ଆମ ଜିଲା ଖବର

ରାଜସ୍ବ ନିରୀକ୍ଷକଙ୍କୁ ଘେରିଲେ ଲୋକେ

ବ୍ରହ୍ମପୁର ଅଫିସ,୭।୬- ପୋଲସରା ତହସିଲ ପାଣ୍ଡିରିପଡ଼ା ଗ୍ରାମପଞ୍ଚାୟତସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଆଦିବାସୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବା ଲାଗି କିଛି ଟଙ୍କା…

7 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ।…

7 years ago

ଜାତିର ଉନ୍ନତିରେ ଦେଶର ଉନ୍ନତି

ବଇଣ୍ଡା,୭।୬(ଡି.ଏନ.ଏ.)-ପୁରାତନ ସଂସ୍କୃତି ତଥା ସାମାଜିକ ଚଳଣିକୁ ଯେଉଁ ସମାଜ ଗୁରୁତ୍ୱ ଦେଇ ଆସୁଛି ସେହି ସମାଜର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ହେଲେ ବର୍ତ୍ତମାନ ଯୁବପିଢିମାନେ ପୁରାତନ…

7 years ago

କପିଳାସ ଚିଡ଼ିଆଖାନାର ନୂତନ ଅତିଥି ‘ହିରୋ’

ଢେଙ୍କାନାଳ ଅଫିସ, ୭ା୬-ସମ୍ବଲପୁର-ଦେବଗଡ଼ ଜିଲା ମଧ୍ୟବର୍ତ୍ତୀ ବାମରା ବନଖଣ୍ଡରୁ ଉଦ୍ଧାର ହୋଇଥିବା ହାତୀ ଶାବକ କପିଳାସ ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରର ନୂତନ ସଦସ୍ୟ ପାଲଟିଛି। ଏକ ସ୍ବତନ୍ତ୍ର…

7 years ago

ବର୍ଷାଦିନ ପୂର୍ବରୁ ହେଉ ରାସ୍ତା ନିର୍ମାଣ: ଜିଲାପାଳଙ୍କୁ ଭେଟିଲେ ଇଟାଗଡ଼ି ଗଁ। ଲୋକେ

ତିହିଡ଼ି, ୭।୬ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ କୁବେରା ପଞ୍ଚାୟତ ଅଧୀନ ଇଟାଗଡ଼ି ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ଯେଉଁ ରାସ୍ତା ଅଛି ତାହାର…

7 years ago

ଏନ୍‌ଏସି ସୁଇପରଙ୍କୁ ମିଳୁନାହିଁ ମାସିକ ମଜୁରି, ସୁଇପର ସଂଘ ଉପଜିଲାପାଳଙ୍କ ଦ୍ୱାରସ୍ଥ

ଭବାନୀପାଟଣା,୭।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ଏନ୍‌ଏସି ଆଉଟସୋର୍ସିଂ କମ୍ପାନୀ କାର୍ଯ୍ୟରେ ନିୟୋଜିତ କରିଥିବା ସୁଇପର କର୍ମଚାରୀଙ୍କୁ ଦରମା ମିଳୁ ନ ଥିବା ଓ ଇପିଏଫ ଆକାଉଣ୍ଟରେ ଟଙ୍କା…

7 years ago

ଘରପୋଡି କ୍ଷତିଗ୍ରସ୍ତଙ୍କୁ ସରକାରୀ ଆବାସ ଯୋଜନା ଦାବି

ଆନନ୍ଦପୁର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ନପଙ୍ଗା ଗ୍ରାମରେ ଅଗ୍ନିକାଣ୍ଡରେ ଗତ ମାର୍ଚ୍ଚ ୨୫ ତାରିଖରେ ୫ ପରିବାରର ୧୦ ବଖରା ଘର ପୋଡିଯାଇଥିଲା।…

7 years ago

ଜୀବନ ସହ ସଂଗ୍ରାମ କରୁଛନ୍ତି ମହିଳା: ଆର୍ଥିକ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି

ଆନନ୍ଦପୁର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ଶାଳଦେଇ ଗ୍ରାମର ୪୨ ବର୍ଷୀୟା ସୁବାସିନୀ ଓଝା ଟ୍ୟୁମରର ଶିକାର ହୋଇ ବିଛଣାରେ ପଡିରହିଛନ୍ତି। ୨ ବର୍ଷ…

7 years ago

ଚେତୁନାହିଁ ବିଦ୍ୟୁତ ବିଭାଗ: ଅଭିନବ ଉପାୟରେ ବିଦ୍ୟୁତ ଯୋଗାଣ

କେନ୍ଦୁଝର,୭।୬(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଭାଲୁପାଳି ସାହିରେ ବିଦ୍ୟୁତ ଖୁଣ୍ଟ ଅଭାବରୁ ଏକ କଞ୍ଚା ବାଉଁଶରେ ବତା ସାହାଯ୍ୟରେ ତାରକୁ ଟେକି ବିଦ୍ୟୁତ…

7 years ago

ଟ୍ରାକ୍ଟର ଚାପାରେ ଶିଶୁ ପୁତ୍ରର ମୃତ୍ୟୁ: ଗାଁରେ ଉତ୍ତେଜନା

ପାଟଣା,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦମାହୁଦା ପଞ୍ଚାୟତ ବେଲସରେଇ ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଟ୍ରାକ୍ଟର ଚାପାରେ ଜଣେ ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି।…

7 years ago