ଆମ ଜିଲା ଖବର

ବରଯାତ୍ରୀ ଗାଡ଼ିି ଓଲଟି ୨୭ ଆହତ

ବେତନଟୀ,୩୧ା୫(ଡି.ଏନ.ଏ))-ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥର ତାରାକୋଠି ଛକ ନିକଟରେ ଗୁରୁବାର ରାତି ସାଢେ ୧୧ଟାରେ ଏକ ବରଯାତ୍ରୀ ବୋଝେଇ ଗାଡି…

7 years ago

୨୦ ଫୁଟ ତଳକୁ ଖସି ବି ବର୍ତ୍ତିଗଲେ

ବାରିପଦା ଅଫିସ,୩୧।୫- କଥାରେ ଅଛି ରଖେ ହରି ତ ମାରେ କିଏ। ବାରିପଦା ସହରଠାରୁ ପ୍ରାୟ ୯ କି.ମି ଦୂର ଲକ୍ଷ୍ମୀପୋଷି ଅଞ୍ଚଳରେ ଘଟିଥିବା ଏକ ଦୁର୍ଘଟଣାକୁ…

7 years ago

କୁଟୁରା ମାଂସ ସହ ବନ୍ଧୁକ ଜବତ

ଖୁଣ୍ଟା, ୩୧ା୫(ଡି.ଏନ.ଏ)- ଉଦଳା ରେଞ୍ଜ ତଥା ଖୁଣ୍ଟା ବ୍ଲକ ଅଧୀନ ବଣିଆବସା ସେକ୍ସନର କମ୍ପାର୍ଟମେଣ୍ଟ ୧୨ ନେତ୍ରକୁଣ୍ଡ ନିକଟରେ ଗୁରୁବାର ଅପରାହ୍ନରେ ବନ କର୍ମଚାରୀମାନେ ଚଢ଼ାଉ କରି…

7 years ago

ପୁଣି ୫ବର୍ଷ ପରେ ବାଲେଶ୍ୱରକୁ ମିଳିଲା କେନ୍ଦ୍ରମନ୍ତ୍ରୀ: ପଦମୋଦିଙ୍କ ଟିମ୍‌ରେ ପ୍ରତାପ; ଉତ୍ସବ ପାଳନ କଲେ କର୍ମୀ, ନେତା

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱରର ନବନିର୍ବାଚିତ ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି। ଫଳରେ ୫ବର୍ଷ ପରେ ବାଲେଶ୍ୱରକୁ ପୁଣି ଥରେ କେନ୍ଦ୍ରମନ୍ତ୍ରୀ ପଦ…

7 years ago

ସୁସଜ୍ଜିତ ପଟୁଆରରେ ବାହାରିଲେ ଶଙ୍କର

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ଗାନ୍ଧୀ ସ୍ମୃତିଭବନ ପ୍ରାଙ୍ଗଣରେ ବୁଧବାର ସନ୍ଧ୍ୟାରେ ବାହାଘର ଉତ୍ସବକୁ ଅତିଥିମାନେ ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିବା ପରେ ମଙ୍ଗଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

7 years ago

ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟ: ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ପାଇଁ ପ୍ରଶିକ୍ଷଣ ଶିବିର

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ସମଗ୍ର ରାଜ୍ୟରେ ପ୍ରଚଳିତ ପସନ୍ଦ ଆଧାରିତ ସାଧାରଣ ପାଠ୍ୟ ଖସଡ଼ାର ସଶକ୍ତିକରଣ ଓ ନୂତନୀକରଣ ଏବଂ ସାଧାରଣ ପାଠ୍ୟ…

7 years ago

ପୋଲିସକୁ ଅଟକ ରଖିଲେ ଗ୍ରାମବାସୀ

ବାହାନଗା, ୩୧ା୫(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ତାଳକୁରୁଣିଆଁ ଗ୍ରାମର ବାସିନ୍ଦା ଗୋପାଳପୁର ଫାଣ୍ଡିର ଜଣେ କନଷ୍ଟେବଳଙ୍କୁ ଅଟକ ରଖିଛନ୍ତି। ସମସ୍ୟାର ସମାଧାନ…

7 years ago

ଲୁହାଛଡ ଚୋରି ଅଭିଯୋଗ: ଦୁଇ ଧରାପଡ଼ିଲେ

ହେମଗିର, ୩୦।୫ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଲଇକେରା ଗ୍ରାମର ଦୁଇଜଣ ଲୁହାଛଡ ଚୋରି ଅଭିଯୋଗରେ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେମାନେ ହେଲେ ଲଇକେରା ଗ୍ରାମର…

7 years ago

ଉଠାଇ ହେଉନି ଜମାଟଙ୍କା: ବ୍ୟାଙ୍କ ସମ୍ମୁଖରେ ଚାଷୀଙ୍କ ବିିକ୍ଷୋଭ

ବିନିକା, ୩୦ା୫(ଡି.ଏନ୍‌.ଏ.) ଜମା ଟଙ୍କା ଉଠାଇବାରେ ସମସ୍ୟା ହେଉଛି। ବାରମ୍ବାର ବ୍ୟାଙ୍କକୁ ଯାଇ ନିରାଶ ହୋଇ ଫେରିବାକୁ ହେଉଛି। ବ୍ୟାଙ୍କରେ ଟଙ୍କା ନ ଥିବା କୁହାଯାଇ ସେମାନଙ୍କୁ…

7 years ago

ହାତୀ ଆକ୍ରମଣରେ ବୃଦ୍ଧା ସଙ୍କଟାପନ୍ନ

କେସିଙ୍ଗା/ସେରଗଡ଼,୩୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅଧୀନ ତେର୍ଲୋ ଗ୍ରାମର ଜଣେ ବୃଦ୍ଧା ଗୁରୁବାର ସକାଳ ସାଢ଼େ ୬ଟାରେ ନିକଟସ୍ଥ ଜଙ୍ଗଲକୁ ମହୁଲ ଫଳ (ଟୋଳ) ଗୋଟେଇବାକୁ…

7 years ago