ଆମ ଜିଲା ଖବର

ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ

ଜୁନାଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସଂସ୍କୃତି ଭବନଠାରେ ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଜୁନାଗଡ ସରକାରୀ ଉଚ୍ଚ…

7 years ago

ରାୟଗଡ଼ା ଜଳାର୍ଣ୍ଣବ: ଲଗାଣ ବର୍ଷାରେ ଧୋଇଗଲା ରେଲଓ୍ବେ ଟ୍ରାକ

ରାୟଗଡା ଅଫିସ/ମୁନିଗୁଡ଼ା/ଅମ୍ବାଦଳା, ୭।୮(ଡି.ଏନ୍‌.ଏ.): ଗତ ୪୦ ଘଣ୍ଟାରୁ ଅଧିକ ସମୟ ଧରି ଲଗାଣ ବର୍ଷା ଯୋଗୁ ରାୟଗଡ଼ାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ସବୁଠୁ ଅଧିକ…

7 years ago

କାମ ଆରମ୍ଭରୁ ଭାଙ୍ଗିଲା ଗ୍ରୀଡ୍‌ ସବ୍‌ଷ୍ଟେଶନ ପାଚେରି

ବନ୍ତ, ୭।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଅନ୍ତର୍ଗତ ରାମକୃଷ୍ଣପୁର ପଞ୍ଚାୟତ ଗୋପାଳସାହିସ୍ଥିତ କପାଳି ନଦୀ କୂଳରେ ଓପିଟିସିଏଲ୍‌(ଓଡ଼ିଶା ପାୱାର ଟ୍ରାନ୍ସମିସନ୍‌ କରର୍ପୋରେସନ ଲିଃ)…

7 years ago

ବଣ୍ଡାଘାଟିରେ ବନ୍ୟା ପରିସ୍ଥିତି: ଅନେକ ଗ୍ରାମରେ ପହଞ୍ଚିପାରିନି ପ୍ରଶାସନ

ଖଇରପୁଟ, ୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାର ଖଇରପୁଟ ବ୍ଲକରେ ଲଗାଣବର୍ଷା ଯୋଗୁ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଅନେକ ଗ୍ରାମ ଜଳବନ୍ଦୀ ହୋଇରହିଛି। କେତେକ ଗ୍ରାମ ବାହ୍ୟଜଗତରୁ…

7 years ago

ପଡିଆ ବାହ୍ୟ ଜଗତରୁ ବିଚ୍ଛିନ୍ନ

ପଡିଆ,୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ସୋମବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଅଧିକାଂଶ…

7 years ago

ଟ୍ରାନ୍ସଫର୍ମର ଅଚଳ, ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଯୋଡ଼ା,୭।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଜଲହରି ପଞ୍ଚାୟତର ଜଲହରିଠାରେ ଟ୍ରାନ୍ସଫର୍ମର ଅଚଳ ଯୋଗୁ ୧୫ ଦିନ ଧରି ଗ୍ରାମବାସୀ ଅନ୍ଧାରରେ ରହିଥିବା ଅଭିଯୋଗ କରିଛନ୍ତି। ଏନେଇ…

7 years ago

ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ

ବଡ଼ଗାଁ,୭।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲକୁ ଆସିଥିବା ୧୪ଟି ହାତୀ ଶନିବାର ଉପଦ୍ରବ କରିଥିବା ବେଳେ ମଙ୍ଗଳବାର ରାତିରେ ଏମାନଙ୍କ ମଧ୍ୟରୁ ଗୋଟିଏ…

7 years ago

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ମୁନିଗୁଡ଼ା,୭।୮(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ାଠାରେ ବୁଧବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଥାନା ପଛପଟ ଦେଇ ଯାଇଥିବା ଖମଣ…

7 years ago

ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ

ବାଲିଗୁଡ଼ା,୭।୮(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ ରାଜପଥର…

7 years ago

ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଘରେ ପଶିଲା ପାଣି

କର୍ଲାମୁଣ୍ଡା,୭।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଫଳରେ କର୍ଲାମୁଣ୍ଡା ବ୍ଲକ ସଦର ବ୍ଲକ ନିୟୁ କଲୋନୀ ପଛପଟେ ଥିବା…

7 years ago