ପାତ୍ରପୁର,୧୬ା୯(ଡି.ଏନ୍.ଏ.)- ଜରଡ଼ା ଥାନା ଖମ୍ବାରୀଗଁା ପଞ୍ଚାୟତ ବାବନପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଖବର…
ଦାରିଙ୍ଗବାଡ଼ି,୧୬।୯(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ହିଲଭିୟୁ ପାର୍କ ପରିସରରେ ଥିବା ଶିଶୁ ରେଳଗାଡ଼ିକୁ ସୋମବାର ସନ୍ଧ୍ୟାରେ ଉଦ୍ଘାଟନ କରାଯାଇଛି ା ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ ବ୍ଲକ…
ବୁଗୁଡ଼ା,୧୬ା୯(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲାବଞ୍ଜର ଗ୍ରାମରେ ସୋମବାର ସନ୍ଧ୍ୟାରେ ଉକ୍ତ ଗ୍ରାମର ବାଳକୃଷ୍ଣ ଆଚାରୀଙ୍କ ଘରୁ ଏକ ୫ ଫୁଟିଆ ନାଗସାପ ଉଦ୍ଧାର କରାଯାଇଛି। ସାପଟି ଘରେ…
ଜି.ଉଦୟଗିରି,୧୬ା୯(ଡି.ଏନ.ଏ.)-ଜି.ଉଦୟଗିରି ଥାନା ଅଞ୍ଚଳର କଳିଙ୍ଗା ଠାରେ ଅବାଧ ମଦ କାରବାର ଚାଲିଛି। ଏସବୁ ମଦ ବିକ୍ରିକୁ ଦଳମତ ନିର୍ବିଶେଷରେ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଳିଙ୍ଗା ପଞ୍ଚାୟତର…
ସମ୍ବଲପୁର/କୁଚିଣ୍ଡା,୧୬।୯ (ବ୍ୟୁରୋ/ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ବ୍ଲକ ଜରାବଗା ଗ୍ରାମ ପଞ୍ଚାୟତ ଚାଲଟିକ୍ରା ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ୨୨ ଜଣ ଛାତ୍ରୀଛାତ୍ର…
ଢେଙ୍କିକୋଟ, ୧୬ା୯(ଡି.ଏନ୍.ଏ.)- ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଝାରବେଡ଼ା ଗ୍ରାମ ଚମ୍ପାଡିହି ସାହିର ସୁନାରାମ ମୁଣ୍ଡା (୫୫) ନାମକ ଜଣେ ବ୍ୟକ୍ତି ସୋମବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍ରେ…
ଯୋଡ଼ା ୧୬।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ବ୍ଲକ ସଭାଗୃହଠାରେ ସୋମବାର ଅନୁଷ୍ଠିତ କେନ୍ଦୁଝର ଜିଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଖଣି ଅଞ୍ଚଳର ରାସ୍ତାଘାଟ, ଜୁରୁଡି ଏସେଲ ମାଇନିଂ…
ଖୋର୍ଦ୍ଧା ଅଫିସ,୧୬।୯: ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ସୋମବାର ବ୍ୟବସାୟୀ ପ୍ରକାଶ ନାୟକ ଓରଫ ମୁନାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିଲା।…
ପାଲଲହଡା,୧୬।୯(ଡି.ଏନ.ଏ.)-ପାଲଲହଡାର ପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା ଆସନ୍ତା ୧୩ରେ ଅନୁଷ୍ଠିତ ହେବ। ଏ ନେଇ ସୋମବାର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହଠାରେ ଏକ…
ଚାନ୍ଦବାଲି,୧୬।୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ବାଲିଗଁା କୁହ୍ଲୀ ୱାର୍ଡ଼ରେ ସୋମବାର ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନଁା ଅଞ୍ଜନ କୁମାର…