ଆମ ଜିଲା ଖବର

ବଳଦଯାତ୍ରା ପାଇଁ ଚଳଚଞ୍ଚଳ ଭୁବନ

ଭୁବନ, ୭।୧୦(ଡି.ଏନ.ଏ.)-ମଙ୍ଗଳବାର ଐତିହାସିକ ବଳଦଯାତ୍ରା। ଏହାକୁ ଆଉ କେଇଘଣ୍ଟା ବାକି। ବାଣିଜ୍ୟ ପରମ୍ପରାକୁ ନେଇ ସମୃଦ୍ଧ ଏହି ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଭୁବନ ସହର। ଉଜ୍ଜ୍ୱଳ…

7 years ago

ଦଶହରାରେ ବିଦ୍ୟୁତ୍‌ ବିଭ୍ରାଟ: ୧୧ କେଭି ବିଦ୍ୟୁତ୍‌ ତାର ଉପରେ ଗଛ କାଟି ପକାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୭।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରୁ ବିଭିନ୍ନ ଗ୍ରାମକୁ ସଂଯୋଗ ହୋଇଥିବା ୧୧ କେଭି ବିଦ୍ୟୁତ ତାର ଉପରେ ଦୁର୍ବୃତ୍ତମାନେ ବିରାଟ ଗଛ କାଟି ପକାଇଛନ୍ତି। ଫଳରେ ୧୦ରୁ…

7 years ago

୫୦ ଫୁଟ ବ୍ରିଜ୍‌ ତଳକୁ ଖସିଲା ରୋଲର ବୋଝେଇ ଟ୍ରେଲର: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୭।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗାଠାରେ ୫୦ ଫୁଟ ପୋଲ ତଳକୁ ସୋମବାର ଏକ ରୋଲର ବୋଝେଇ ଟ୍ରେଲର ଖସି ପଡିଛି ା ଏଥିରେ କେହି…

7 years ago

୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ବୃତ୍ତ ଫେରାର

ବାଲେଶ୍ୱର ଅଫିସ,୭।୧୦: ବାଲେଶ୍ବର ଜିଲା ସହଦେବଖୁଣ୍ଟା ଥାନା ଝାଡ଼େଶ୍ବର ମନ୍ଦିର ନିକଟରେ ସୋମବାର ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନ ଥିବା…

7 years ago

ସାଧୁତା, ସତ୍ୟତାକୁ ନେଇ ଖବର ପରିବେଷଣ ହେବା ଉଚିତ

କଟକ ଅଫିସ,୭।୧୦: ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ଦୈନିକ ଖବରକାଗଜ ସମାଜର ଶତବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ କଟକ ଜବାହରଲାଲ ନେହେରୁ ଇନ୍‌ଡୋର…

7 years ago

ମତ୍ସ୍ୟଜୀବୀଙ୍କ ଜାଲରେ ସାଙ୍କୁଚ

ମାଧପୁର, ୭।୧୦: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ ବେଲଦୁଲା ଗ୍ରାମର ଜଣେ ମତ୍ସ୍ୟଜୀବୀ ରବିବାର ମହାନଦୀରୁ ବିରଳ ପ୍ରଜାତିର ସାଙ୍କୁଚ ମାଛ ଧରିବା ସ୍ଥାନୀୟ…

7 years ago

କୁମ୍ଭୀର ଆକ୍ରମଣରେ ଜଣେ ଗୁରୁତର

କେନ୍ଦ୍ରାପଡା ଅଫିସ, ୭।୧୦: କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁରସ୍ଥିତ ବିରୂପା ନଦୀ ପଠାରେ ରବିବାର କୁମ୍ଭୀର ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଆହତ ଜଣକ ହେଲେ ଏହି ବ୍ଲକ…

7 years ago

ବସ୍‌ ଧକ୍କାରେ ଅଟୋ ଚୂର୍‌ମାର: ୨ମୃତ

ବଲାଙ୍ଗୀର ଅଫିସ,୭।୧୦ :ବଲାଙ୍ଗୀର ସଦର ବ୍ଲକ ଦାଉପାଲି ଛକରେ ରବିବାର ଅପରାହ୍ନରେ ବସ୍‌ ଧକ୍କାରେ ଏକ ଅଟୋ ଚୁରମାର ହୋଇଯାଇଛି। ଅଟୋରେ ଥିବା ଡଙ୍ଗାଘାଟର ରଞ୍ଜିତ ସାହୁ…

7 years ago

ସୋସିଆଲ ମିଡିଆରେ ଆନନ୍ଦବଜାର ଫଟୋ ଭାଇରାଲ

ପୁରୀ ଅଫିସ,୭ା୧୦ : ସୋସିଆଲ ମିଡିଆରେ ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ। ଆନନ୍ଦବଜାର ପରିସରରେ ମହାପ୍ରାସଦ ସେବନ କରୁଥିବା କେଜେଜଣ ଭକ୍ତଙ୍କ ଫଟୋ ସୋସିଆଲ ମିଡିଆରେ…

7 years ago

ସୁନାବେଶରେ ଦର୍ଶନ ଦେଲେ ମା’ ତାରିଣୀ

ଘଟଗାଁ, ୭।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ପୀଠରେ ମା’ ତାରିଣୀଙ୍କ ଶାରଦୀୟ ପୂଜା ଉପଲକ୍ଷେ ରବିବାର ମହାଷ୍ଟମୀ ତିଥିରେ ସୁନାବେଶ ଅନୁଷ୍ଠିତ ହୋଇଥିଲା। ଶହ ଶହ ଭକ୍ତ…

7 years ago