ବୌଦ୍ଧ,୩।୬(ସ୍ବ.ପ୍ର): ମା’ବାପ୍ ପୁଓଟେ ପାଏବାର ଲାଗି କେତେ ଉପାସ, ପୂଜାପାଠ୍ କଲେ। ଶେଷେ ପୁଓଟେ ପାଏଲେ। ହେଲେ ପୁଓ ଜନମ ହେବାର ମାସକେତେ ଉତାରୁ କେହେନ୍ସି ଗୁଟେ…
ଅତାବିରା, ୩।୬ (ଡି.ଏନ୍.ଏ): ପେଟର ଲାଗି ଦାନା ଯୁଗାଡ଼ କରବାକେ ରାଜସ୍ଥାନ ଜଲବାର ଗାଁରୁ ଆସି ଗୁଟେ ପରିବାର ଓଡ଼ିଶାର ଭିନେ ଭିନେ ଅଂଚଲରେ ବୁଲୁଛନ୍। ସେମାନେ…
ବୋଲଗଡ଼,୩ା୬(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଠାରେ ଚାଲିଥିବା ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଠାରେ ରାମଲୀଳା ଯାତ୍ରା ପ୍ରାୟ ଏକମାସ ଧରି ଚାଲିଥିଲା। ଶନିବାର…
ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍ କାଟ୍ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ…
ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ଗିରାଙ୍ଗ ସିପିପି ରାସ୍ତାପାର୍ଶ୍ୱରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭରଶୀଳ ୩ ସାହିବାସୀ…
ତାଳଚେର, ୩ା୬(ନି.ପ୍ର.) ତାଳଚେର ବ୍ଲକ ବିକ୍ରମପୁର ଥାନା ଅନ୍ତର୍ଗତ ଭଞ୍ଜ କଲୋନୀରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ଯୌତୁକଜନିତ ହତ୍ୟା ବୋଲି ପରିବାର ପକ୍ଷରୁ ଥାନାରେ ଅଭିଯୋଗ…
ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ଯାତ୍ରୀ ବିଶ୍ରାମାଗାରଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏହାର ମରାମତି କରାଯାଉ ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…
ଛେଣ୍ଡିପଦା,୩।୬(ସ୍ବ.ପ୍ର.) ଅନୁଗୋଳ ଛେଣ୍ଡିପଦା ୬୩ନଂ. ରାଜ୍ୟ ରାଜପଥର ଉଭୟ ପାର୍ଶ୍ୱରେ ଥିବା ଅନେକ ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା ଯାତ୍ରୀଙ୍କ ପାଇଁ ବିପଦ ସୃଷ୍ଟି…
ଢେଙ୍କିକୋଟ, ୩ା୬(ଡି.ଏନ୍.ଏ.) -ଘଟଗାଁ ତହସିଲ ଅଧୀନ ପିପିଳିଆ ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଜଣେ ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ଫେରାର ଥିବା ଜଣାପଡ଼ିଛି। ପୋଲିସ ସୂଚନା…
ବ୍ରହ୍ମପୁର ଅଫିସ,୩ା୬: ସଦର ଥାନା ଅନ୍ତର୍ଗତ ଲୋଚାପଡା ଚୈତନ୍ୟନଗରରେ ରହୁଥିବା ଜଣେ ମହିଳାଙ୍କ ଘରେ ପଶି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ…