ତିନି ଶେଷବର୍ଷର ଚତୁର୍ଥ ସେମିଷ୍ଟାର ଇଣ୍ଟରନାଲ ପରୀକ୍ଷାରେ କମ୍‌ ମାର୍କ ମିଳିଥିବା ନେଇ ଅଭିଯୋଗ ହୋଇଛି। ଏହି ଅଭିଯୋଗ…

7 years ago

ମନ୍ତ୍ରୀପଦ ମିଳିବାପରେ ଜ୍ୟୋତିପ୍ରକାଶଙ୍କ ପଞ୍ଚଲିଙ୍ଗେଶ୍ୱରରେ ପୂଜାର୍ଚ୍ଚନା

ସଜନାଗଡ଼,୨।୬:(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ମନ୍ତ୍ରୀପଦ ( ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ରାଷ୍ଟ୍ରମନ୍ତ୍ରୀ ) ମିଳିଛି। ଦାୟିତ୍ୱ ମିଳିବା ପରେ ରବିବାର…

7 years ago

ମାଧପୁର ଅଞ୍ଚଳରେ ମନମୁଖି ବିଦ୍ୟୁତ୍‌ କାଟ: ଅତିଷ୍ଠ ହୋଇପଡ଼ିଲେଣି ଅଞ୍ଚଳବାସୀ

ମାଧପୁର,୨।୬: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ବାରମ୍ବାର ବିଦ୍ୟୁତ କାଟ ହେଉଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗର ମନମୁଖି କାର୍ଯ୍ୟରେ ଅଞ୍ଚଳବାସୀ ନାହିଁ…

7 years ago

ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା ଘଟଣା : ହତ୍ୟାକାରୀ ଅଟକ, ରକ୍ତଭିଜା ଖଣ୍ଡା ଜବତ

ପୁରୁଷୋତ୍ତମପୁର,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଶନିବାର ରାତିରେ ଡାକ୍ତର ପ୍ରଧାନଙ୍କୁ ସର୍ବସମ୍ମୁଖରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ତେବେ…

7 years ago