ଆମ ଜିଲା ଖବର

ମାଲକାନଗିରି ଜିଲା ମ୍ୟୁନିସିପାଲଟି ପରିସରରେ ଅଗ୍ନିକାଣ୍ଡ: ଜଳିଗଲା ୬ରୁ ଊର୍ଦ୍ଧ୍ୱ ମୋଟରସାଇକେଲ

ମାଲକାନଗିରି, ୨୮।୬(ସ୍ବ.ପ୍ର.): ମାଲକାନଗିରି ଜିଲା ମ୍ୟୁନିସିପାଲଟି ପରିସରରେ ଶୁକ୍ରବାର ପୂର୍ବାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ରୁ ଊର୍ଦ୍ଧ୍ୱ ମୋଟରସାଇକେଲ ପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅଫିସ ପରିସରରେ…

7 years ago

ବଲାଙ୍ଗୀର ମେଡିକାଲ କଲେଜରେ ଡିଜିଟାଲ ବ୍ଲେଣ୍ଡେଡ୍‌ ଶିକ୍ଷା ବ୍ୟବସ୍ଥା

ବଲାଙ୍ଗୀର ଅଫିସ, ୨୮।୬: ବିଶ୍ୱସ୍ତରୀୟ ଶିକ୍ଷାଲାଭ କରିବା ପାଇଁ ଆଉ ବିଦେଶକୁ ଯିବାକୁ ପଡିବ ନାହିଁ। ନିଜ ଘରେ ବା କଲେଜରେ ବସି ଆମ ଛାତ୍ରୀଛାତ୍ରମାନେ ବିଶ୍ୱସ୍ତରୀୟ…

7 years ago

ପେପର ମିଲ୍‌ ଉପରେ ୧୫୦୦ କୋଟିର ବକେୟା

ଜୟପୁର,୨୮।୬ : କୋରାପୁଟ ଜିଲା ଜୟପୁର ସ୍ଥିତ ବିଲ୍ଟ ପେପର ମିଲ୍‌ରେ ଲାଗିରହିଥିବା ଅଚଳାବସ୍ଥା ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୫ ହଜାର ଲୋକଙ୍କ ଜୀବନ…

7 years ago

ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ : ୪ ମୃତ, ୫ ଗୁରୁତର

ବାରିପଦା ଅଫିସ,୨୮ା୬ : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଆଗରିଆ ଛକ ନିକଟରେ ଭୁବନେଶ୍ୱରରୁ ବାରିପଦା ଆସୁଥିବା କଳ୍ପନା ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି।…

7 years ago

ଚିକିତ୍ସା ଲାଗି ଟଁକା ବାଧକ:ଅଜନା ରୋଗ୍‌ରେ ବାପ୍‌ ଖଟେ, ପୁଓ ମାନ୍‌ସିକ ରୁଗୀ

ସିନାପାଲି, ୨୮।୬ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ବ୍ରାହ୍ମଣୀଗୁଡ଼ା ଗଁା। ସିନାପାଲି ସଦରନୁ ୧୨ କି.ମି. ଦୂରେ ରହିଥିବାର ଇ ଗଁାରେ ବାସ କରୁଛନ୍‌ ରାଧେଶ୍ୟାମ…

7 years ago

ଆରମ୍‌ ହେଲା ବଡ଼କଟାର ପୁନରୁଧାର କାମ୍‌

ଅତାବିରା, ୨୮।୬ (ଡି.ଏନ୍‌.ଏ): ଅନେକ ଜାଗାରେ ପରଶାସନିକ ଅବହେଲାର ଲାଗି ଗଁାଗଁଲିମାନକେ ଥିବାର ବଁଧ୍‌କଟା ତୁପି ହେଇଯାଉଛେ। ବଛର ବଛର ଧରି ଉନ୍‌ନତିକରନ୍‌ ନାଇଁ ହେବାର ଲାଗି…

7 years ago

ଘର ଭାଂଗବାର ୫ ବଛର ବିତଲା:ତାରପଲିନ୍‌ ତଲେ ବୁଢ଼ାବୁଢ଼ି, ପରହର ଘରେ ପୁଓବହ

ଅତାବିରା, ୨୮।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର କୃଷ୍ଣ ବନଛୁର(୬୪)। ସେ ଝନେ ନିହାତି ଗରିବ୍‌ ହେଇଥିଲାବେଲେ ୫ ବଛର…

7 years ago

ଆବାସ ଯୋଜନା ବାଟବନା:ପଲିଥିନ୍‌ ଢପା ଭଂଗା ଘରେ ଗରିବ ପରିବାର

ଖପ୍ରାଖୋଲ, ୨୮ା୬(ଡି.ଏନ.ଏ.): ଗରବ୍‌ ଦୁଖି ପରିବାର ଲାଗି ମୁଡ଼ ଗୁଁଜ୍‌ବାକେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକାଘର, ଇନ୍ଦିରା ଆବାସ, ମୋ କୁଡ଼ିଆ ଲେଖେଁ ଅନେକ ଆବାସ ଯୋଜନା…

7 years ago

ଢେଙ୍କାନାଳ କଲେଜ ପିଜି ପରୀକ୍ଷା ଫଳ ପ୍ରକାଶିତ: ବାଜି ମାରିଲେ ଝିଅ

ଢେଙ୍କାନାଳ ଅଫିସ, ୨୮।୬-ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ, ବାଣିଜ୍ୟ ଏବଂ ଇତିହାସ ସ୍ନାତକୋତ୍ତର (ପିଜି) ବିଭାଗ ପରୀକ୍ଷା ଫଳ ଗୁରୁବାର ମଧ୍ୟାହ୍ନରେ ପ୍ରକାଶିତ ହୋଇଛି। ଚଳିତ…

7 years ago

ଆସିଲା ବର୍ଷାଋତୁ, ୧୨୦୬ ବିଦ୍ୟାଳୟରୁ ୬୪୮ଟିରେ ନାହିଁ ରୋଷେଇ ଘର

ନୟାଗଡ଼ ଅଫିସ,୨୮।୬- ଗ୍ରୀଷ୍ମଛୁଟି ଅବକାଶରେ ୨ ମାସରୁ ଅଧିକ ଦିନ ବିଦ୍ୟାଳୟ ବନ୍ଦ ହେବା ପରେ ଗତ ଶୁକ୍ରବାର ଠାରୁ ଖୋଲିଛି। ତେବେ ଜିଲାର ଅଧିକାଂଶ ବିଦ୍ୟାଳୟରେ…

7 years ago