ଆମ ଜିଲା ଖବର

ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ

ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି ।…

7 years ago

ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ

ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ…

7 years ago

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର…

7 years ago

ନବନିର୍ମାଣ କୃଷକ ସଙ୍ଗଠନର ସମାବେଶ

ନୟାଗଡ଼ ଅଫିସ,୧୦ା୧୦: ନବନିର୍ମାଣ କୃଷକ ସଙ୍ଗଠନର ନୟାଗଡ଼ ଜିଲାସ୍ତରୀୟ ସମାବେଶ ବୁଧବାର ସହରସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ…

7 years ago

୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ…

7 years ago

ସ୍ତ୍ରୀ, ପିଲାଙ୍କୁ ଛାଡ଼ି କାଠଯୋଡ଼ିକୁ ଡେଇଁଲେ ଯୁବକ

କଟକ ଅଫିସ/ଫୁଲନଖରା, (ଡି.ଏନ.ଏ.)୯ା୧୦:  ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ନିଆଳି ଥାନା ଅଧୀନ କରଞ୍ଜ ଗ୍ରାମର ପ୍ରଧାନ…

7 years ago

ମା’ଙ୍କୁ ମେଲାଣି: ବାଜାବାଣରେ ଦୁଲୁକିଲା କାମାକ୍ଷାନଗର

କାମାକ୍ଷାନଗର, ୯।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଦଶହରାର ଅନ୍ତିମପର୍ବ ଭସାଣି ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମିଳିତ ଭସାଣି ଶୋଭାଯାତ୍ରାରେ ୧୫ଟି ମେଢ଼ ମଧ୍ୟରୁ ୧୪ଟି ସାମିଲ…

7 years ago

ଭସାଣି ପାଇଁ କମ୍ପୁଛି ବୀରମହାରାଜପୁର

ଅମରପାଲି, ୯।୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ବ୍ଲକ ବୀରମହାରାଜପୁର ଅଞ୍ଚଳରେ ହେଉଥିବା ଦଶହରା ପୂଜା ଉଦ୍‌ଯାପିତ ହୋଇଛି। ସଦର ବୀରମହାରାଜପୁରରେ ତିନୋଟି ସ୍ଥାନରେ ପୂଜା ହୋଇଥିଲା। ସ୍ଥାନୀୟ ତ୍ରିବେଣୀ ଛକ,…

7 years ago

ଅବକାରୀ ଚଢ଼ାଉ, ୬ ଗିରଫ

ଢେଙ୍କାନାଳ ଅଫିସ, ୯।୧୦-ଢେଙ୍କାନାଳ ଜିଲା ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୬ଜଣଙ୍କୁ ଗିରଫ କରାଯାଇଛି। ଭୁବନ ଥାନା ଟିପିଲେଇ ଛକ…

7 years ago

ବଜ୍ରପାତରେ ଜଣେ ମୃତ

ଚମ୍ପୁଆ, ୯।୧୦(ଡି.ଏନ.ଏ.): ଚମ୍ପୁଆ ଥାନା ଅନ୍ତର୍ଗତ ସୁନାପଶି ପଞ୍ଚାୟତର ଇନ୍ଦ୍ରପ୍ରସ୍ଥ ଠାରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନାଥ ଚନ୍ଦ୍ର ମହାନ୍ତ। ଖବର ଅନୁସାରେ…

7 years ago