ଜଗତ୍ସିଂହପୁର ଅଫିସ, ୧୭ା୯: ଭାରତ ସରକାର ଡିଜିଟାଲ ପେମେଣ୍ଟ ଉପରେ ଗୁରୁତ୍ୱ ଦେଉଛନ୍ତି। ଏହି ଆଧାରରେ ଦଶହରା ସମୟରେ ଜଗତ୍ସିଂହପୁର ସହରରେ ଥିବା ମଦ ଦୋକାନଗୁଡିକରେ ପଏଣ୍ଟ…
ତିର୍ତ୍ତୋଲ,୧୭ା୯(ଡି.ଏନ.ଏ.): ତିର୍ତ୍ତୋଲ ଥାନା ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ପ୍ରଧାନଶିକ୍ଷୟିତ୍ରୀଙ୍କ ସୁନାଚେନ୍ ଲୁଟ୍ ହୋଇଛି। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ଶ୍ରେଣୀଗୃହରେ ପଢାଉଥିବାବେଳେ ଦୁର୍ବୃତ୍ତ ଖେଳଣା…
କୁଜଙ୍ଗ,୧୭ା୯(ସ୍ବ.ପ୍ର): ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣିରେ ବିଭିନ୍ନ ଅଧିକାରୀଙ୍କୁ ଦିଆଯାଉଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ଅତିକମ୍ରେ ୬୦ଭାଗ ସମାଧାନ କରିବାକୁ ହେବ। ନ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ଦରମା ବନ୍ଦ…
ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର…
ତାଳଚେର,୧୭ା୯(ନି.ପ୍ର.) ପୂର୍ବରୁ ମା’ବାପା ଆଖିବୁଜି ସାରିଥିଲେ। ସାହାରା ଥିବା ଏକମାତ୍ର ଭାଇ ଗତ ଜୁନ ୨୪ରେ ଆରପାରିକୁ ଚାଲିଯିବା ପରେ ବଡ଼ ଅସହାୟ ହୋଇପଡ଼ିଛନ୍ତି ତାଳଚେର ବ୍ଲକ…
ତାଳଚେର,୧୭ା୯(ନି.ପ୍ର.) ଆବଶ୍ୟକ କୋଇଲା ଅଭାବରୁ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍)ର ୩ ଗୋଟି ୟୁନିଟ୍ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍…
ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି।…
କାମାକ୍ଷାନଗର, ୧୭।୯(ଡି.ଏନ୍.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ…
ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି।…
କୋମନା,୧୭।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ସିହିନାମୁଣ୍ଡା ଗାଁର ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍ଘାଟିତ ହୋଇଯାଇଛି। ଉଦ୍ଘାଟନୀ ମ୍ୟାଚ ଉଦ୍ୟାନବନ୍ଧ…