ଝୁମ୍ପୁରା,୧୧।୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଫରେଷ୍ଟ ଅନ୍ତର୍ଗତ ମଲଦା ଗ୍ରାମ ମୁଣ୍ଡା ସାହିରେ ଗୁରୁବାର ଭୋର୍ରୁ ଗୋଠଛଡ଼ା ଦନ୍ତା ଆକ୍ରମଣରେ ସିନି ମୁଣ୍ଡା ନାମକ ଜଣେ ୭…
ନୂଆଗାଁ,୧୧ା୭ (ଡି.ଏନ.ଏ.): ନୟାଗଡ଼ ଜିଲାର ବିଭିନ୍ନ ଗ୍ରାମରେ କଙ୍ଗାରୁ କୋର୍ଟ ଭଳି ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏହା ଦ୍ୱାରା ସାଧାରଣ ନିରୀହ ଲୋକେ ହଇରାଣ…
ଖଣ୍ଡପଡ଼ା,୧୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରସ୍ଥିତ ଗୁଣ୍ଡିଚା ମନ୍ଦିରରେ ଏକକ ଜଗନ୍ନାଥ(ପତିତପାବନ) ଓ ମହିମାମେରୁ(ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା)ଙ୍କ ସନ୍ଧ୍ୟା ଆଳତି ଦର୍ଶନ ନିମନ୍ତେ ବୁଧବାର ବହୁ ଶ୍ରଦ୍ଧାଳୁଙ୍କ…
ବୋଲଗଡ଼,୧୧ା୭(ଡି.ଏନ୍.ଏ.)-ବୋଲଗଡ଼ ବ୍ଲକ ବଡ଼କୁମାରୀ ପଞ୍ଚାୟତ ଅନ୍ତର୍ଗତ ହାଟବସ୍ତସ୍ଥିତ ମା’ ଯୋଗମାୟା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟକୁ ଯାଇଥିବା ରାସ୍ତାଟି ବର୍ଷା ଯୋଗୁ ଅତି କର୍ଦ୍ଦମାକ୍ତ ଅବସ୍ଥାରେ ରହିଛି। ବିଦ୍ୟାଳୟଟି…
ରଣପୁର,୧୧ା୭(ସ୍ବ.ପ୍ର.)-ଫନୀ ବାତ୍ୟା ଘଟିବାର ଇତି ମଧ୍ୟରେ ୨ ମାସ ବିତିଯାଇଛି। ହେଲେ ଏ ପର୍ଯ୍ୟନ୍ତ ସ୍କୁଲ ଗୃହଗୁଡ଼ିକ ଭଙ୍ଗାରୁଜା ଅବସ୍ଥାରେ ପଡ଼ି ରହିଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ଓ…
ବିନିକା, ୧୧।୭(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ତହସିଲ ଅଧୀନ ୧୯ ଝନ୍ ଭୂମିହୀନ ହିତାଧିକାରୀକୁଁ ବସୁନ୍ଧରା ଯୋଜନାରେ ବୁଧୁବାର ଘରଡ଼ିହ ପଟ୍ଟା ଦିଆଯାଇଛେ। ଇ କାଯ୍କରମରେ ବିନିକା…
ପଦ୍ମପୁର, ୧୧।୭ (ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଧୀନ ସରେଇକେଲା ପଁଚେତ୍ ସମ୍ବଲପୁରୀ ଗାଁର କୈଳାଶ ବରିହାକଁର ପୁଓ କେଦାର ବରିହା(୫)। ୨ ବଛତର ତଲେ…
କୁଜଙ୍ଗ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦର ପକ୍ଷରୁ ଭୂତମୁଣ୍ଡାଇଠାରେ ୧୦ହଜାର ଟ୍ରକ୍ ରହଣୀ ପାଇଁ ଏକ ଟ୍ରକ୍ ଟର୍ମିନାଲ ନିର୍ମାଣ କରିବାକୁ ଉଦ୍ୟମ ଚାଲିଛି। ତେବେ ଏକ ଜନବସତି ଅଞ୍ଚଳରେ…
ଦେଓଗାଁ,୧୧ା୭(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡ଼ାର ପଁଚେତ୍ର ଶିରାବାହାଲ ଆର ସାଲେପାଲି ପଁଚେତ୍ ସଦରରେ ବହୁତ୍ଟେ ପୁରନା ବିଦ୍ୟୁତ ଖୁଁଟା ବିପଦ୍ ଅବସ୍ତାରେ ରହିଛେ। ଯେନ୍ଟା…
ନାଉଗଁ। ,୧୧ା୭(ସ୍ବ.ପ୍ର.): ନାଉଗଁ। ବ୍ଲକ ଜାମୁଗଁ। ପଞ୍ଚାୟତ ନନ୍ଦୀ ଗ୍ରାମର ଶଙ୍କର ଭୋଇଙ୍କୁ ମଙ୍ଗଳବାର ନାଉଗଁ। ତହସିଲ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଛି। ଦୀର୍ଘ ୧୨ ବର୍ଷର…