କାଲିମେଳା,୨୪ା୪(ଡି.ଏନ.ଏ.)-ମାଲକାନଗିରି ଜିଲା କାଲିମେଳା ବ୍ଲକ ମୋଟୁ ଥାନା ଅନ୍ତର୍ଗତ ଏମଭି-୮୨ ଗ୍ରାମରେ ଗତ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବତୀଙ୍କୁ କେତେକ ଦୁର୍ବୃତ୍ତ ହତ୍ୟା ଉଦ୍ୟମ କରିଛନ୍ତି।…
ଚିତ୍ରକୋଣ୍ଡା, ୨୪।୪(ଡି.ଏନ୍.ଏ.): ଡିଜିଟାଲ ଇଣ୍ଡିଆ ସେବା ମାଧ୍ୟମରେ ପ୍ରତ୍ୟେକ ଅଞ୍ଚଳକୁ ଅନ୍ତଃସଂଯୋଗ ପାଇଁ ହୋଇଥିବା ଯୋଜନା ଚିତ୍ରକୋଣ୍ଡାବାସୀଙ୍କ ପାଇଁ ସ୍ବପ୍ନ। ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ମାଓବାଦୀ…
କୋରୁକୋଣ୍ଡା, ୨୪।୪ (ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ କେନ୍ଦୁଗୁଡା ନିକଟସ୍ଥ ନୂଆଗୁଡା ଗ୍ରାମ ଏଯାଏ ଅବହେଳିତ ହୋଇ ରହିଛି। ୧୦ ପରିବାରର ୪୫…
କୁନ୍ଦୁରା,୨୪।୪(ଡି.ଏନ୍.ଏ.):କୁନ୍ଦୁରା ସଦରରୁ ୨୫ କିମି ଦୂର ଫୁଲଭଟ୍ଟା ପଞ୍ଚାୟତ ବିଶୁଭଟ୍ଟାରେ ୨ ମାସ ହେଲା ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଗତ ମାର୍ଚ୍ଚରୁ ଗ୍ରୀଷ୍ମ…
ଜୟପୁର,୨୪।୪(ଡି.ଏନ୍.ଏ.) - ମାଲକାନଗିରି ଓ କୋରାପୁଟ ଜିଲାରେ ୨୦୧୮ରେ ତୋଳାଳିଙ୍କଠାରୁ କେନ୍ଦୁପତ୍ର କିଣିଛନ୍ତି ଘୋରଇ ସଂସ୍ଥା। କିନ୍ତୁ କିଛି ସଂସ୍ଥା ତୋଳାଳିଙ୍କୁ ପ୍ରାପ୍ୟ ଦେଇନାହାନ୍ତି। କେତେକ ଗ୍ରାମର…
ବ୍ରହ୍ମପୁର ଅଫିସ,୨୪|୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଅବଧି ସରି ଆସୁଥିବା ବେଳେ ଲୋକମାନଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକମାନେ ମା’ଙ୍କ ଅସ୍ଥାୟୀ…
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୪ା୪ -କନ୍ଧମାଳ ଜିଲାରେ ନିର୍ବାଚନ ବେଳେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ଯୋଗୁ ସେସବୁ ଅଞ୍ଚଳରେ ନିୟୋଜିତ ଗାଡି ନିର୍ବାଚନ ପରେ ଆସିପାରି ନଥିଲା। କର୍ମଚାରୀଙ୍କୁ ଜଞ୍ଚଲ…
ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ…
ଗୋପାଳପୁର, ୨୪ା୪-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ଯୁବକ ଧାର ଟଙ୍କା ଫେରସ୍ତ ନ କରିବାରୁ ତାଙ୍କ ଭାଇଙ୍କୁ ପୋଲିସ ପରିଚୟ ଦେଇ ବନ୍ଧୁକ ଦେଖାଇ…
ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) - ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତରେ…