ଆମ ଜିଲା ଖବର

ଜମି ପଟ୍ଟା ଯୋଗାଇଦେବାକୁ ଜିଲାପାଳଙ୍କୁ ନିବେଦନ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଯାଜପୁର ବ୍ଲକର ସିମିଳିଆ ପଞ୍ଚାୟତର ଶହ ଶହ ଲୋକମାନେ ଜମିପଟ୍ଟା ପାଇବାରୁ ବଞ୍ଚତ୍ତ ଅଛନ୍ତି। ଏନେଇ ଗତ ମାର୍ଚ୍ଚ ୬ ତାରିଖରେ ଏହି ପଞ୍ଚାୟତର…

7 years ago

ଜିଲାପାଳଙ୍କ ଅଭିଯୋଗ ଶୁଣାଣି:୧୪୪ ଅଭିଯୋଗରୁ ୭୧ଟିର ତତ୍କାଳ ସମାଧାନ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଜିଲାସ୍ତରୀୟ ଅଭିଯୋଗ ଶୁଣାଣି ସ୍ଥାନୀୟ ଜିଲାପରିଷଦ ସଭାଗୃହରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତେବେ କ୍ରମାଗତ ଛୁଟି, ବର୍ଷାଋତୁ ଓ ବିଶେଷ ପ୍ରଚାରପ୍ରସାର ନ ଥିବାରୁ…

7 years ago

ଦଶରଥପୁର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଦଶରଥପୁର,୧୧-୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ ଦଶରଥପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଦୁଇଦିନିଆ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଦଶରଥପୁର ବ୍ଲକ ଅଧ୍ୟକ୍ଷା ସୁଜାତା ସାହୁ ପ୍ରଦୀପ…

7 years ago

ବିଶ୍ୱ ମାନବାଧିକାର ସୁରକ୍ଷା ସଂଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ:ପ୍ରଦୂଷଣ ମୁକ୍ତ ସମାଜ ଗଠନର ଆହ୍ବାନ

ଯାଜପୁର ରୋଡ,୧୧ା୯(ନି.ପ୍ର.)- ପ୍ରଦୂଷଣ ଆଇନକୁ କଡ଼ାକଡ଼ି ଭାବେ ପାଳନ ସହିତ ପ୍ରଦୂଷଣ ସୃଷ୍ଟିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରି କି ଏକ ପ୍ରଦୂଷଣ ମୁକ୍ତ…

7 years ago

ଗଭୀର ନଳକୂଅ ଖନନ ଟଙ୍କା ମିଳିଲାନି: ବିଷପାନ କରିଥିବା ଚାଷୀଙ୍କୁ ନେଇ ୪ ଘଣ୍ଟା ଗଣଧାରଣା

କେସିଙ୍ଗା,୧୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମପଞ୍ଚାୟତ ବାହାଦୂରପଦର ଗ୍ରାମର ଡମ୍ବରୁଧର ପୋଢ଼ (୪୦) ଜଳନିଧି ଯୋଜନାରେ ଗଭୀର ନଳକୂଅ ଖନନ କରିଥିଲେ। ୪…

7 years ago

ଗଞ୍ଜାମ ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକ: ପୁରୀକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ କ୍ଷେତ୍ର କରିବା ଉଦ୍ୟମକୁ ପ୍ରଶଂସା

ସୋରଡା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବିଜୁ ଜନତା ଦଳ କାର୍ଯ୍ୟକାରିଣୀ ବୈଠକ ସୋରଡା ଶିଶୁ ଉଦ୍ୟାନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ତଥା ଗୋପାଳପୁର ବିଧାୟକ…

7 years ago

୭୨ବର୍ଷ ପରେ ଭୁର୍ଷିବାଂଜି ଗାଁରେ ଜଳିଲା ବିଜୁଳି

ଖପ୍ରାଖୋଲ, ୧୦ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ଭୁର୍ଷିବାଂଜି ଗାଁରେ ବିଜୁଳି ଆଲୁଆ ମଙ୍ଗଳବାର ଜଳିଛି ା ଗ୍ରାମବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର…

7 years ago

କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ

ଗୋପ, ୧୦।୯(ଡି.ଏନ୍‌.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍‌ ପ୍ରକଳ୍ପ…

7 years ago

ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ

କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି। କଣାସଠାରେ…

7 years ago

ସ୍କୁଲରୁ ଫେରିବା ବେଳେ ଦୁର୍ଘଟଣା: ଛାତ୍ରୀ ମୃତ, ୨ ଗୁରୁତର

ଅନୁଗୋଳ ଅଫିସ, ୧୦।୯- ଅନୁଗୋଳ ସହର ପଞ୍ଚମହଲାଠାରେ ଏକ ଘରୋଇ ବିଦ୍ୟାଳୟରୁ ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ…

7 years ago