ବ୍ରହ୍ମପୁର ଅଫିସ, ୨।୧୦ - ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ…
ବାହାନଗା,୨।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତ ସ୍ବଚ୍ଛ ଭାରତ ଅଭିଯାନ ସଙ୍ଗଠନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ…
ହାଟଡିହୀ, ୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଛେନାପଦୀ ବିଶ୍ୱତାରିଣୀ ମହିଳା ମହାବିଦ୍ୟାଳୟରେ ବୁଧବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଅଧ୍ୟକ୍ଷା ସବିତା ସ୍ବାଇଁଙ୍କ ସଭାପତିତ୍ୱରେ…
ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ…
କେନ୍ଦୁଝର,୨।୧୦(ସ୍ବ.ପ୍ର): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା(ରାଘପୁର) ସାହିରେ ମଙ୍ଗଳବାର ପାରିବାରିକ କଳହକୁ କେନ୍ଦ୍ର କରି ବଡଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତକ…
ବରଗଡ଼ ଅଫିସ,୨।୧୦: ବରଗଡ଼ ସହରରେ ବୁଧବାର ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ସକାଳେ ଗାନ୍ଧୀଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମେତ ସ୍ବଭାବ କବି ଗଙ୍ଗାଧର…
କେନ୍ଦୁଝର,୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରତିଷ୍ଠିତ ମିଳନୀ ସାହିତ୍ୟ ସଂସଦ ଓ ମୁକ୍ତେଶ୍ୱର ମନ୍ଦିର କମିଟିର ମିଳିତ ଆନୁକୂଲ୍ୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ଘୁତୁରୁ…
ବନ୍ତ,୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ କାଦବରାଙ୍ଗ ନୋଡାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ପ୍ଲାଷ୍ଟିକ ବର୍ଜନ ସ୍ଲୋଗାନ…
ବଅଁରପାଳ,୨।୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଅନୁଗୋଳ ଲାୟନ୍ସ କ୍ଲବ ହାର୍ମୋନି ପକ୍ଷରୁ ବୁଧବାର ପ୍ଲାଷ୍ଟିକମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଏ ନେଇ କୁଲାଡ଼ ଶିବମନ୍ଦିର ଓ ଅଲେଖ…
କାକଟପୁର, ୨।୧୦(ଡି.ଏନ୍.ଏ.): ପୁରୀ ଜିଲା କାକଟପୁରସ୍ଥତ ମା’ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିରୁ ପାରମ୍ପରିକ ପ୍ରଥାନୁସାରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ମଙ୍ଗଳା ଓ ଦୁର୍ଗା…