ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ ୫ମାସ…
ଛେଣ୍ଡିପଦା,୩୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ମାରୁଢିପ ଗାଁରେ ଭାଲୁ ଆକ୍ରମଣରେ ଗୁରୁବାର ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣକ ହେଲେ…
ବଇଣ୍ଡା, ୩୧ା୧୦(ଡି.ଏନ.ଏ.) - ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଧଉରାଗୋଠ ଗ୍ରାମରେ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପୂର୍ବରୁ ଏହାକୁ ବିରୋଧ…
ବନ୍ତଳା, ୩୧ା୧୦(ଡି.ଏନ.ଏ.) - ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ୧୨ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହେବା…
ଲାଠୋର, ୩୧।୧୦(ଡି.ଏନ୍.ଏ.)- ଜାତି ଭିନ୍ ଭିନ୍ ମୁନୁଷ୍ ଏକ। ଭାଷା ଭିନ୍ ଭିନ୍ ସାହିତିଅ ଗୁଟେ। ରାଷ୍ଟ୍ରୀୟ ଭାବ୍ ହେଉଛେ ମାନବିକତାର ଅସଲ ପରିଚଏ। ବଲାଙ୍ଗୀର ଜିଲା…
କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି ପ୍ରମାଣ…
ଢେଙ୍କାନାଳ ଅଫିସ, ୩୧।୧୦ - ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରତାପରୁଦ୍ର ମହାପାତ୍ରଙ୍କ ସମେତ ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇନାହିଁ। ସେମାନଙ୍କ କାର୍ଯ୍ୟକାଳ ଅବଧି ବଢ଼ାଇବାକୁ…
ଅନୁଗୋଳ ଅଫିସ, ୩୧ା୧୦ - ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡ ପକ୍ଷରୁ ଅନୁଗୋଳ ଏନ୍କ୍ଲେଭର ଶିଳାନ୍ୟାସ କରାଯାଇଛି। ବୁଧବାର ଜିଲା…
ଫିରିଙ୍ଗିଆ,୩୧ା୧୦-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କେଳାପଡ଼ା ପଞ୍ଚାୟତ ଗେରୁପଡ଼ାର ଏକ ଦୋକାନ ବାରଣ୍ଡାରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୋଲିସ ବୁଧବାର ସକାଳେ ଜବତ କରିଛି।…
ଭୁବନେଶ୍ୱର, ୩୧ା୧୦: ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍, ଆପାର୍ଟମେଣ୍ଟ, ମଲ୍ରେ ଲୋକଙ୍କ ଗାଡ଼ି ରଖିବା ଆବଶ୍ୟକ ପାର୍କିଂ ସ୍ଥାନ ରଖିବାକୁ ବାଧ୍ୟ। ଏବେ ପାର୍କିଂ…