ଫୁଲବାଣୀ ଅଫିସ,୧୯ା୧୦: କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବାଟାଗୁଡା ପଞ୍ଚାୟତର ମହିଳାମାନେ ଏକତ୍ରିତ ହୋଇଛନ୍ତି। ପଞ୍ଚାାୟତରେ ଆଉ ମଦ ପୁରାଇ ଦେବେ ନାହିଁ। କେହି ଚୋରାରେ ବିକିଲେ…
ହିନ୍ଦୋଳ,୧୯ା୧୦(ଡି.ଏନ.ଏ): ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ଢେଙ୍କାନାଳ ଜିଲା। ପୂରପଲ୍ଲୀଠାରୁ ଆରମ୍ଭ କରି ସାରା ସହରରେ ମନ୍ତ୍ରଧ୍ୱନୀରେ ପ୍ରକମ୍ପିତ ହେଉଛି ମା’ଙ୍କ ମଣ୍ଡପ।…
ବଡ଼ବିଲ,୧୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳବାସୀ ବିପର୍ଯ୍ୟସ୍ତ ରାସ୍ତାଘାଟ, ଟ୍ରାଫିକ ସମସ୍ୟା, ପ୍ରଦୂଷଣରେ ଅତିଷ୍ଠ ହୋଇପଡ଼ିଛନ୍ତି। ଧୂଳିଧୂଆଁ ଜନିତ ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି…
ଚାନ୍ଦବାଲି, ୧୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଏକ ବେଆଇନ କରତକଳରେ ଭଦ୍ରକ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ଶନିବାର ଚଢାଉ କରାଯାଇଛି। ଚାନ୍ଦବାଲି କଲେଜ…
ବନ୍ତ,୧୯।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖାରୁ ଜଣେ ଗ୍ରାହକଙ୍କ ଜମାଖାତାରୁ ୬୬ ହଜାର ୮୧୩ ଟଙ୍କା ଗାଏବ ନେଇ ଅଭିଯୋଗ ହୋଇଥିଲା।…
ବାଲିଗୁଡ଼ା,୧୯।୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମନଖୋଲ ଛକରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ଏଥିରେ ଉଲ୍ଲେଖ ଅଛି, ଗ୍ରାମବାସୀ ଭାଇମାନେ ଜାଣନ୍ତୁ, ପୋଲିସମାନେ କହୁଛନ୍ତି,…
ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ…
ବାହାନଗା, ୧୯।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ଶନିବାର ଗ୍ରାମବାସୀ ତାଲାପକାଇ ଧାରଣାରେ ବସିଛନ୍ତି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ…
ଧର୍ମଶାଳା,୧୯।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରାଯାଇଛି।…
ମାଲକାନଗିରି,୧୯।୧୦(ଡି.ଏନ୍.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସର୍ଗିଗୁଡ଼ା ଗ୍ରାମର ଜଣେ ଗରିବ ଆଦିବାସୀ ଝିଅ ଚମ୍ପା କାଲାକୁରା ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…