ଆମ ଜିଲା ଖବର

ଫଳକ ଲଗା କାନ୍ଥ ଭୁଷୁଡ଼ି ଛାତ୍ରଙ୍କ ମୃତ୍ୟୁ ଘଟଣା: କନିଷ୍ଠ ଯନ୍ତ୍ରୀଙ୍କ ନାମରେ ମାମଲା, ପୋଲିସର ତନାଘନା

ପୁରୁଷୋତ୍ତମପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବାଘଳା ପଞ୍ଚାୟତ ଆଙ୍ଗୁ ନୂତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସୂଚନା ଫଳକ କାନ୍ଥ ଭୂଷୁଡ଼ି ଷଷ୍ଠ ଶ୍ରେଣୀରେ…

7 years ago

ପାଟ୍ରୋଲିଂ ବେଳେ ଟ୍ରକ୍‌ ସହ କେନ୍ଦୁପତ୍ର ଜବତ, ଚାଳକ ଫେରାର

ଜମନକିରା, ୧୨।୭: ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ବନଖଣ୍ଡ ବନବିଭାଗ ପକ୍ଷରୁ ଷଣ୍ଢପଥରଠାରୁ କଦଳୀପାଳ ମଧ୍ୟରେ ପାଟ୍ରୋଲିଂ ଚାଲିଥିବା ବେଳେ…

7 years ago

ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ଫେରାର ହେଉଥିବା ବେଳେ ଦୁର୍ଘଟଣା: ୨ ଲୁଟେରା ଗୁରୁତର, ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି

ଭଣ୍ଡାରିପୋଖରୀ,୧୨।୭(ଡି.ଏନ୍‌.ଏ.): ସ୍କୁଟିରେ ଯାଉଥିବା ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ନେଇ ଫେରାର ହେବାକୁ ଚେଷ୍ଟା କରିବା ବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା। ଏଭଳି ଏକ…

7 years ago

ପଢ଼ୁଛନ୍ତି ୧୦ରୁ କମ୍‌ ଛାତ୍ରୀଛାତ୍ର: କଳାହାଣ୍ଡିରେ ବନ୍ଦ ହେବ ୧୮ ପ୍ରାଥମିକ ସ୍କୁଲ

ଭବାନୀପାଟଣା,୧୨।୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଦଶ ଜଣରୁ କମ୍‌ ଛାତ୍ରଛାତ୍ରୀ ଥିବା ସ୍କୁଲକୁ ବନ୍ଦ କରି ନିକଟସ୍ଥ ସ୍କୁଲଗୁଡିକରେ ନାମ ଲେଖାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ…

7 years ago

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଦେଓଗାଁ ଆଡିସନାଲ ତହସିଲଦାର

ବଲାଙ୍ଗୀର ଅଫିସ, ୧୨।୭: ବଲାଙ୍ଗୀର ଜିଲା ଦେଓଗାଁ ତହସିଲର ଆଡିସନାଲ ତହସିଲଦାର ରାଜେନ୍ଦ୍ର ଚୈଧୁରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…

7 years ago

ସରକାରୀ ଯୋଜନା ଦିଗହରା: ଭଙ୍ଗା କୁଡ଼ିଆରେ ବିତୁଛି ଦୃଷ୍ଟିହୀନ ଦମ୍ପତି ଚୈତନ୍ୟ-ଅଞ୍ଜନାଙ୍କ ଜୀବନ, ଆଦରିଛନ୍ତି ଭିକ୍ଷାବୃତ୍ତି

ଭବାନୀପାଟଣା, ୧୨।୭(ଡି.ଏନ୍‌.ଏ.): ପ୍ରତି ଗରିବ ପରିବାରକୁ ପକ୍କା ଘର ଯୋଗାଇ ଦେବା ଲାଗି ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାମ କରୁଛି। ହେଲେ ପ୍ରକୃତ ହିତାଧିକାରୀଙ୍କ ନିକଟରେ…

7 years ago

ଶ୍ରୀମନ୍ଦିର ବାହୁଡୁଛନ୍ତି ଶ୍ରୀ ଶ୍ରୀ ଦଧିବାମନ: ପ୍ରବଳ ଗୁଳୁଗୁଳି ସତ୍ତ୍ୱେ ଛୁଟିଛି ଭକ୍ତଙ୍କ ସୁଅ

ଭଟଲି,୧୨ା୭(ଡି.ଏନ.ଏ.): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ଧାମଠାରେ ପ୍ରସିଦ୍ଧ ବାହୁଡ଼ାଯାତ୍ରା ଲକ୍ଷାଧିକ ଭକ୍ତଙ୍କ ଗହଣରେ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି।…

7 years ago

ଭୋଜିଖାଇ ଫେରୁଥିବା ବେଳେ ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର, ୧୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୁଧିଆନାଳି ଗାଁରେ ହାତୀ ଆକ୍ରମଣରେ ଗୁରୁବାର ରାତିରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଭରତ…

7 years ago

ମୋବାଇଲ ଚୋର ଗିରଫ

ଧାମନଗର,୧୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଦୋବଲ ବଜାରରେ ମୋବାଇଲ ଦୋକାନ କରିଥିବା ସେକ୍‌ ଇଝାରଙ୍କୁ ମୋବାଇଲ ଚୋରି ଅଭିଯୋଗରେ କେନ୍ଦ୍ରାପଡ଼ା ପୋଲିସ ଗିରଫ କରିଛି। ଇଝାର ଚୋରା ମୋବାଇଲ…

7 years ago

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସୁନାବେଶ : ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବାରିପଦା ଅଫିସ,୧୨।୭ : ଦିତୀୟ ଶ୍ରୀକ୍ଷେତ୍ର ବାରିପଦାର ମାଉସୀ ମା’ ମନ୍ଦିରରେ ଶୁକ୍ରବାର ଠାକୁରମାନେ ଜନ୍ମବେଦିରେ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଛନ୍ତି। ଆଡ଼ପମଣ୍ଡପରେ ଠାକୁରମାନଙ୍କ ସୁନାବେଶ ଦର୍ଶନ…

7 years ago