ଆମ ଜିଲା ଖବର

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଧାମନଗର,୧୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ନାବାଳିକା ଜଣକ ଟ୍ୟୁସନରୁ ଫେରୁଥିବା ବେଳେ ଉକ୍ତ ଅଞ୍ଚଳର…

7 years ago

ସୁନ୍ଦରଗଡ଼ ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ: ସ୍ପଷ୍ଟୀକରଣ ରଖିଲେ ଜିଲାପାଳ

ସୁନ୍ଦରଗଡ଼,୧୨।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ନାଁରେ ଫେସ୍‌ବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲାଯାଇ ଲାଞ୍ଚ ମଗାଯାଉଛି। ଏହା ମାଧ୍ୟମରେ ଦାମୀ ଉପହାର, ମୋବାଇଲ ଦେବାକୁ କୁହାଯାଉଛି।…

7 years ago

୨ ଗୋରୁ ବୋଝେଇ କଣ୍ଟେନର ଅଟକ: ୮ ଗିରଫ

ରେମୁଣା,୧୨ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଟୋଲ୍‌ଗେଟ୍‌ ଦେଇ ୭ ଗୋରୁବୋଝେଇ କଣ୍ଟେନର ଯାଉଥିବା ବେଳେ ଆର୍‌ଏସ୍‌ଏସ୍‌ର କେତେଜଣ ଯୁବକ ତାଙ୍କୁ ପିଛା କରି…

7 years ago

ଏସ୍‌ସିବି ମେଡିକାଲରେ ଅଘଟଣ: ତିନି ମହଲାରୁ ଡେଇଁ ରୋଗୀ ମୃତ

କଟକ ଅଫିସ, ୧୨।୧୦: କଟକ ଏସ୍‌ସିବି ମେଡିକାଲର ତିନି ମହଲାରୁ ଡେଇଁ ଶନିବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆ ମେଡିସିନ ବିଭାଗ ନିରାଶ୍ରୟ ଓ୍ବାର୍ଡ ତିନି…

7 years ago

ମଦ ଜବତ, ୫ କୋର୍ଟ ଚାଲାଣ

ବଡ଼ବିଲ,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିିଲା ବଡ଼ବିଲ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪୫ ଲିଟର ମହୁଲି ମଦ ଜବତ କରିବା ସହ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ…

7 years ago

ଟ୍ରକ୍‌ ଧକ୍କାରେ ଛାତ୍ର ମୃତ, ୨ ଗୁରୁତର: କଟକ-ପାରାଦୀପ ରାସ୍ତା ଅବରୋଧ

ପାରାଦୀପ, ୧୨।୧୦(ସ୍ବ.ପ୍ର.): କଟକ-ପାରାଦୀପ ରାସ୍ତାର ଭୂତମୁଣ୍ଡାଇ ନିକଟ ବରେଇ ଛକରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ…

7 years ago

ବଡ଼ ବଜାର ପୋଷ୍ଟ ଅଫିସ କମ୍ପ୍ୟୁଟର ଅଚଳ: ସେବା ଠପ୍‌

ଗଞ୍ଜାମ,୧୨।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ ବଜାରରେ ଥିବା ପୋଷ୍ଟ ଅଫିସ କମ୍ପ୍ୟୁଟର ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଅଚଳ ରହିଛି। ଫଳରେ ପୋଷ୍ଟ ସମ୍ବନ୍ଧୀୟ ସେବା ଠପ୍‌…

7 years ago

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ଖୋର୍ଦ୍ଧା ଅଫିସ, ୧୨।୧୦: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସିକୋ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଶୁକ୍ରବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତମାନେ ମାସର ୨ୟ…

7 years ago

ବଜ୍ରପାତରେ ୨ ମୃତ

ଖୋର୍ଦ୍ଧା ଅଫିସ, ୧୨।୧୦: ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା ପୁବୁସାହି ପଞ୍ଚାୟତ ଚାନ୍ଦପୁର ଗଁ।ର ପ୍ରହଲ୍ଲାଦ ବେହେରା(୩୫) ଓ…

7 years ago

ଭଉଣୀର ମୃତଦେହକୁ ମିଳିଲାନି କାନ୍ଧ: ସାଇକେଲରେ ବୋହି ଅନ୍ତିମ ସତ୍କାର କଲେ ୨ ଭାଇ

ଚନ୍ଦାହାଣ୍ଡି, ୧୨।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରିଗୁଡ଼ା ପଞ୍ଚାୟତ ମଡ଼ିଗାଁରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଭଉଣୀ ମୃତଦେହକୁ କାନ୍ଧ ନ ମିଳିବାରୁ…

7 years ago