ଆମ ଜିଲା ଖବର

ଶିଶୁବଳି ସନ୍ଦେହରେ ଉତ୍ତେଜନା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍‌ପି ଅଫିସ ଘେରିଲେ

ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା ।…

7 years ago

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର ବିଡେକା…

7 years ago

ଅତ୍ୟାଧୁନିକ ଆମ୍ବୁଲାନ୍ସ କବାଡିଆ ଦରରେ ବିକ୍ରି

ଫୁଲବାଣୀ ଅଫିସ, ୨୮।୫- କନ୍ଧମାଳ ଜିଲାକୁ ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ଏକ ଅତ୍ୟାଧୁନିକ ଆମ୍ବୁଲାନ୍ସ ଶେଷରେ କବାଡିଆ ଦରରେ ବିକ୍ରି ହୋଇଛି। ବର୍ଷବର୍ଷ ଧରି…

7 years ago

ଠାକୁରାଣୀ ଯାତ୍ରା ଲାଗି ପୁରୁଷୋତ୍ତମପୁର ଉତ୍ସବମୁଖର

ପୁରୁଷୋତ୍ତମପୁର,୨୮।୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁରରେ ଚାଲିଥିବା ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାର ୧୬ଦିନରେ ପହଞ୍ଚତ୍ଛି। ପ୍ରତ୍ୟେକଦିନ ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ (କନକା, କାଳୁଆ, ତାରା ତାରିଣୀ, କାଳୀ…

7 years ago

ସୂବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡ଼ିଯାଇ ବାଳକ ମୃତ

ବାଲେଶ୍ୱର ଅଫିସ,୨୮।୫: ସୂବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡ଼ିଯାଇ ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଆପାଳ ଥାନା ଅନ୍ତର୍ଗତ ବିଷ୍ଣୁପୁର ଗ୍ରାମର ଶଶିକାନ୍ତ ଦାସଙ୍କ ପୁଅ…

7 years ago

ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ୩ ଭାଇ ଗଲେ ଜେଲ

ଦିଗପହଣ୍ଡି୨୮।୫(ଡି.ଏନ୍‌.ଏ.): ଦିଗପହଣ୍ଡି ପୋଲିସ ମଙ୍ଗଳବାର ଚକପଡ଼ା ଗ୍ରାମର ୩ ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ରଘୁନାଥ ପ୍ରଧାନ, ସୀତାରାମ ଓ ଶିବରାମ।…

7 years ago

ନାବାଳିକା ଅପହରଣ ଘଟଣା: ଏଯାବତ୍‌ ମିଳିନି ପତ୍ତା, ଥାନା ଘେରିଲେ ମହିଳା

ହାଟଡିହୀ,୨୮।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗତ ୧୪ ତାରିଖରେ ଅପହରଣ କରାଯାଇଥିଲା। ଏ ନେଇ ନାବାଳିକାଙ୍କ…

7 years ago

କପିଳେଶ୍ୱରପୁରରେ ଗାଈ ମଡ଼କ: ୫ ମୃତ, ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନିରାକାରପୁର, ୨୮।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ପରେ ଦୂଷିତ ପାଣି, ଅସ୍ବାସ୍ଥ୍ୟକର ପରିବେଶ ଓ ଭୀଷଣ ଗରମ ଯୋଗୁ ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତସ୍ଥିତ ବାଲିଗାଁ(କପିଳେଶ୍ୱରପୁର)ଗ୍ରାମରେ ଗାଈ ମଡ଼କ…

7 years ago

କୋଇଲା ଅନ୍‌ଲୋଡ ବେଳେ ଶ୍ରମିକ ଗୁରୁତର: ଟ୍ରେନ ଚଳାଚଳ ବନ୍ଦ

ବାହାନଗା,୨୮।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ରେଳଷ୍ଟେଶନରେ ଲୋପ୍‌ଲାଇନରେ କୋଇଲା ବୋଝେଇ ଟ୍ରେନରୁ ମଙ୍ଗଳବାର ଶ୍ରମିକମାନେ କୋଇଲା ଅନ୍‌ଲୋଡ କରୁଥିଲେ। ଏହି ସମୟରେ ବିଦ୍ୟୁତ ଆଘାତରେ…

7 years ago

ମାଲକାନଗିରିରେ କାଳବୈଶାଖୀ ଯୋଗୁ ବହୁ କ୍ଷୟକ୍ଷତି: ସହାୟତା ପାଇଁ ଦାବି

ମାଲକାନଗିରି, ୨୮।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର କାଳବୈଶାଖୀ ଯୋଗୁ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଏଥିରେ କୋରୁକୋଣ୍ଡା ବ୍ଲକର ବିଭିନ୍ନ ଗ୍ରାମରେ ବହୁ ଘର ଭାଙ୍ଗି…

7 years ago