କେନ୍ଦୁଝର/ରାଇସୁଆଁ,୧୨।୯(ସ୍ବ.ପ୍ର./ଡି.ଏନ୍.ଏ.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ହରିଡ଼ାଗୋଠ ନିକଟ ଟ୍ରେନ୍ ଲାଇନ୍ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତଦେହଟି ମୁହଁମାଡ଼ି ପଡ଼ିଥିଲା।…
କୋଟଗଡ଼,୧୨।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଗ୍ରାମରେ ବୁଧବାର ନୂଆଖାଇ ପର୍ବ ପାଳନ ବେଳେ କୌଣସି କାରଣକୁ ନେଇ ତିନି ବନ୍ଧୁଙ୍କ ମଧ୍ୟରେ ବଚସା ହୋଇଥିଲା।…
ଛତିଆ,୧୨।୯(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀପାଟଣା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ତେଜରାତି ଦୋକାନ…
କୋରୁକୋଣ୍ଡା,୧୨।୯(ଡି.ଏନ୍.ଏ.) : ମାଲକାନଗିରି ଜିଲା କୋରୁକୋଣ୍ଡା ସଦରଠାରେ ସାଉଥ୍କୋ ଦ୍ୱାରା ପରିଚାଳିତ ସବ୍ଷ୍ଟେଶନଟି ଆଜକୁ ଦୀର୍ଘ ୭ ମାସ ହେବ ଅଚଳ ହୋଇପଡ଼ିଛି। ଫଳରେ ଏନେଇ ଶକ୍ତିବିଭାଗର…
ଦାରିଙ୍ଗବାଡି,୧୨।୯(ଡ.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶିବ…
ଝାରସୁଗୁଡ଼ା ଅଫିସ/ଲଖନପୁର, ୧୨।୯(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିସତ୍। ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏପରି କି ଜଣେ ନର୍ସ…
କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍ସିଂହପୁର ଅତିରିକ୍ତ…
ପୁରୀ ଅଫିସ, ୧୨।୯: ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ନିର୍ମାଣ ପାଇଁ ଓଡ଼ିଶା ଯୁବ ଚେତନା ସଙ୍ଗଠନ ଦାବି କରିଛି। ଏ ନେଇ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ…
ଛତିଆ,୧୨।୯(ଡି.ଏ.ଏନ.): ଯାଜପୁର ଜିଲାର ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀ ପାଟଣା ଗଁ।ର ଏକ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଉକ୍ତ ଗଁ।ର…
ଆନନ୍ଦପୁର,୧୨।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟଠାରେ ନିୟୋଜିତ ଠିକାସଂସ୍ଥାର ସଫେଇ କର୍ମଚାରୀମାନେ ଗୁରୁବାର ପୂର୍ବାହ୍ନରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଠିକ୍ ସମୟରେ ଦରମା କିମ୍ବା…