ଆମ ଜିଲା ଖବର

ଶିକ୍ଷକ ବଦଳି ନେଇ ସ୍କୁଲରେ ପଡ଼ିଲା ତାଲା

ନୂଆପଡ଼ା,୫ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ କୁରୁମପୁରି ପଞ୍ଚାୟତ ଦଳଦଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ବଦଳି ନେଇ ସୋମବାର ଅଭିଭାବକମାନେ ଗେଟ୍‌ରେ ତାଲା ପକାଇ…

9 months ago

ମନ୍ତ୍ରୀ-ଅଧିକାରୀଙ୍କ କଥାରେ ନାହିଁ ତାଳମେଳ: ସରଳୀକରଣ ହୋଇନି ପଞ୍ଜୀକରଣ, ମିଳିନି କ୍ଷତିପୂରଣ

ବରଗଡ଼, ୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପୁଣି ଚାଷୀ ଅସନ୍ତୋଷ ତେଜି ଉଠିଛି। ଖରିଫ ଧାନବିକ୍ରି ପଞ୍ଜୀକରଣ ବ୍ୟବସ୍ଥାରେ ଜଟିଳତା, ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଇନ୍‌ପୁଟ ସବ୍‌ସିଡି…

9 months ago

ଗନ୍ଧରେ ଫାଟିପଡ଼ୁୁଛି ନାକ: ଯାତ୍ରୀ ବିଶ୍ରମଗାର ବାହାରେ ସୁନ୍ଦର ଭିତରେ ଫମ୍ପା

ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରିଛକ ଉପରେ ରହିଥିବା ଯାତ୍ରୀ ବିଶ୍ରାମଗାରର ଅବସ୍ଥା ଶୋଚନୀୟ ହୋଇପଡିଛି ଉଦଘାଟନ ହେବାର ମାତ୍ର ୨୦ ମାସ…

9 months ago

ଦବୁଛି ଦନ୍ତା ବ୍ରିଜ, ରାଜପଥରେ ଯାତାୟତ ବିପଦସଙ୍କୁଳ

ବରଗଡ଼, ୪।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ଉପକଣ୍ଠ ଦନ୍ତାବ୍ରିଜ ବିପଦସଙ୍କୁଳ ହୋଇପଡିଛି। ବରଗଡ଼ -ସମ୍ବଲପୁର ରାସ୍ତାର କଲାପାଣି ନିକଟରେ ଦନ୍ତାନଦୀ ଉପରେ ରହିଥିବା ଏହି ବ୍ରିଜର…

9 months ago

ମାଡ଼ ମାରି ବାଇକ, ଟଙ୍କା ଲୁଟ ଘଟଣାରେ ଜଣେ ଗିରଫ

ଦିଗପହଣ୍ଡି,୪ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରରେ ରହୁଥିବା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ଏଲ.ଶିବା ରେଡ୍ଡୀଙ୍କୁ ଦିଗପହଣ୍ଡି ଥାନା ଏସଆଇ ଜ୍ୟୋତି ରଞ୍ଜନ ବେହେରା ସୋମବାର…

9 months ago

ସ୍ବାଧୀନତା ଦିବସ ପ୍ରସ୍ତୁତି …

କେସିଙ୍ଗା,୪ା୮(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ପକ୍ଷରୁ ଆସନ୍ତା ୧୫ ତାରିଖରେ ପାଳନ ହେବାକୁ ଥିବା ସ୍ବାଧୀନତା ଦିବସ ପାଇଁ ସୋମବାର ପ୍ରସ୍ତୁତି ବୈଠକ ସଦ୍‌ଭାବନା…

9 months ago

ପରିତ୍ୟକ୍ତ ଅବସ୍ଥାରେ ରାଜିବ ଗାନ୍ଧୀ ସେବା କେନ୍ଦ୍ର

ରିଷିଡା, ୪।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସ୍ଥିତ ରାଜିବ ଗାନ୍ଧୀ ସେବା କେନ୍ଦ୍ର ଗୃହ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ଦିର୍ଘବର୍ଷ ହେଲା କର୍ଲାମୁଣ୍ଡା…

9 months ago

ଚଷମାରେ ହିଡେନ କ୍ୟାମେରା ଲଗାଇ ଉଠାଉଥିଲେ କାଳିଆ ଫଟୋ , ପରେ …

ପୁରୀ,୪।୮: ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ କ୍ୟାମେରା ଯୁକ୍ତ ଚଷମା। କୀର୍ତ୍ତନଚକଡ଼ା ନିକଟରୁ ଏହି ହିଡେନ କ୍ୟାମେରା ଧରାପଡ଼ିଥିବା ଜଣାପଡ଼ିଛି। ଚଷମାରେ ହିଡେନ କ୍ୟାମେରା ଲଗାଇ ଫଟୋ…

9 months ago

ଏଟିଏମରୁ ଟଙ୍କା ଉଠାଇବାବେଳେ ବାହାରିଲା ଫଟା ୫୦୦ ଟଙ୍କିଆ ନୋଟ

ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ଥିବା ଏସବିଆଇର ଏଟିଏମରୁ ଅଚଳ ୫ ଶହ ଟଙ୍କିଆ ନୋଟ ବାହାରୁଥିବା ଅଭିଯୋଗ ହୋଇଛି।…

9 months ago

ନୂତନ ଜିଲା ସଭାପତି ବିକ୍ରମ ପଣ୍ଡାଙ୍କ ନାମ ଘୋଷଣା ପରେ ଏନଏସି ବିଜେଡିରେ ଖୁସିର ଲହରୀ

ଗଞ୍ଜାମ,୪।୮(ବିଦ୍ୟାଧର ସାହୁ ): ସୋମବାର ବିଜେଡି ନୂତନ ଜିଲା ସଭାପତି ଭାବେ ବିକ୍ରମ ପଣ୍ଡାଙ୍କ ନାମ ଘୋଷଣା ପରେ ଗଞ୍ଜାମ ଏନଏସି ବିଜେଡିରେ ଖୁସିର ଲହରୀ ଖେଳିଯାଇଛି…

9 months ago