ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ଫରେଷ୍ଟର : ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ

ବୌଦ୍ଧ,୨୬।୯(ସ୍ବ.ପ୍ର.): ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ବୌଦ୍ଧର କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଫରେଷ୍ଟର ଜଗବନ୍ଧୁ ପାତ୍ରଙ୍କ ଘରେ ଚଢ଼ାଉ ଚାଲିଛି। ଗୁରୁବାର ସକାଳୁ ଭିଜିଲାନ୍ସ କର୍ମଚାରୀମାନେ…

7 years ago

ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘର ବନ୍ଦ ପାଳନ

ଦେବଗଡ଼,୨୬।୯(ଡି.ଏନ୍‌.ଏ.) : ଦେବଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ପଞ୍ଚିମ ଓଡ଼ିଶା ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଗୁରୁବାର ସମସ୍ତ ସରକାରୀ, ବେସରକାରୀ, କୋର୍ଟ…

7 years ago

ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଗଣ୍ଡତୁରୁମ,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଅରେଇଗୁଡ଼ି ଗ୍ରାମରେ ବୁଧବାର ରାତିରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ପୋଲିସ…

7 years ago

ଭେଡେନ୍‌ ଗଣବଳାତ୍କାର, ହତ୍ୟା ମାମଲା: ମାନବିକ ଅଧିକାର ଉଲ୍ଲଂଘନ କରିଛି ପୋଲିସ: ଓଏଚ୍‌ଆର୍‌ସି

କଟକ ଅଫିସ, ୨୬।୯: ବରଗଡ ଜିଲା ଭେଡେନ୍‌ ଥାନା ଅଞ୍ଚଳରେ ଘଟିଥିବା ତିନି ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଦୁଇ ଜଣଙ୍କୁ ହତ୍ୟା ଘଟଣାରେ ରାଜ୍ୟ ମାନବାଧିକାର…

7 years ago

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ଅଧିଗ୍ରହଣ ହେବ ୧୫ ଏକର ଜମି

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ସର୍ଭେ ଚାଲିଥିଲା। ହେଲେ…

7 years ago

ସରିଲା ରାଜାଙ୍କ ରିମାଣ୍ଡ ଅବଧି: ମିଳିଲାନି ନୂଆ ତଥ୍ୟ

ଜଗତ୍‌ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ ୩…

7 years ago

ଜିଲା ମୁଖ୍ୟଚିକିତ୍ସାଳୟରେ ଏମ୍‌ଆର୍‌ଙ୍କୁ ବାରଣ 

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ମେଡିସିନ୍‌ ରିପ୍ରେଜେଣ୍ଟେଟିଭ୍‌(ଏମ୍‌ଆର୍‌)ଙ୍କୁ ବାରଣ କରିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଏକ ପତ୍ର ମାଧ୍ୟମରେ…

7 years ago

ଗର୍ଭବତୀ,ଶିଶୁ ଯତ୍ନ ସମ୍ପର୍କିତ ଆଲୋଚନା ଚକ୍ର

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ସମାଜ…

7 years ago

ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ ମଧ୍ୟ…

7 years ago

ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ

ଡୁବୁରୀ,୨୬।୯(ଡି.ଏନ୍‌.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ ପରିସରରେ…

7 years ago