ଆମ ଜିଲା ଖବର

ନର୍ସିଂହୋମ୍‌ରେ ପ୍ରସୂତିଙ୍କୁ ବଳାତ୍କାର ଉଦ୍ୟମ : ଫାର୍ମାସିଷ୍ଟ ଗିରଫ

ଭଦ୍ରକ ଅଫିସ,୨୩।୯: ଗାନ୍ଧୀ ପଡ଼ିଆସ୍ଥିତ ଏକ ନର୍ସିଂହୋମ୍‌ରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ପ୍ରସୂତିଙ୍କୁ ଇଞ୍ଜେକ୍ସନ ଦେବା ବାହାନାରେ ଫାର୍ମାସିଷ୍ଟ…

7 years ago

ସାତ୍‌ସପନ ହେଇଛେ ଉଚ ଚିକିଛା

ଗୁଡ଼ଭେଲା,୨୩ା୯ (ଡି.ଏନ୍‌.ଏ.)- ରୂପେଲି ଠିକ୍‌ ହେଇଯିବା, ନିଜେ ନିଜର କାମ୍‌ବୁତା କରିପାରବା। ଉନିଆ ଛୁଆକର ସଂଗେ ମିଶି ଖେଲବା। ପରିବାର ଲୁକ୍‌କର ଇ ସବୁ ସପନ୍‌ ଏହେଦେ…

7 years ago

ବାଇକ୍‌ ଯାଞ୍ଚବେଳେ ପୋଲିସ ଲାଠିମାଡରେ ଯୁବକ ଗୁରୁତର

ପାଟଣାଗଡ, ୨୩ା୯ (ଡି.ଏନ.ଏ.) ବଲାଙ୍ଗୀର ଜିଲା ପାଟଣାଗଡ ପୋଲିସ ତରଫରୁ ରବିବାର ସନ୍ଧ୍ୟାରେ ଡ୍ରିଙ୍କ ଆଣ୍ଡ ଡ୍ରାଇଭକୁ ନେଇ ଚେକିଂ ଚାଲିଥିଲା। ଏହି ସମୟରେ ପୋଲିସ ଲାଠି…

7 years ago

ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨୩।୯(ନି.ପ୍ର.) : ଭାରତୀୟ ମଜଦୂର ସଂଘ ପକ୍ଷରୁ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହର ଦାବିରେ ସୋମବାର ଖଣି ବନ୍ଦ ଆନ୍ଦୋଳନ କରାଯାଇଛି।…

7 years ago

ଟ୍ରକ୍‌-ଟ୍ରେଲର ମୁହାଁମୁହିଁ ଧକ୍କା; ୮ ଘଣ୍ଟା ରାସ୍ତା ଜାମ୍‌

ପରଜଙ୍ଗ, ୨୩।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଭୋର୍‌ ୩ଟାରେ ଛାତିଥରା ଦୁର୍ଘଟଣା ଘଟିଛି।…

7 years ago

କାଳିଆ କେଳେଙ୍କାରୀ: ୧୭,୧୭୬ ଅଯୋଗ୍ୟ ହିତାଧିକାରୀ

ଢେଙ୍କାନାଳ ଅଫିସ, ୨୩।୯: ‘କାଳିଆ’ କେଳେଙ୍କାରୀକୁ ନେଇ ଅଡୁଆରେ ପଡ଼ିଛନ୍ତି ରାଜ୍ୟ ସରକାର। ଯୁଆଡ଼େ ଉଣ୍ଡିଲେ ଯୋଜନାରେ ବାରି ହେଉଛି ଦୁର୍ନୀତିର ଗନ୍ଧ। ଦିନ ଯେତିକି ଗଡୁଛି ତାଲିକାରେ…

7 years ago

ଆଜି ନାଲ୍‌କୋ ବିଶ୍ୱକର୍ମା ପୂଜାର ମେଲାଣି ଉତ୍ସବ; ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼

ବଅଁରପାଳ,୨୩।୯(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ପ୍ରସିଦ୍ଧ ବିଶ୍ୱକର୍ମା ପୂଜାର ରବିବାର ଥିଲା ଶେଷ ସନ୍ଧ୍ୟା। ଛୁଟି ଦିନରେ ପୂଜା ଦେଖିବା ପାଇଁ ଆଖପାଖ ଅଞ୍ଚଳରୁ…

7 years ago

ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ପୁନର୍ଜୀବିତ କରିବାକୁ ପ୍ରୟାସ; ଉତ୍ତରପ୍ରଦେଶ ଗଲେ ୧୫ ଗ୍ରାମର ବାସିନ୍ଦା

ବନ୍ତଳା, ୨୩ା୯ (ଡି.ଏନ.ଏ.) ମହାବଳ ବାଘ ମହାବୀରର ମୃତ୍ୟୁପରଠାରୁ ଅନୁଗୋଳ ଜିଲା ସାତକୋଶିଆରେ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ସନ୍ଦିହାନ ହୋଇପଡ଼ିଛି। ବାଘୁଣୀ ସୁନ୍ଦରୀ ୧୦ମାସ ହେଲାଣି ବନ୍ଦୀ ଜୀବନ…

7 years ago

ପୁରୁଣାଗଡ ଗ୍ରାମ ରାସ୍ତା ଖାଲଖମା

ଛେଣ୍ଡିପଦା,୨୩।୯(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ପୁରୁଣାଗଡ ପୁରୁଣାସାହି ଠାରୁ ବରସାହି ପର୍ଯ୍ୟନ୍ତ ପ୍ରାୟ ୧ କିମି ଗ୍ରାମ କଂକ୍ରିଟ ରାସ୍ତା ରକ୍ଷଣାବେକ୍ଷଣ ଅଭାବରୁ ଖାଲଖମା ହୋଇପଡିଛି। ଫଳରେ…

7 years ago

ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ପ୍ରସୂତିଙ୍କ ହାତରେ ରହିଗଲା ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନ

ବନ୍ତଳା, ୨୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ପ୍ରସୂତିଙ୍କ ହାତରେ ସାଲାଇନ ପ୍ଲାଷ୍ଟିକ ଭେନଫ୍ଲୋନ ଭାଙ୍ଗି ରହିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାରୁ…

7 years ago