କେନ୍ଦୁଝର, ୧।୬(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ମତ୍ସ୍ୟଚାଷର ବିକାଶ ଲାଗି ଭିତ୍ତିଭୂମି ଥିଲେ ମଧ୍ୟ ଏହାର ସଦୁପଯୋଗ କରାଯାଉ ନାହିଁ ା ଜିଲାରେ ଚାଷୀଙ୍କୁ ପ୍ରୋତ୍ସାହନ ଓ ସୁବିଧା ଯୋଗାଇବା…
ତିହିଡ଼ି, ୧।୬ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୁବେରା ପଞ୍ଚାୟତ ଇଟାଗଡ଼ି ପ୍ରାଥମିକ ସ୍କୁଲ ପରିସରରେ ଥିବା ଏକ ପୁରାତନ ସ୍କୁଲ ଗୃହ…
ସମ୍ବଲପୁର,୧।୬(ବ୍ୟୁରୋ) ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭୀମ୍ସାର)ରେ ଏକ କ୍ୟାନ୍ସର କେୟାର ସେଣ୍ଟର ଖୋଲିବା ପାଇଁ ଆସିଥିବା…
ଅତାବିରା, ୧।୬ (ଡି.ଏନ୍.ଏ): ବରଗଡ଼ ଜିଲା ଅତାବିରା ବ୍ଲକ କୁଲତାଟୁକୁରା ପଁଚେତ୍ ସଦର ଗଁ। ର ମୀନକେତନ ସିଂ(୪୫)। ସେ ଜନମ୍ବେଲେ ଠିକ୍ ଠାକ୍ ଥିଲେ ହେଲେ…
ଲାଠୋର, ୧ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀ ପଡ଼ାର ଡମ୍ବରୁଧର ନାଗ(୫୮)। ତାକର ପରିବାର କହେଲେ ମାଏକିନା ଯଶୋଦା(୫୨) ଆର ପୁଷିଅଁା ଝି’…
ବନ୍ତ, ୧।୬ (ସ୍ବ.ପ୍ର.) - ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତ ତୋଟାସାହିରେ ଥିବା ସାବିତ୍ରୀଆଡ଼ି ପୀଠ ଚଳଚଞ୍ଚଳ ହୋଇଉଠିଛି। ଆଉ ୨ ଦିନ ପରେ…
ଉଦଳା,୧ା୬ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ସଦର ମହକୁମା ଉଦଳା ରଥଯାତ୍ରା ପାଇଁ କାଠ ଅଭାବରୁ ରଥ ନିର୍ମାଣ କାର୍ଯ୍ୟ ଅଧାରେ ଅଟକି ରହିଛି। ଏ…
ବାଲେଶ୍ୱର ଅଫିସ, ୧ା୬-ବାଲେଶ୍ୱର ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ବିଶ୍ୱ ତମାଖୁ ବର୍ଜନ ଦିବସ ଜାତୀୟ ସେବା ଯୋଜନା ତରଫରୁ ଶୁକ୍ରବାର ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା…
ବାଲେଶ୍ୱର ଅଫିସ, ୧।୬-ବୁଢ଼ାବଳଙ୍ଗ ନଦୀଗର୍ଭକୁ ଧସି ପଡୁଛି ଆଡ଼ିବନ୍ଧ ସହ ରାସ୍ତା। ବିପଦରେ ୪ଖଣ୍ଡ ଗଁାର ବାସିନ୍ଦା। ଜିଲା ଗ୍ରାମ୍ୟ ଉନ୍ନୟନ ଓ ଜଳସେଚନ ବିଭାଗ ମଧ୍ୟରେ…
ଚନ୍ଦାହାଣ୍ଡି, ୩୧।୫ (ଡି.ଏନ୍.ଏ.) ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧସ୍ଥିତ କେନ୍ଦୁପତ୍ର ଗୋଦାମକୁ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ନିଅଁା ଲଗାଇ ଦେଇଥିବା କେନ୍ଦୁପତ୍ର ବିଭାଗ…