ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ ହମାମୀରା ଗ୍ରାମର କରୁଣାକର ସାହୁଙ୍କ ଛପର ଫନୀରେ କ୍ଷତିଗ୍ରସ୍ତ ହୋଇଥିଲା। ତାଙ୍କ ଘର ମଧ୍ୟ ଭାଙ୍ଗି ଯାଇଥିଲା।…
ଢେଙ୍କାନାଳ ଅଫିସ, ୩୧ା୫- ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍ଭାବନା…
ବ୍ରହ୍ମପୁର ଅଫିସ୍,୩୧ା୫- ଗଞ୍ଜାମ ଜିଲାପାଳଙ୍କ ଛତ୍ରଛାୟା ତଳେ ବେଆଇନ୍ ଭାବେ ନିର୍ମାଣ ଚାଲିଥିବା ଗୋପାଳପୁର ଇକୋ-ରିଟ୍ରେଟ୍ ହବ୍ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ସମୁଦ୍ର କୂଳରେ…
ବ୍ରହ୍ମପୁର ଅଫିସ,୩୧ା୫-ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲାରେ ମାନବ ଚାଲାଣ ର଼୍ୟାକେଟ ଏବେ ସକ୍ରିୟ ରହିଛନ୍ତି। ଏହାକୁ ରୋକିବା ପାଇଁ ଉଦ୍ୟମ କରାଯାଉଛି। କିନ୍ତୁ ଏଥିନିମନ୍ତେ ଠିକ୍…
ନୟାଗଡ଼ ଅଫିସ,୩୧।୫-ଦୁବାଇକୁ କାମ କରିବାକୁ ଯାଇଥିବା ୧୦ ଜଣ ଓଡିଆ ଶ୍ରମିକଙ୍କୁ ସେଠାରେ ନିର୍ଯାତନା ଦିଆଯାଉଛି । ସେମାନଙ୍କ ମଧ୍ୟରେ ନୟାଗଡର ୨ଜଣ ଅଛନ୍ତି। ସେଠାରେ ସେମାନେ…
ଛତ୍ରପୁର,୩୧ା୫(ଡି.ଏନ.ଏ)- ଶିକ୍ଷା ପରି ଏକ ସମ୍ବେଦନଶୀଳ ବିଷୟ ଉପରେ କୋହଳନୀତି ଅବଲମ୍ବନ କରାଯିବ ନାହିଁ। ସମସ୍ତ କର୍ମଚାରୀ ଦକ୍ଷତାର ସହିତ କାର୍ଯ୍ୟ କରିବେ। ଅପାରଗ କର୍ମଚାରୀଙ୍କୁ ଅନ୍ୟତ୍ର…
ବ୍ରହ୍ମପୁର ଅଫିସ,୩୧ା୫-ଆଇଟିଆଇର ବିଭିନ୍ନ ଟ୍ରେଡରେ ଅଧ୍ୟୟନ କରି ନିଜକୁ ସ୍ବାବଲମ୍ବୀ କରିବା ସହ ଅନ୍ୟ ପାଇଁ ରୋଜଗାର କରୁଥିବା ଯୁବ ବର୍ଗଙ୍କୁ ରାଜ୍ୟ ସରକାର ସହାୟତାର ହାତ…
ଭଞ୍ଜନଗର, ୩୧।୫(ଡି.ଏନ.ଏ.)- ଭୋଟ ଗଣତି ସରିବା ପରେ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଥିବା ଆସିକା, ଭଞ୍ଜନଗର ଓ ସୋରଡ଼ା ନିର୍ବାଚନମଣ୍ଡଳୀର ଇଭିଏମ୍, ଭିଭିପିଏଟି ମେଶିନଗୁଡ଼ିକୁ…
ଫୁଲବାଣୀ ଅଫିସ, ୩୧ା୫- କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଅଧୀନରେ କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡପ ଘଟଣାରେ ରେଞ୍ଜ ଅଧିକାରୀ ଉମେଶ ଦିଗାଲ ନିଲମ୍ବିତ ହୋଇଛନ୍ତି। ଅଭିଯୋଗର…
ଗଣିଆ,୩୧।୫(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ଗ୍ରାମଠାରେ ଗତ ମାର୍ଚ୍ଚ ୧ ତାରିଖରେ ଜଣେ ଗୋରୁ ବ୍ୟବସାୟୀଙ୍କଠାରୁ ବନ୍ଧୁୁକ ଦେଖାଇ ୮ ଲକ୍ଷ ଲୁଟ୍ ହୋଇଥିଲା।…