ଆମ ଜିଲା ଖବର

ନିମ୍ନମାନର ରାସ୍ତା ନିର୍ମାଣ ଅଭିଯୋଗ: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା

ନୂଆଗାଁ,୧୯।୬ (ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯାଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ବିଭାଗୀୟ ଅଧିକାରୀ ଏହାକୁ…

7 years ago

୨ବର୍ଷ ବିତିଲା ହୋଇପାରୁନି ନୂତନ ଷ୍ଟ୍ରକ୍‌ଚର କାର୍ଯ୍ୟକ୍ଷମ: ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୬-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଗୋଡ଼ିପଡ଼ା ପଞ୍ଚାୟତ ଜାଗିରି ଖଇରପଟିଠାରେ ଏକ ନୂତନ ବିଦ୍ୟୁତ ଷ୍ଟ୍ରକଚର ନିର୍ମାଣ ହେବାର ୨ ବର୍ଷ ବିତିଲାଣି। ହେଲେ ଏହାକୁ…

7 years ago

ନୟାଗଡ଼ ଜିଲାକୁ ଟ୍ରେନ୍‌ ଗଡ଼ିବାରେ ଦୁଇବର୍ଷ ପୂରିଲା: ୨ରେ ସୀମିତ, ସ୍ପେଶାଲ ଟ୍ରେନ୍‌ ପାଲଟିଛି ସ୍ବପ୍ନ

ନୟାଗଡ଼ ଅଫିସ,୧୯।୬-୧୯ ଜୁନ୍‌ ୨୦୧୭ । ଏହି ଦିନ ନୟାଗଡ଼ ଜିଲାବାସୀଙ୍କ ପାଇଁ ଖୁସିର ଦିନ ଥିଲା। ଉକ୍ତ ଦିନ ରେଳ ମାନଚିତ୍ରରେ ନୟାଗଡ଼ ଜିଲା ସାମିଲ…

7 years ago

ବେଆଇନ ଇଟା ଭାଟି ଉପରେ ଚଢ଼ାଉ

ରଣପୁର,୧୯ା୬(ସ୍ବ.ପ୍ର.)-ପରିବେଶ ପ୍ରଦୂଷଣ ନିମନ୍ତେ ଇଟାଭାଟିଗୁଡ଼ିକୁ ଦାୟୀ କରାଯାଇ ରଣପୁରର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଉପରେ ଚଢ଼ାଉ କରାଯାଇଛି। ନୟାଗଡ଼ ଜିଲା ରଣପୁର ତହସିଲରେ ପରିବେଶ ନିୟମଗୁଡ଼ିକୁ…

7 years ago

ଅଣସରରେ ତିନି ଠାକୁର

ଖଣ୍ଡପଡ଼ା,୧୯ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ପୂର୍ଣ୍ଣମୀ ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱ ଠାକୁର ଭାବେ ବିରାଜିତ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଦେବସ୍ନାନ ଯାତ୍ରା ସୋମବାର ପାରମ୍ପାରିକ ରୀତିରେ ସମ୍ପନ୍ନ…

7 years ago

ଖରାରେ ଓଭରବ୍ରିଜ୍‌ ଉପରେ କାମ କରୁଛନ୍ତି ଶ୍ରମିକ: ବିପଜ୍ଜନକ କାର୍ଯ୍ୟ ସତ୍ତ୍ୱେ ନୀରବ ଶ୍ରମ ବିଭାଗ

ନିରାକାରପୁର,୧୯ା୬(ଡି.ଏନ୍‌.ଏ.)-ବର୍ତ୍ତମାନ ମଧ୍ୟ ଅନେକ ସ୍ଥାନରେ ତାତି କମିନାହିଁ। ତେଣୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବିପଜ୍ଜନକ ଭାବେ କୌଣସି ଶ୍ରମିକ କାର୍ଯ୍ୟ କରିବା ସରକାରୀ ନିୟମ…

7 years ago

ଜଗତ୍‌ସିଂହପୁରରେ କାୟାମେଲୁଛି ବ୍ରାଉନ ସୁଗାର ର଼୍ୟାକେଟ: ୩ ଗିରଫ, ୪.୭୩ ଗ୍ରାମ ବ୍ରାଉନ ସୁଗାର ଜବତ

ଜଗତ୍‌ସିଂହପୁର ଅଫିସ,୧୯ା୬: ଜଗତ୍‌ସିଂହପୁର ଜିଲାରେ ଏବେ ବ୍ରାଉନ ସୁଗାର ର଼୍ୟାକେଟ୍‌ କାୟା ମେଲିବାରେ ଲାଗିଛି। ବିଶେଷକରି କମ୍‌ ବୟସର ଯୁବକମାନେ ଅଳ୍ପ ପରିଶ୍ରମରେ ଅଧିକ ଟଙ୍କା ଉପାର୍ଜନ…

7 years ago

ଅଗ୍ନି ବିପନ୍ନଙ୍କୁ ମିଳୁନି ସହାୟତା: ଗୋଟିଏ ଘରେ ଗାଈ-ମଣିଷ

ନାଉଗାଁ,୧୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକ ନୂଆଗାଁ ପଞ୍ଚାୟତ ଭାସିଆକୁଦ ଗ୍ରାମର ବଟକୃଷ୍ଣ ଜେନା। ପରିବାର କହିଲେ ସ୍ତ୍ରୀ, ପିଲାଛୁଆ ଓ ଭାଇ କେଦାର, ଭାଉଜ ଓ ସେମାନଙ୍କ ପିଲାଛୁଆ…

7 years ago

ବିନା କାମ୍‌ରେ ସୂଚନା ଫଲକ

କୁଚିଣ୍ଡା, ୧୯।୬ (ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଗୋଛରା ପଁଚେତ୍‌ ଅଧୀନ ଲଇଗୁରା ଗଁାର ପାଏନ୍‌ ଖିଆ ବଁଧର ଉନ୍‌ନତିକରନ କାମ୍‌ ୪ ଲାଖ୍‌ ଟଁକା ଖରଚ ଅଟକଲରେ…

7 years ago

ପଁଚେତ୍‌ରୁ ବ୍ଲକ ତକ୍‌ ଗୁହାରି କରି ନିରାଶ: ଆବାସ ଯୋଜନାରୁ ବଁଚିତ୍‌ ଟିକ ହରିଜନ

ଭବାନୀପାଟଣା/କଲମପୁର,୧୯।୬(ଡି.ଏନ.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ଅସାହାମାନକର ଲାଗି ଭିନେ ଭିନେ ଯୋଜନା ତିଆର କରି ଥଇଥାନ କରୁଛନ୍‌। ଇଥିରଲାଗି ସର୍ଭେ କରି ତାଲିକା…

7 years ago