ଆମ ଜିଲା ଖବର

କ୍ଷତି ବଢ଼ିବା ପରେ ଚେତିଲା ପ୍ରଶାସନ: ମାସକ ମଧ୍ୟରେ କର୍ମଚାରୀଙ୍କୁ ମିଳିବ ବକେୟା

ଭଞ୍ଜନଗର,୧୯।୬(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆର୍‌ଟିସି ଜୋନର ଅସ୍ଥାୟୀ କର୍ମଚାରୀମାନେ ବକେୟା ଦରମା ଦାବି ନେଇ ଗତ ମାସରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଥିଲେ। ଜୋନ୍‌ର କ୍ଷତି ବଢ଼ିବା ପରେ ପ୍ରଶାସନ ଶେଷରେ…

7 years ago

ନାବାଳିକାଙ୍କ ଭିଡିଓ ଭାଇରାଲ, ୩ ଗିରଫ

ଆସିକା,୧୯ା୬(ଡି.ଏନ୍‌.ଏ.) -ଆସିକା ଥାନା ଇଲାକାରେ ଜଣେ ନାବାଳିକାଙ୍କ ଭିଡିଓ ଭାଇରାଲ୍‌ ଅଭିଯୋଗରେ ପୋଲିସ ମଙ୍ଗଳବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଆସିକା ଏନ୍‌ଏସି ଅଞ୍ଚଳର…

7 years ago

ଉପଖଣ୍ଡ ରାଜସ୍ବ ସମୀକ୍ଷା ବୈଠକ , ପଟ୍ଟା ଦେବାରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୯ା୬(ଡି.ଏନ.ଏ)-ଛତ୍ରପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ସ୍ଥାନୀୟ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀ…

7 years ago

କପ୍ତିପଦାରେ ଗଣ ମହୋତ୍ସବ ‘ବିରାଟ’ ଉଦଘାଟିତ: ’ମହୋସତ୍ବ ମାଧ୍ୟମରେ ସବୁ ବିଭେଦର ବିଲୟ ଘଟେ’

କପ୍ତିପଦା,୧୯ା୬(ଡ଼ି.ଏନ୍‌.ଏ)- ମହୋତ୍ସବ ମାଧ୍ୟମରେ ଜାତିବାଦ, ଆତଙ୍କବାଦ, ସନ୍ତ୍ରାସବାଦ ଭଳି ସବୁ ବିଭେଦର ବିଲୟ ଘଟେ । ସମଗ୍ର ବିଶ୍ୱରେ ଭାରତ ହିଁ ଅନନ୍ୟ ତାର ବିଶ୍ୱ ଭାତୃତ୍ୱର…

7 years ago

ହଳଦୀପଦା ରେଳ ଷ୍ଟେଶନକୁ ଅଣଦେଖା

ରୂପ୍‌ସା, ୧୯।୬(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ୍‌ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳ ଷ୍ଟେଶନ ଗମନାଗମନ କ୍ଷେତ୍ରରେ ଗୁରୁତ୍ୱ ବହନ କରିଆସୁଛି। ୬୦ବର୍ଷ ପୂର୍ବରୁ ଏହି ଷ୍ଟେଶନ…

7 years ago

ବାହାନଗା ଲେବଲକ୍ରସିଂରେ ଓଭରବ୍ରିଜ୍‌ ନିର୍ମାଣ ଦାବିକେନ୍ଦ୍ର, ରାଜ୍ୟଯନ୍ତ୍ରୀଙ୍କ ମିଳିତ ଅନୁଧ୍ୟାନ

ବାହାନଗା, ୧୯ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହକୁମା ଦେଇ ଯାଇଥିବା ରେଲୱେ ବିଭାଗର ଲେଭଲ କ୍ରସିଂରେ ଓଭରବ୍ରିଜ୍‌ ନିର୍ମାଣ ହେବା ନେଇ ଦୀର୍ଘଦିନ ହେଲା ଦାବି ହୋଇଆସୁଥିଲା।…

7 years ago

କାମାକ୍ଷାନଗର ଏନ୍‌ଏସି ହଟାଇଲା ଜବରଦଖଲ

କାମାକ୍ଷାନଗର, ୧୮।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିରେ ରାସ୍ତା ପାର୍ଶ୍ୱ ଡ୍ରେନ୍‌ ଉପରେ ଥିବା ଅସ୍ଥାୟୀ ଘରଗୁଡ଼ିକୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି।  ଏନ୍‌ଏସିର ସୌନ୍ଦର୍ଯ୍ୟକରଣ ବଢ଼ାଇବା ଏବଂ ଟ୍ରାଫିକ୍‌…

7 years ago

ଧର୍ମାନ୍ତରୀକରଣ ନେଇ ଗୁଣପୁରରେ ଉତ୍ତେଜନା

ଗୁଣପୁର,୧୮ା୬(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲ୍ଲା ଗୁଣପୁରଠାରେ ଧର୍ମାନ୍ତରୀକରଣକୁ ନେଇ ସୋମବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଉଭୟପକ୍ଷଙ୍କୁ ବୁଝାଶୁଝା କରି ପରିସ୍ଥିତିକୁ…

7 years ago

ଦାଦନ ଖଟିବାକୁ ଯାଉଥିବା ୮ନାବାଳକ ଷ୍ଟେଶନରୁ ଉଦ୍ଧାର

ରାୟଗଡା ଅଫିସ୍‌, ୧୮ା୬-  ଦାଦନ ଖଟିବାକୁ ଯାଉଥିବା ବେଳେ ମଙ୍ଗଳବାର ୮ଜଣ ନାବାଳକ ଉଦ୍ଧାର ହୋଇଛନ୍ତି । ଚାଇଲ୍ଡ ଲାଇନ୍‌ ସଦସ୍ୟ ଏମ୍‌.କ୍ରିଷ୍ଣାରାଓ, ଲକ୍ଷ୍ମଣ ଶବର, ରଣଜିତ…

7 years ago

ବେଆଇନ ଜବରଦଖଲ: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅମରପାଲି, ୧୮ା୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ତିଲେଇମାଲ ଗ୍ରାମବାସୀ ସୋମବାର ଗ୍ରାମର ବେଆଇନ ଜବରଦଖଲ ଉଚ୍ଛେଦ କରିବା ପାଇଁ ତହସିଲଦାରଙ୍କୁ ଦାବିପତ୍ର ଦେବା ସହିତ…

7 years ago