ଆମ ଜିଲା ଖବର

ମୁଗ୍‌ଫଲି ଫସଲରେ ରୋଗ୍‌ପୋକ:କାମ୍‌ ନାଇଁ ଦେବାର୍‌ ଉଷୋ, ଚିଁନ୍‌ତାରେ ଚାଷୀ

ବିଜେପୁର, ୭।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ବ୍ଲକରେ ବଛରକୁତା ଦୁଖ୍‌ ଦୁରଦଶା ଚାଷୀକର ପିଛା ନାଇଁ ଛାଡବାର୍‌। କେତେବେଲେ ବରଷା ପାଏନ୍‌ ଅଭାବୁ ତ ଆର…

7 years ago

ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ଲୁଟ୍‌: ତାଲା ତାଡ଼ି ନେଇଗଲେ ଆଇରନ ଚେଷ୍ଟ

ବନ୍ତଳା,୭।୮ (ଡି.ଏନ.ଏ.):ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ଗ୍ରୀଲ ତାଡି ଭିତରେ ପଶିବା ସହ…

7 years ago

୧୪ ଦିନରେ ହେଲା ସ୍ଥିତି ସ୍ବାଭାବିକ: ତାଳଚେର କୋଲ୍‌ ଫିଲ୍ଡସ ଚଳଚଞ୍ଚଳ

ତାଳଚେର, ୭ା୮ (ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣା ପରେ ୧୪ ଦିନ ଧରି ଠପ୍‌ ହୋଇଯାଇଥିବା ତାଳଚେର କୋଲ୍‌ ଫିଲ୍ଡସରେ ମଙ୍ଗଳବାର ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି।…

7 years ago

ଉପଜିଲାପାଳଙ୍କୁ ଭେଟିଲା ଓକିଲ ସଂଘ: ତହସିଲଦାରଙ୍କ ବିରୋଧରେ ଫେରାଦ

ଅନୁଗୋଳ ଅଫିସ, ୭।୮-ଅନୁଗୋଳ ତହସିଲଦାରଙ୍କ ବିରୋଧରେ ଅଭିଯୋଗ ଆଣିଛି ଓକିଲ ସଂଘ। ମଙ୍ଗଳବାର ଅନୁଗୋଳ ଉପଜିଲାପାଳଙ୍କୁ ଭେଟି ସଂଘ କର୍ମକର୍ତ୍ତାମାନେ ଅଭିଯୋଗ ସମ୍ପର୍କରେ ଅବଗତ କରାଇଛନ୍ତି। ଏ…

7 years ago

ଇ-ଟେକ୍‌ ଆବାସିକ କଲେଜ ପ୍ରତିଷ୍ଠା ଦିବସ: ‘ଅଭିଭାବକଙ୍କୁ ସମ୍ମାନ ବିନା ଶିକ୍ଷା ମୂଲ୍ୟହୀନ’

ଢେଙ୍କାନାଳ ଅଫିସ, ୭।୮-ଅଭିଭାବକମାନେ ଚାହାନ୍ତି ସେମାନଙ୍କ ସନ୍ତାନ ଭଲ ପାଠପଢ଼ି ବଡ଼ମଣିଷ ହେଉ। ନିଜ ପିଲାମାନଙ୍କ ପାଇଁ ମା’ବାପା ଏପରି ସ୍ବପ୍ନ ଦେଖିବା ସ୍ବାଭାବିକ। ଏବେ ଦେଖାଯାଉଛି…

7 years ago

ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି

ଭୁବନ, ୭।୮(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି। ରାତି…

7 years ago

କଂଗ୍ରେସ ଆଣିଲା ସଙ୍ଗିନ ଅଭିଯୋଗ: ‘କ୍ଷତିପୂରଣ ପାଇଁ ଲାଞ୍ଚ ମାଗୁଛନ୍ତି ଅଧିକାରୀ’

ଢେଙ୍କାନାଳ ଅଫିସ, ୭ା୮-ଢେଙ୍କାନାଳ ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ଆଣିଛି ଜିଲା କଂଗ୍ରେସ। କ୍ଷତିପୂରଣ ସମ୍ପର୍କିତ ତଥ୍ୟ…

7 years ago

ଢେଙ୍କାନାଳରେ ବିଦେଶୀ ଆର୍କିଟେକ୍ଟ: ବଦଳିବ ବସ୍ତି ରୂପରେଖ

ଢେଙ୍କାନାଳ ଅଫିସ, ୭।୮-ରାଜ୍ୟ ସରକାରଙ୍କ ଜାଗା ମିଶନ ପାଇଲଟ୍‌ ପ୍ରୋଜେକ୍ଟରେ ସାମିଲ ହୋଇଛି ଢେଙ୍କାନାଳ ପୌରାଞ୍ଚଳ। ଏହାପରେ ସହରର ରୂପରେଖ ସାଙ୍ଗକୁ ଢାଞ୍ଚାଗତ ପରିବର୍ତ୍ତନ ଲାଗି ପ୍ରୟାସ…

7 years ago

୧୨ନଂ ୱାର୍ଡବାସୀ ହୀନସ୍ତା

ଫୁଲବାଣୀ ଅଫିସ, ୭ା୮-ଗ୍ରାମାଞ୍ଚଳ ନୁହେଁ ସହରରେ ବି ଲୋକଙ୍କୁ ପାଣି ମିଳୁନି। ୬ ବର୍ଷ ହେଲା ପାଣି ଟାଙ୍କି ନିର୍ମାଣ ହୋଇଛି। ଖାଲି ରଙ୍ଗ ଲଗାଯାଇ ବିଲ୍‌…

7 years ago

ଦାରିଙ୍ଗବାଡ଼ିରେ ପ୍ରବଳ ବର୍ଷା: ନାଳରେ ଭାସିଯିବା ବେଳେ ଯୁବକ ଉଦ୍ଧାର

ଦାରିଙ୍ଗବାଡ଼ି,୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ପ୍ରବଳ ବର୍ଷା ହୋଇଛି। ସକାଳ ୭ଟାରୁ ବର୍ଷା ଆରମ୍ଭ ହୋଇ ଅପରାହ୍ନରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଥିଲା। ଅଞ୍ଚଳର ସମସ୍ତ…

7 years ago