ଆମ ଜିଲା ଖବର

ଦୁର୍ଘଟଣାରେ ଭିଣୋଇ ମୃତ, ଶଳା ଗୁରୁତର

ବାସୁଦେବପୁର, ୨୮।୬ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ସହର ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଅପରାହ୍ନରେ ଦୁଇଟି ବାଇକ୍‌ ମଧ୍ୟରେ ଧକ୍କା ହେବାରୁ ଭିଣୋଇଙ୍କ ମୃତ୍ୟୁ…

7 years ago

କମୁନି ଚଳନ୍ତା ଟ୍ରେନରୁ କୋଇଲା ଚୋରି

ଭଦ୍ରକ ଅଫିସ, ୨୮।୬ - ଭଦ୍ରକ-ଧାମରା ରେଳପଥରେ ଚଳନ୍ତା ଟ୍ରେନରୁ କାଇଲା ଚୋରି କମୁନି। ଏହି କୋଇଲା ଚୋରା ଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦିନଦ୍ୱିପ୍ରହରେ…

7 years ago

ପୋଲିସ ଉପସ୍ଥିତିରେ ଟଳିଲା ବ୍ଲକ, ବ୍ୟାଙ୍କ ବିବାଦ

ଖଇରା, ୨୮।୬(ଡି.ଏନ.ଏ.)-ଖଇରା ବ୍ଲକର କେତେକ କର୍ମଚାରୀ ଓ ଖଇରା ଷ୍ଟେଟ ବ୍ୟାଙ୍କ ଶାଖାର ପରିଚାଳକ ବିଷ୍ଣୁ ମୋହନ ମହାପାତ୍ରଙ୍କ ମଧ୍ୟରେ ବୁଧବାର ହୋଇଥିବା ଗଣ୍ଡଗୋଳ ପୋଲିସ ଓ…

7 years ago

୩ ମାସ ପରେ ଖୋଲିଲା ଝୋଟ କାରଖାନା

ରୂପ୍‌ସା, ୨୮।୬(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଜୟକିଶନ ଦାସମଲ ଝୋଟ କାରଖାନା ଗୁରୁବାରଠାରୁ ଚାଲୁ କରାଯାଇଛି। ଦୀର୍ଘ ୩ ମାସ ଧରି ଏହି…

7 years ago

ପୃଥ୍ବୀ-୨ର ବ୍ୟବହାରିକ ପରୀକ୍ଷା

ବାଲେଶ୍ୱର ଅଫିସ, ୨୮ା୬- ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଉତ୍‌କ୍ଷେପଣ କେନ୍ଦ୍ରରୁ ଗୁରୁବାର ରାତି ୮ଟା ୩୦ ମିନିଟ୍‌ରେ ପୃଥ୍ବୀ-୨ କ୍ଷେପଣାସ୍ତ୍ରର…

7 years ago

‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ

ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ, ମୁନି…

7 years ago

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ…

7 years ago

ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି…

7 years ago

ଏସ୍‌ଏନ୍‌ସିୟୁରେ ନର୍ସଙ୍କ ଟିକ୍‌ଟକ ମାନିଆ: ୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ମାଲକାନଗିରି, ୨୭।୬(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ବତନ୍ତ୍ର ନବଜାତ ଶିଶୁ ଯତ୍ନ ୟୁନିଟ୍‌ରେ କାର୍ଯ୍ୟରତ ନର୍ସମାନେ ଟିକ୍‌ଟକ କରୁଥିବା ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା…

7 years ago

ବର୍ଷା ହେଲେ ସମବାୟ ସମିତି ଗୃହରୁ ପାଣି ଗଳୁଛି

ନାଉଗଁା,୨୭ା୬(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍‌ ଋଣ, ରିହାତି ଦରରେ ବିହନ…

7 years ago